ଝାରସୁଗୁଡ଼ା

ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା

ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ…

7 years ago

ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ…

7 years ago

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌ ଆଦି…

7 years ago

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ ସ୍ତ୍ରୀ…

7 years ago

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ସିଏଲ୍‌…

7 years ago

କୋଇଲା ବୋଝେଇ ଟ୍ରେନ୍‌ ଲାଇନଚ୍ୟୁତ: ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ /ଲଖନପୁର,୧୮।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ଲେଭଲ କ୍ରସିଂ ନିକଟରେ ବେଦାନ୍ତ କମ୍ପାନୀର ଏକ ମାଲବାହୀ ଟ୍ରେନ୍‌ ବୁଧବାର ସକାଳେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସୁନ୍ଦରଗଡ଼…

7 years ago

ବିଦ୍ୟୁତ୍‌ ଖୁଣ୍ଟତଳୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୭।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ପଡ଼ାର ଏକ ବିଦ୍ୟୁତ୍‌ ଖୁଣ୍ଟତଳେ ପଡ଼ିଥିବା ଜଣେ ଯୁବକଙ୍କ କ୍ଷତବିକ୍ଷତ ଶରୀରକୁ ମଙ୍ଗଳବାର ସ୍ଥାନୀୟ…

7 years ago

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧…

7 years ago

ଝାରସୁଗଡ଼ାରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧୪।୯(ଡି.ଏନ୍‌.ଏ): ଝାରସୁଗଡ଼ା ଜିଲାର ବ୍ରଜରାଜନଗର ଛୁଆଲିବେରନାଠାରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା…

7 years ago

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ…

7 years ago