ଝାରସୁଗୁଡ଼ା

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ ମୃତ୍ୟୁ ହୋଇଛି । ଆଉ କିଛି ଦିନ ପରେ ବିବାହ ହୋଇଥାନ୍ତା, ହେଲେ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି ଲରା ଟ୍ରେନ୍‌ଲାଇନରେ ରବିବାର ପୂର୍ବାହ୍ନରେ ଯାଉଥିବା ସମୟରେ ଏକ ଖାଲି ଟ୍ରେନ୍‌ ତାଙ୍କୁ…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର ଝାରସୁଗୁଡା ଗସ୍ତରେ ଆସିଛନ୍ତି । ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟରେ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି। ମୃତକ…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି ଉକ୍ତ ହୋଟେଲ ସମ୍ମୁଖରେ ଅଟକିଥିଲା। ସେତିକିବେଳେ ଶଟ୍‌ ସର୍କିଟ ଯୋଗୁ କାର୍‌ ଭିତରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ ବ୍ରଜରାଜନଗର ଏସଡିପିଓ ଚିନ୍ତାମଣି ପ୍ରଧାନ, ଥାନାଧିକାରୀ ଧବଳେଶ୍ୱର ସାହୁ ରାମପୁର…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ ନେବା ବେଳେ ଜିଲା ଯୋଗାଣ ଅଧିକାରୀ ଦୁର୍ଗା ଚରଣ ଭେସ୍ରାଙ୍କ ସହିତ ଯୋଗାଣ…

ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା!

ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ ଅଡ଼ିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ତ୍ର ମନ୍ତ୍ରୀ ସୁରେଶ…

ହସ୍ପିଟାଲ୍‌ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର

ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର ବହୁ ଯନ୍ତ୍ରପାତି ପୋଡ଼ି ଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ…

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର ଏକାଠି ହୋଇଛି। ଦୀର୍ଘ ୨ ବର୍ଷ ୯ ମାସର ପ୍ରତୀକ୍ଷା ପରେ ଝାଡ଼ଖଣ୍ଡର ଅନାମିକା…

ରାଷ୍ଟ୍ରପତି ଭବନ ଯିବାକୁ ଖୁସବୁଙ୍କୁ ମିଳିଲା ନିମନ୍ତ୍ରଣ

ଝାରସୁଗୁଡା,୧୫ା୧(ଆଶିଷ ରଞ୍ଜନ ଦାଶ): ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ହେବାକୁ ଥିବା ପ୍ରତିଷ୍ଠିତ ‘ଏଟ ହୋମ’ ସମ୍ମିଳନୀ ପାଇଁ ଝାରସୁଗୁଡ଼ା ଜିଲା ବେଲପାହାଡ଼ ଗୁମାଡେରା ନିବାସୀ ବୁଧରାମ ଜୟପୁରିଆଙ୍କ ଝିଅ ଖୁସବୁ ଜୟପୁରିଆ ନିମନ୍ତ୍ରିତ ହୋଇଛନ୍ତି। ଖୁସବୁଙ୍କ ଏହି ଚୟନ…

ଥରୁଛି ଝାରସୁଗୁଡ଼ା: ରାଜ୍ୟର ସବୁଠାରୁ ଥଣ୍ଡା ସହର

ଝାରସୁଗୁଡ଼ା,୧୪।୧(ଆଶିଷ ରଞ୍ଜନ ଦାଶ ): ଚଳିତ  ବର୍ଷ ଝାରସୁଗୁଡ଼ା ଜିଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏହା ରାଜ୍ୟର ସବୁଠାରୁ ଥଣ୍ଡା ସହର ରେକର୍ଡ ହୋଇଛି। ବୁଧବାର ସକାଳ ୫ଟା ୩୦ ରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri