ନବ ଦାସଙ୍କ ପିଏସ୍ଓ ନିଲମ୍ବିତ
ଝାରସୁଗୁଡ଼ା ଅଫିସ,୧ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଜଣେ ପୋଲିସ ଏଏସ୍ଆଇ ଗୁଳିକରି ହତ୍ୟା କରିବା ଘଟଣା ସମଗ୍ର ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଜଣଙ୍କ ପରେ ଜଣେ ଅଧିକାରୀଙ୍କୁ ବଦଳି ତ କାହାକୁ ନିଲମ୍ବିତ କରିଚାଲିଛନ୍ତି।…
ମନ୍ତ୍ରୀଙ୍କୁ ହତ୍ୟା ଘଟଣା: ୪ ଦିନ ରିମାଣ୍ଡରେ ଗଲେ ଅଭିଯୁକ୍ତ ଗୋପାଳ
ଝାରସୁଗୁଡ଼ା ଅଫିସ,୧।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସଆଇ ଗୋପାଳ କୃଷ୍ଣ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି। ତେବେ ୧ ସପ୍ତାହ ରିମାଣ୍ଡରେ ନେବାପାଇଁ କ୍ରାଇମବ୍ରାଞ୍ଚ ପୋଲିସ ଝାରସୁଗୁଡ଼ା ଜେଏମ୍ଏଫସି କୋର୍ଟରେ ଆବେଦନ କରିଥିଲେ।…
୭ ଦିନ ରିମାଣ୍ଡ ପାଇଁ ଆବେଦନ
ଝାରସୁଗୁଡ଼ା ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୁକ୍ତ ଏଏସ୍ଆଇ ଗୋପାଳ କୃଷ୍ଣ ଦାସଙ୍କୁ ପୋଲିସ ଗିରଫ କରି ସୋମବାର ରାତିରେ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ହାଜର କରିଥିଲା। ସେଠାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।…
ଏସ୍ଡିପିଓଙ୍କ ପରେ ବଦଳିଲେ ଝାରସୁଗୁଡ଼ା ଏସ୍ପି
ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ଆକ୍ଶନ ମୁଡ୍ରେ ଏବେ ରାଜ୍ୟ ପ୍ରଶାସନ। ମଙ୍ଗଳବାର ବ୍ରଜରାଜନଗର ଏସ୍ଡିପିଓ ଗୁପ୍ତେଶ୍ୱର ଭୋଇ ବଦଳି ହେବାର କିଛି ସମୟ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଏସ୍ପି ରାହୁଲ…
ବଦଳିଲେ ବ୍ରଜରାଜନଗର ଏସ୍ଡିପିଓ
ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ମଙ୍ଗଳବାର ବ୍ରଜରାଜନଗର ଏସ୍ଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ବଦଳି କରାଯାଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ଥାନରେ ଆଠମଲ୍ଲିକ ଏସ୍ଡିପିଓ ଚିନ୍ତାମଣି ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ମାମଲା: ଗିରଫ ହେଲେ ଗୋପାଳ ଦାସ
ଝାରସୁଗୁଡା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କୁ ସୋମବାର ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଗୋପାଳଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି। ଘଟଣାସ୍ଥଳ ଯାଞ୍ଚ କରାଯାଇ ତଦନ୍ତ କରାଯାଉଛି। ଅଭିଯୁକ୍ତଙ୍କୁ…
ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର
ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ।…
ଝାରସୁଗୁଡ଼ାରେ ନବ ଦାସଙ୍କ ପାର୍ଥିବ ଶରୀର
ଝାରସୁଗୁଡ଼ା ଅଫିସ,୩୦ା୧: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମରଶରୀର ସୋମବାର ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଣାଯାଇଛି। ଝାରସୁଗୁଡ଼ା ବିମାନବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସରବାହାଲସ୍ଥିତ ତାଙ୍କ ବାସଭବନକୁ ନିଆଯାଉଛି। ଶେଷଦର୍ଶନ ପାଇଁ…
ବ୍ରଜରାଜନଗରରେ କ୍ରାଇମ୍ବ୍ରାଞ୍ଚ ଡିଜି
ଝାରସୁଗୁଡ଼ା ଅଫିସ୍, ୩୦ା୧:ବ୍ରଜରାଜନଗର ଗାନ୍ଧୀଛକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ପୋଲିସ୍ ଏଏସ୍ଆଇଙ୍କ ଗୁଳିମାଡ଼ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଦେଇଛନ୍ତି। ଘଟଣାର ୭ଘଣ୍ଟା ପରେ କ୍ରାଇମବ୍ରାଞ୍ଚ ଡିଜି ଅରୁଣ ବୋଥ୍ରା ବ୍ରଜରାଜନଗର…
ଏଏସ୍ଆଇ ଗୋପାଳଙ୍କ ଘର ବ୍ରହ୍ମପୁର
ଝାରସୁଗୁଡ଼ା ଅଫିସ୍,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ନିଜ ରିଭଲଭର୍ରୁ ଗୁଳିମାରିଥିବା ପୋଲିସ୍ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କ ଘର ବ୍ରହ୍ମପୁର ହୋଇଥିବାବେଳେ ସେ କନଷ୍ଟେବଳ ଭାବେ ପ୍ରଥମେ ନିଯୁକ୍ତି ପାଇଥିଲେ। ତା’ ପରେ ପଦୋନ୍ନତି ପାଇ ସେ ଏଏସ୍ଆଇ ହୋଇଥିଲେ। ଏହି…
ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା ନେଇ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ
ଝାରସୁଗୁଡ଼ା ଅଫିସ,୨୯ା୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଜଣେ ଏଏସ୍ଆଇ ବ୍ରଜରାଜନଗରରେ ଗୁଳିମାଡ଼ କରିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ସେମାନେ କହିଛନ୍ତି, ‘ଦାଦା ସଭାସ୍ଥଳରେ ପହଞ୍ଚିବା କ୍ଷଣି ଆମେ ସ୍ବାଗତ କରିବାକୁ ଯାଇଥିଲୁ। ଏହି ସମୟରେ ପୋଲିସ ପୋଷାକରେ ଥିବା ଜଣେ…
ନବ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଭୁବନେଶ୍ୱରକୁ କରାଗଲା ଏୟାରଲିଫ୍ଟ
ଝାରସୁଗୁଡ଼ା ଅଫିସ,୨୯।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ରବିବାର ଗୁଳିମାଡ଼ ହୋଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏ ନେଇ ଝାରସୁଗୁଡ଼ା ବିମାନ ବନ୍ଦରରୁ ତାଙ୍କୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ତାଙ୍କ ଦେହରେ ୨ଟି ଗୁଳି…
Archives


