ଝାରସୁଗୁଡ଼ା

କୋଇଲା ସଙ୍କଟ : ବନ୍ଦ ହେଲା ଓପିଜିସିର ୨ୟ ୟୁନିଟ୍‌, ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୪/୧୯(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୨ୟ ୟୁନିଟ୍‌କୁ କମ୍ପାନୀ କର୍ତ୍ତୃପକ୍ଷ ଗତ ରବିବାର…

7 years ago

ଲୋଡର୍‌ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୧।୧୦(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ର ଚିଙ୍ଗୁଡିଗୁଡା ରେଲ୍‌ଓ୍ବେ ସାଇଡିଂରେ ଗୁରୁବାର ରାତିରେ ଜଣେ ଲୋଡର୍‌ ଚାଳକଙ୍କୁ ସାପ କାମୁଡି ଦେଇଥିଲା ।…

7 years ago

ଏମ୍‌ସିଏଲ୍‌ ଲଜକୁରା କୋଇଲା ସାଇଡିଙ୍ଗ ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୧।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଧିନ ଏମ୍‌ସିଏଲ୍‌ ଲଜକୁରା କୋଇଲା ସାଇଡିଙ୍ଗ୍‌ ରେଳଧାରଣାରୁ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର…

7 years ago

ଝାରସୁଗୁଡ଼ା ରେଲଷ୍ଟେଶନ ଟ୍ରେନ ବଗିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୦।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ରେଳଷ୍ଟେଶନରେ ସଫେଇ ପାଇଁ ଛିଡ଼ା ହୋଇଥିବା ହଟିଆ ପାସେଞ୍ଜର ଟ୍ରେନ ବଗିରୁ ଗୁରୁବାର ଏକ ମୃତଦେହ ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତଦେହର…

7 years ago

ବାର୍‌ହା ଆକ୍ରମଣରେ ୨ ଗୁରୁତର

ଲଖନପୁର,୧୦।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ ୧୯ଖଣ୍ଡ ମୌଜା କନକତୋର ପଞ୍ଚାୟତର ଲୁହାବଗା ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ସକାଳୁ…

7 years ago

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, କରମା ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ

ଝାରସୁଗୁଡା ଅଫିସ/ଲଖନପୁର, ୯।୧୦(ଡି.ଏନ୍‌.ଏ.)- ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧୀନ ଖୋକେଲମାଲ ଗ୍ରାମ ପୋଖରୀରୁ ପୋଲିସ ବୁଧବାର ଏକ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

7 years ago

ଡାକ୍ତରଖାନାରେ ଆଖି ବୁଜିଲେ ବୃଦ୍ଧ, ମୃତଦେହ ଗ୍ରହଣ କରିବାକୁ ମନାକଲେ ସମ୍ପର୍କୀୟ

ଲଖନପୁର, ୮।୧୦(ଡି.ଏନ.ଏ.)- ଝାରସୁଗୁଡା ଜିଲା ଲଖନପୁର ବ୍ଲକ ବନ୍ଧବାହାଲ ଫାଣ୍ଡି ଅଧୀନ ଏମ୍‌ସିଏଲ୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲପାହାଡ଼ ଗୌନ୍ତିଆପଡ଼ାର…

7 years ago

ଝାରସୁଗୁଡ଼ାରେ ଲଜ୍ଜା: ପିଜୁଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଝାରସୁଗୁଡା ଅଫିସ/ଲଖନପୁର,(ଡି.ଏନ.ଏ)- ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଧୀନ ଏକ ଗ୍ରାମର ଜନୈକା ୭ ବର୍ଷର ନାବାଳିକାକୁ ସେହି ଗ୍ରାମର ଜଣେ ଯୁବକ ଗତ ସୋମବାର ବଳାତ୍କାର…

7 years ago

ବଜ୍ରପାତରେ ଗାଈ ଜଗୁଆଳି ମୃତ

ଲଖନପୁର, ୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ଗାଈ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲିଆବାହାଳ ଗ୍ରାମର ଡୋଲାମଣି ବାଗ(୫୫)। ସୂଚନାଥାଉକି,…

7 years ago

ପୃଥକ୍‌ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍‌ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର…

7 years ago