ଝାରସୁଗୁଡ଼ା

ଗାପାଳଙ୍କ ସହ ସ୍ତ୍ରୀଙ୍କୁ ମୁହାଁମୁହିଁ ଜେରା

ବ୍ରଜରାଜନଗର,୭।୨(ଡି.ଏନ୍‌.ଏ.): ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କ ସହ ତାଙ୍କ ସ୍ତ୍ରୀଙ୍କୁ ମୁହାଁମୁହିଁ ଜେରା କରିଛି। ଓଏସ୍‌ଏପିର ୨ୟ ବାଟାଲିଅନ ପରିସରରେ ଜେରା ଚାଲିଛି। ଆଉ ଅଳ୍ପ ସମୟ ମଧ୍ୟରେ କ୍ରାଇମ ସ୍ପଟରେ…

ନବ ଦାସ ହତ୍ୟା ମାମଲା: କ୍ରାଇମ୍‌ବ୍ରାଞ୍ଚ ଏଡିଜିଙ୍କ ଜେରା

ବ୍ରଜରାଜନଗର,୬ା୨(ଡି.ଏନ.ଏ.): ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ନବମ ଦିନରେ ମଧ୍ୟ କ୍ରାଇମବ୍ରାଞ୍ଚକୁ କୌଣସି ସଫଳତା ମିଳି ପାରିନାହିଁ। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୋମବାର ଦ୍ୱିତୀୟ ପାଳି ରିମାଣ୍ଡର ଦ୍ୱିତୀୟ ଦିନରେ ଗୋପାଳଙ୍କୁ ଜେରା କରିଥିଲେ ମଧ୍ୟ ତାଙ୍କ ମୁହଁରୁ…

ପୋଲିସ ବାରାକ୍‌ ଭିତରେ କ୍ରାଇମବ୍ରାଞ୍ଚ ଜେରା

ବ୍ରଜରାଜନଗର,୬।୨(ଡି.ଏନ୍‌.ଏ.): ରବିବାର ଦ୍ୱିତୀୟ ରିମାଣ୍ଡର ପ୍ରଥମ ଦିନ ଗୋପାଳଙ୍କୁ ପୋଲିସ ବାରକ୍‌ ଭିତରେ କ୍ରାଇମବ୍ରାଞ୍ଚ ଜେରା କରିଛି। କଟକ ଏସ୍‌ସିବିରୁ ଏକ ୪ଜଣିଆ ଡାକ୍ତର ଦଳ ଆସି ଗୋପାଳଙ୍କ ଲେବରାଲ ଭଏସ ଆନାଲିସିସ କରିଛନ୍ତି। ତାଙ୍କ ସହିତ ମନସ୍ତତ୍ତ୍ୱବିତ ଡାକ୍ତରମାନେ ମଧ୍ୟ…

ଅସ୍ଥି ବିସର୍ଜନ ପାଇଁ ଆଲ୍ଲାହାବାଦ ଗଲେ ନବଙ୍କ ପୁଅ

ବ୍ରଜରାଜନଗର, ୬।୨(ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୮ଦିନ ବିତିଯାଇଛି। ହିନ୍ଦୁ ପରମ୍ପରା ଅନୁଯାୟୀ ଅସ୍ଥି ବିସର୍ଜନ ଉଦ୍ଦେଶ୍ୟରେ ରବିବାର ନବଙ୍କ ପୁତ୍ର ବିଶାଳ ଦାସ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆଲ୍ଲାହାବାଦ ଯାଇଥିବା ଜଣାପଡିଛି।

ଲକ୍ଷେ ଟଙ୍କାରେ କାର୍‌ କିଣିଥିଲେ ଅଭିଯୁକ୍ତ ଗୋପାଳ

ବ୍ରଜରାଜନଗର,୫।୨ (ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୋଲିସ୍‌ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ ଜେରା କରୁଛି। ଗୋପାଳ ବିମାନବନ୍ଦର ଥାନା ପାଇଖାନା ସେପ୍ଟିଟାଙ୍କିରେ…

