ଝାରସୁଗୁଡ଼ା

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ନେତାମାନେ ସିଜନାଲ ପକ୍ଷୀ, ନିର୍ବାଚନ ଋତୁରେ ଆସିବେ ପୁଣି…

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ ସାହସପୁର ସରପଞ୍ଚ ସୁକାନ୍ତି ଜୟପୁରିଆଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଭାଜପାରେ ସାମିଲ ହୋଇଛନ୍ତି।…

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ଇସ୍ତଫା…

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ…

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଉଦ୍ଧାରଙ୍କ…

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଯାଇଥିଲା। କାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି କୁ ମିଶାଇ ମୋଟ ୪ଜଣଙ୍କ…

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା। ସୂଚନାଥାଉ କି, ଡଙ୍ଗାରେ ପ୍ରାୟ…

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ କହିବାନୁସାରେ ଗତ ବ୍ରଜରାଜନଗର ଉପନିର୍ବାଚନରେ ସେ…

ଆଗକୁ କଡ଼ା ଟକ୍କର: ମଜଭୁତ ହେଉଛି ଭାଜପା ସଙ୍ଗଠନ

ଝାରସୁଗୁଡ଼ା,୧୫ା୪ (ସଞ୍ଜୟ ମାଲି): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ରବିବାର ଅନ୍ୟ ଦଳର ବହୁ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ଅନ୍ୟ ନେତୃବର୍ଗ ନୂତନ ଭାବେ ଯୋଗଦାନ କରିଥିବା…

ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ କର୍ମୀଙ୍କ ବିରୋଧ

ବ୍ରଜରାଜନଗର,୧୨ା୪(ବିଜୟ ବରାଡ଼): ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ଲଖନପୁର ବ୍ଲକ ଓ ୧୯ଖଣ୍ଡ ମୌଜାର ଭାଜପା ସମର୍ଥକମାନେ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରିଛନ୍ତି। ଏହାକୁ ନେଇ ଶୁକ୍ରବାର ଲଖନପୁର ବ୍ଲକର କଣ୍ଢେଇକେଲା, ରେମତା, ଚାରପାଲି, ବାଡି଼ମାଲ, ଭିକାମପାଲି, ମାଛିଦା,…

ବାହାରିଆ ପ୍ରାର୍ଥୀ କହି ହେଉଛି ବିରୋଧ

ବ୍ରଜରାଜନଗର,୭ା୪(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ସକାଶେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ତିନି ଦଳର କର୍ମୀଙ୍କୁ ବାଦ୍‌ ଦେଲେ ଅନ୍ୟ କେତେକ ସଚେତନ ନାଗରିକ ତିନି ପ୍ରାର୍ଥୀଙ୍କୁ ବାହାରିଆ କହି ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?