ଝାରସୁଗୁଡ଼ା

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା ଘଟଣାକୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ ଗୁରୁତର ସହ ଗ୍ରହଣ…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ ଚିତ୍ର ସାମ୍ନାକୁ ଆସିଛି। ସ୍ଥାନୀୟ ମୁନ୍ଦ୍ରାଜୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ ଶବବାହକ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ ପାଇଛି। ମୁଚବାହାଲ ମେଡିକାଲ ସମ୍ମୁଖ ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ୩ ବର୍ଷ ତଳେ କରିଥିଲେ ପ୍ରେମବିବାହ, ଆଜି ସକାଳୁ…

ଝାରସୁଗୁଡ଼ା,୨୮ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଏଚ୍‌. କଣ୍ଟାପାଳି (ଗଣ୍ଠିଆବୁଡ଼) ଗାଁରେ ରବିବାର ସକାଳୁ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆକୁ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ଓ ଲଢୁଆ ବିଜେଡି ନେତା ତ୍ରିନାଥ ଗୁଆଲଙ୍କ ମୃତଦେହ…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ଚୌକିପଡ଼ାର ପଙ୍କଜ କୁମାର ସାହୁ…

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ ଜଣେ କର୍ମଚାରୀଙ୍କଠାରୁ ଲାଞ୍ଚ ନେଉଥିବା ସମୟରେ ସିକୁରିଟି ଇନ୍ସପେକ୍ଟର ବଂଶୀରାମଙ୍କୁ ରଙ୍ଗେହାତ ଗିରଫ…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଏବଂ ଲୋ ଭୋଲ୍‌ଟେଜ୍‌ ସମସ୍ୟା ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି।…

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ସନ୍ଦେହ

ଝାରସୁଗୁଡ଼ା,୨ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ତାଙ୍କ ଘର ଛତିଶଗଡ଼ ହୋଇଥିବା ବେଳେ ସେ ସ୍ବାମୀଙ୍କ ସହ ଝାରସୁଗୁଡ଼ା ରେଳଷ୍ଟେଶନ ଅଞ୍ଚଳରେ ରହି ଶ୍ରମିକ ଭାବେ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୋଲିସର ଏହି ଏନକାଉଣ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?