ଝାରସୁଗୁଡ଼ାରେ ସିଏଫ୍‌ଏସ୍‌ଏଲ୍‌ ଟିମ୍‌

କଟକ ଅଫିସ୍‌, ୫।୨: ନୂଆଦିଲ୍ଲୀରୁ ଆସିଥିବା ସେଣ୍ଟ୍ରାଲ ଫୋରେନ୍‌ସିକ ସାଇନ୍ସ ଲାବୋରେଟୋରି (ସିଏଫ୍‌ଏସ୍‌ଏଲ୍‌)ର ବିଶେଷଜ୍ଞମାନେ ଝାରସୁଗୁଡ଼ାରେ ଅଭିଯୁକ୍ତଙ୍କ ଫୋରେନ୍‌ସିକ ସାଇକୋଲୋଜିକାଲ ଆସେସ୍‌ମେଣ୍ଟ ଓ ଏଲ୍‌ଭିଏ ଟେଷ୍ଟ କରିଛନ୍ତି। ଗୋପାଳଙ୍କ ମାନସିକ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ…

ଜଷ୍ଟିସ ଜେ.ପି. ଦାସଙ୍କୁ ଭେଟିଲେ କ୍ରାଇମ୍‌ବ୍ରାଞ୍ଚ ଏଡିଜି

ବ୍ରଜରାଜନଗର,୫।୨ (ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୋଲିସ୍‌ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ ଜେରା କରୁଛି। ଗୋପାଳ ବିମାନବନ୍ଦର ଥାନା ପାଇଖାନା ସେପ୍ଟିଟାଙ୍କିରେ…

ଗୋପାଳଙ୍କ ରିମାଣ୍ଡ ଅବଧି ବଢ଼ିଲା

ଝାରସୁଗୁଡ଼ା ଅଫିସ,୪ା୨: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କ ରିମାଣ୍ଡ ଅବଧି ବଢ଼ିଛି। ପୂର୍ବରୁ ୪ ଦିନିଆ ରିମାଣ୍ଡରେ ଯାଇଥିଲେ ଗୋପାଳ। ଶନିବାର ଏହି ଅବଧି ସରୁଥିବା ବେଳେ କ୍ରାଇମବ୍ରାଞ୍ଚ ପୋଲିସ ତରଫରୁ ଝାରସୁଗୁଡ଼ା…

ମନ୍ତ୍ରୀ ହତ୍ୟା ମାମଲା, ଡିଜିପି କହିଲେ…

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏଥିମଧ୍ୟରେ ଶୁକ୍ରବାର ପ୍ରଥମ ଥର ପାଇଁ ପୋଲିସ ଡିଜି ସୁନିଲ କୁମାର ବଂଶଲ ମୁହଁ ଖୋଲିଛନ୍ତି । ସେ କହିଛନ୍ତି, ଜଷ୍ଟିସ ଦାସଙ୍କ ତତ୍ତ୍ୱାବଧାନରେ ମାମଲାର…

ଗୋପାଳଙ୍କ ଏମ୍‌ସିଏଲ୍‌ କ୍ବାର୍ଟର୍ସରେ କ୍ରାଇମବ୍ରାଞ୍ଚର ତନାଘନା: ଗୁଳିକାଣ୍ଡ ସ୍ଥାନରେ ହେବ ସିନ୍‌ ରିକ୍ରିଏସନ

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ରହସ୍ୟ ଉନ୍ମୋଚନ ନେଇ କ୍ରାଇମବ୍ରାଞ୍ଚ ଲାଗିପଡ଼ିଛି। ଇତିମଧ୍ୟରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଶୁକ୍ରବାର ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି…

ନିଆଁରେ ପୋଡ଼ି ସ୍ତ୍ରୀ ମୃତ: ବାପ, ପୁଅ ଗୁରୁତର

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର,୨ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ଝରନ୍‌ପଡାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ାର ଟିକେଶ୍ୱର ଦେବାଙ୍ଗନ(୪୫)ଙ୍କ ପରିବାର ଲୋକେ ଶୋଇଥିବାବେଳେ ଘରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟିକେଶ୍ୱରଙ୍କ ଶରୀରର ୩୦ ପ୍ରତିଶତ, ପୋଡି ଯାଇଥିବା ବେଳେ…

ପାଇଖାନା ଟାଙ୍କିରୁ ମିଳିଲା କାଗଜ ଟୁକୁଡ଼ା: ହ୍ୟାଣ୍ଡରାଇଟିଂ ଏକ୍ସପର୍ଟର ସାହାଯ୍ୟ ନେବ କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା ଅଫିସ,୨।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ଜୋର୍‌ଦାର କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚର କେତେକ ଅଧିକାରୀ ଗୋପାଳଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri