ଝାରସୁଗୁଡ଼ା

ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର କରିଛନ୍ତି,…

ଓଡ଼ିଶାରେ ଶାସନ ବ୍ୟବସ୍ଥା ନାହିଁ: ଧର୍ମେନ୍ଦ୍ର

ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀମାନେ ଭେଟିବାର ସୁଯୋଗ ପାଉନାହାନ୍ତି। ଦଳର ବିଧାୟକ, ମୁଖ୍ୟ ଶାସନ ସଚିବ,…

ପଞ୍ଚାୟତବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ସମ୍ବଲପୁର/କୋଲାବିରା,୬ା୫(ବ୍ୟୁରୋ/ଡି.ଏନ.ଏ.): ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବା ପ୍ରତିବାଦରେ ଶୁକ୍ରବାର ଝାରସୁଗୁଡା ଜିଲା କୋଲାବିରା ବ୍ଲକ ସମାସିଂହା ପଞ୍ଚାୟତବାସୀ ବୈଠକ କରି ଉପନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ ପ୍ରଚାର କରୁଥିବା ଦୁଇ…

ଛେଳିବେପାରୀଙ୍କୁ ଗୁଳିକରି ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୭ଗିରଫ

ଲେଫ୍ରିପଡା,୨୯।୪(ଡିଏନଏ): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ସୁରୁଗୁଡା ତାରିଣୀ ମନ୍ଦିର ନିକଟରେ ଗତ ୧୩ ତାରିଖରେ ଛେଳିବେପାରୀ ପ୍ରଭାତ ନାଏକଙ୍କୁ ଗୁଳି କରି ହତ୍ୟା କରାଯିବା ସହ ୯ଲକ୍ଷ ଟଙ୍କା ଲୁଟ୍‌ କରାଯାଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅପରାଧୀ…

ମାଛ ଧରିବାକୁ ଯାଇ ବୁଡ଼ି ଗଲେ

ବେଲପାହାଡ଼,୨୮ା୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ଓପିଜିସି ପମ୍ପ୍‌ହାଉସ ରିଜର୍ଭୟରରେ ବୁଡ଼ିଯାଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନହରପାଲି ପମ୍ପ୍‌ହାଉସ ପଡ଼ାର ବାସିଲ ଡୁଙ୍ଗ୍‌ଡୁଙ୍ଗ୍‌ (୫୫)। ମିଳିଥିବା ସୂଚନା ମୁତାବକ, ବାସିଲ ଓପିଜିସି ରିଜର୍ଭୟରରୁ ମାଛ…

ଝାରସୁଗଡ଼ା ଉପନିର୍ବାଚନ: ପ୍ରଚାର ଜୋରଦାର

ଝାରସୁଗୁଡ଼ା ଅଫିସ ୨୬।୪: ଝାରସୁଗଡ଼ା ଉପନିର୍ବାଚନକୁ ଆଉ ମାତ୍ର ୧୪ ଦିନ ଥିବା ବେଳେ ପ୍ରଚାର ସରିବାକୁ ରହିଛି ୧୨ ଦିନ । ଏ ନେଇ ସବୁ ଦଳର ପ୍ରାର୍ଥୀ ପ୍ରଚାରକୁ ଜୋରଦାର କରୁଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଝାରସୁଗୁଡା…

ଝାରସୁଗୁଡା ଉପ ନିର୍ବାଚନ: ବିଜେଡି, ଭାଜପାର ଷ୍ଟାର ପ୍ରଚାରକ

ବିଜେଡି- ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ଶାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା,ପଦ୍ମନାଭ ବେହେରା , ସୁଶାନ୍ତ ସିଂ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ…

ଝାରସୁଗୁଡ଼ା ଉପନିର୍ବାଚନ: ନାମାଙ୍କନ ଦାଖଲ କଲେ ଦୀପାଳି

ଝାରସୁଗୁଡ଼ା,୧୮।୪ : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଦୀପାଳି ସମର୍ଥକମାନଙ୍କ ସହିତ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି। ଏହି ଅବସରରେ ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ…

୪୩ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ପାରଦା ଉପରମୁହାଁ ରହିଛି। ପ୍ରବଳ ଗରମରେ ଆଉଟୁପାଉଟୁ ହେଉଛି ସାରା ଓଡ଼ିଶା। ରବିବାର ୯ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।…

ଝାରସୁଗୁଡା ଉପନିର୍ବାଚନ: ଆଜିଠୁ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମେ’୧୦ରେ ଝାରସୁଗୁଡା ବିଧାନସଭା ଉପନିର୍ବାଚନ। ଏନେଇ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ତେବେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଆଜିଠାରୁ ନାମାଙ୍କନପତ୍ର ଦାଖଲ କରିବାର ପ୍ରକ୍ରିୟା ଆରମ୍ଭ ହେବ। ପୂର୍ବାହ୍ନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ…

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି। ଭାଜପା ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ ଏହି ଘୋଷଣା…

ଆପତ୍ତିଜନକ ଭିଡିଓ ପୋଷ୍ଟ କରି ବନ୍ଧାହେଲେ ଯୁବକ

ବେଲପାହାଡ଼,୧୨ା୪(ଡି.ଏନ୍‌.ଏ.): ସୋସିଆଲ ମିଡିଆରେ ଧର୍ମୀୟ ଭାବନା କ୍ଷୁଣ୍ଣ ହେଲା ଭଳି ଆପତ୍ତିଜନକ ଭିଡିଓ ପୋଷ୍ଟ ଓ ମନ୍ତବ୍ୟ ଦେବା ଅଭିଯୋଗରେ ବେଲପାହାଡ଼ ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସ୍ଥାନୀୟ ଗୁମାଡେରା ଚର୍ଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri