ବେଲପାହାଡ଼,୧୪ା୯ (ଡ଼ି.ଏନ୍.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ…
ଝାରସୁଗୁଡା ଅଫିସ୍/ଲଖନପୁର,୧୪ା୯(ଡି.ଏନ୍.ଏ.): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ବାଚନମଣ୍ଡଳୀ ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିସତ୍ାଳୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ…
ଲଖନପୁର,୧୪ା୯(ଡି.ଏନ୍.ଏ.): ଓପିଜିସିର ଇବ୍ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ…
କିର୍ମିରା, ୧୩।୯ (ଡି.ଏନ୍.ଏ.)- ଝାରସୁଗୁଡା ଅନ୍ତର୍ଗତ କିର୍ମିରା ଗ୍ରାମରେ ବୁଧବାର ରାତିରୁ ବର୍ଷା ଲାଗି ରହିଥିବାରୁ ଗ୍ରାମର ଜଞ୍ଜ ନେଟୀ, ରୁକ୍ମଣୀ ଧୁରୁଆ, ଗଙ୍ଗା କଛରିଆଙ୍କ ଘର…
ଝାରସୁଗୁଡା ଅଫିସ୍/ଲଖନପୁର,୧୩ା୯(ଡି.ଏନ୍.ଏ.):ଝାରସୁଗୁଡା ଜିଲା ଚନ୍ଦନୀମାଲ ଗ୍ରାମର ଜନୈକ ମହିଳା ଗୁରୁବାର କାମରେ ଯାଉଥିବାବେଳେ ଚିଚିନ୍ଦା ଗ୍ରାମ ବ୍ରିଜ୍ ନିକଟରେ ଏକ ନବଜାତ ଶିଶୁ କାନ୍ଦୁଥିବା ଶୁଣି ପାଖକୁ…
ଝାରସୁଗୁଡା ଅଫିସ୍/ଲଖନପୁର,୧୩ା୯(ଡି.ଏନ୍.ଏ.):ରାଜ୍ୟ ଯୋଜନା ଓ ସଂଯୋଜନା ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତରେ ଆସି ସର୍କିଟ୍ ହାଉସ୍ରେ…
ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ…
କିର୍ମିରା, ୧୨।୯ (ଡି.ଏନ୍.ଏ): ଝାରସୁଗୁଡା ଜିଲା ଲଇକେରା ଥାନା ବାଗଡ଼ିହି ଫାଣ୍ଡି ଅନ୍ତର୍ଗତ ବରପାଏନ୍ ଖଡ଼ିଆମାଲ ଗ୍ରାମରୁ ମଙ୍ଗଳବାର ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି।…
ବ୍ରଜରାଜନଗର, ୧୨।୯ (ଡି.ଏନ୍.ଏ.) ବ୍ରଜରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ସପ୍ତାହ ହେଲା କେତେଜଣ ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା ଦେଖାଦେଇଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ…
ବେଲପାହାଡ଼,୪।୯(ଡ଼ି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ…