ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ
ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ
ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା। ସୂଚନାଥାଉ କି, ଡଙ୍ଗାରେ ପ୍ରାୟ…
ନିର୍ବାଚନ ପୂର୍ବରୁ ଝଟ୍କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ
ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ କହିବାନୁସାରେ ଗତ ବ୍ରଜରାଜନଗର ଉପନିର୍ବାଚନରେ ସେ…
ଆଗକୁ କଡ଼ା ଟକ୍କର: ମଜଭୁତ ହେଉଛି ଭାଜପା ସଙ୍ଗଠନ
ଝାରସୁଗୁଡ଼ା,୧୫ା୪ (ସଞ୍ଜୟ ମାଲି): ଝାରସୁଗୁଡ଼ା ବିଟିଏମ୍ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ରବିବାର ଅନ୍ୟ ଦଳର ବହୁ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ଅନ୍ୟ ନେତୃବର୍ଗ ନୂତନ ଭାବେ ଯୋଗଦାନ କରିଥିବା…
ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ କର୍ମୀଙ୍କ ବିରୋଧ
ବ୍ରଜରାଜନଗର,୧୨ା୪(ବିଜୟ ବରାଡ଼): ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ଲଖନପୁର ବ୍ଲକ ଓ ୧୯ଖଣ୍ଡ ମୌଜାର ଭାଜପା ସମର୍ଥକମାନେ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରିଛନ୍ତି। ଏହାକୁ ନେଇ ଶୁକ୍ରବାର ଲଖନପୁର ବ୍ଲକର କଣ୍ଢେଇକେଲା, ରେମତା, ଚାରପାଲି, ବାଡି଼ମାଲ, ଭିକାମପାଲି, ମାଛିଦା,…
ବାହାରିଆ ପ୍ରାର୍ଥୀ କହି ହେଉଛି ବିରୋଧ
ବ୍ରଜରାଜନଗର,୭ା୪(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ସକାଶେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ତିନି ଦଳର କର୍ମୀଙ୍କୁ ବାଦ୍ ଦେଲେ ଅନ୍ୟ କେତେକ ସଚେତନ ନାଗରିକ ତିନି ପ୍ରାର୍ଥୀଙ୍କୁ ବାହାରିଆ କହି ବିରୋଧ…
ପୋଲିସ କବ୍ଜାରେ ଆନ୍ତଃ ଜିଲା ଜୁଆଡ଼ି ଗ୍ୟାଙ୍ଗ
ବ୍ରଜରାଜନଗର,୫ା୪(ବିଜୟ ବରାଡ଼)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗାନ୍ଧୀ ଛକ ଫାଣ୍ଡି ଅନ୍ତର୍ଗତ ମଧୁପୁର ଜଙ୍ଗଲରୁ ଗୁରୁବାର ରାତିରେ ପୋଲିସ ଏକ ଆନ୍ତଃ ଜିଲା ଜୁଆଡ଼ି ଗ୍ୟାଙ୍ଗ୍କୁ ଧରିବାରେ ସଫଳ ହୋଇଛି। ଏଥିରେ ସମ୍ପୃକ୍ତ ୧୫ଜଣଙ୍କୁ ପୋଲିସ ଗିରଫ କରିବା ସହ…
ଜାଣନ୍ତୁ ଦୀପାଳିଙ୍କୁ ପୁଣି ଟିକେଟ୍ ଦେବାର କାରଣ
ଝାରସୁଗୁଡ଼ା,୪ା୪(ସଞ୍ଜୟ ମାଲି): ବିଜୁ ଜନତା ଦଳ ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରିଛି। ଏହି ତାଲିକାରେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଦଳ ପୁଣି ଥରେ ଦୀପାଳି ଦାସଙ୍କ…
ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍ଜେଟ୍
ଭୁବନେଶ୍ୱର,୩୧।୩: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍ଜେଟ୍ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା ବିମାନବନ୍ଦରରରୁ ସ୍ପାଇସ୍ ଜେଟ୍ତା ’ର ବିମାନ ସେବା ବିଭିନ୍ନ ସେକ୍ଟରରୁ ବନ୍ଦ କରିବାରେ ଲାଗିଥିବାରୁ…
ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ
ଝାରସୁଗୁଡ଼ା,୧୧।୨: ରବିବାର ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଟ୍ରକ ଧକ୍କା ଦେବା ଫଳରେ ୪ ଜଣ ମୃତ୍ୟୁ ବରଣ କରିଥିଲା ବେଳେ ୯ ଜଣ ଗୁରୁତର। ଯାତ୍ରୀଙ୍କୁ ଧରି ବେଲପାହାଡ଼ ଅଭିମୁଖେ ଯାଉଥିବା ବେଳେ…
ଅପରେଶନ ପୂର୍ବରୁ ଡାକ୍ତର ଖେଳିଲେ ଏମିତି ଖେଳ, ରୋଗୀଙ୍କୁ ହୋଟେଲ ପାଖକୁ ଡାକି…
ଝାରସୁଗୁଡ଼ା, ୧୦।୯: ଲୋକେ ଡାକ୍ତରଙ୍କୁ ଭଗବାନ ଭଳି ବିଶ୍ୱାସ କରନ୍ତି, ହେଲେ ଡାକ୍ତର ଅସ୍ତ୍ରୋପ୍ରଚାର ପୂର୍ବରୁ ରେଗୀଙ୍କୁ ଲାଞ୍ଚ ମାଗିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାରେ। ଖୋଦ୍ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ସୌରଭ ସୁପ୍ରୀତ ଲାଞ୍ଚ…
ଗରିବ ଦିନକୁ ଦିନ ଗରିବ ହୋଇଚାଲିଛି: ରାହୁଲ
ବ୍ରଜରାଜନଗର,୮ା୨(ବିଜୟ ବରାଡ଼)- ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ତୃତୀୟ ଦିବସରେ ଗୁରୁବାର ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଝାରସୁଗୁଡ଼ାରେ ରୋଡ୍ ଶୋ କରିଥିଲେ। ସକାଳ ୯ଟାରେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ଗାନ୍ଧୀ ଛକଠାରେ ନ୍ୟାୟ ଯାତ୍ରା ପହଞ୍ଚତ୍ବା ପରେ ନଗର…
Archives


