ବାଘଛାଲ ଜବତ, ୩ ଗିରଫ
ଝାରସୁଗୁଡ଼ା ଅଫିସ,୧୬ା୧୦: ଝାରସୁଗୁଡ଼ା ଏବଂ ସମ୍ବଲପୁର ପୋଲିସ ସହାୟତାରେ ଏସ୍ଟିଏଫ୍ ଟିମ୍ ମିଳିତ ଭାବେ ଚଢ଼ାଉ କରି ଝାରସୁଗୁଡ଼ା ଜିଲାର ମାଳିଡିହି ଛକରୁ ୩ଟି ବାଘଛାଲ ଜବତ କରିଛି। ବାଘଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ଏହି ଚଢ଼ାଉ...
ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍
ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାୟଗଡ଼ର ଟ୍ରେଲର ଆସୋସିଏଶନ ତରଫରୁ ଗତ ଶୁକ୍ରବାର ମଧ୍ୟାହ୍ନ ୧୨ଟାରୁ ଓଡ଼ିଶା-ଛତିଶଗଡ଼...
ହାଇୱା ଧକ୍କାରେ ଚାଲିଗଲା ଠିକା କର୍ମଚାରୀଙ୍କ ଜୀବନ
ଝାରସୁଗୁଡ଼ା ଅଫିସ,୧୩।୧୦: ଝାରସୁଗୁଡ଼ା ଭୁର୍କାମୁଣ୍ଡାସ୍ଥିତ ବେଦାନ୍ତ ପ୍ରକଳ୍ପ ପରିସରରେ ଗୁରୁବାର ଏକ ହାଇୱା ଧକ୍କାରେ ଜଣେ ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସମ୍ବଲପୁର ଜିଲା ମହୁଲପାଲି ଥାନା କେଶେଇବାହାଲ ଗ୍ରାମର ରବୀନ୍ଦ୍ର ନାଥ ନାୟକ (୪୫)। ସେ...
ଅନନ୍ୟ ପରମ୍ପରା ବଏଲ ଯାତ୍ରା
କୋଲାବିରା,୮ା୧୦ (ଡି.ଏନ.ଏ.): କୋଲାବିରାର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ପ୍ରସିଦ୍ଧ ବଏଲ ଯାତ୍ରା ଦଶମୀ ତିଥିରେ ସମ୍ପନ୍ନ ହୋଇଛି। କରୋନା ପାଇଁ ଦୁଇବର୍ଷ ଧରି ଯାତ୍ରା ବନ୍ଦ ରହିଥିଲା। ଏଥର ଦକ୍ଷିଣକାଳୀ ଦେବୀଙ୍କ ପ୍ରତୀକ ବାହନ ବରୁଆଙ୍କ ଦର୍ଶନ ପାଇଁ...
୯୮ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦଶଭୁଜା
ଝାରସୁଗୁଡ଼ା ଅଫିସ,୫ା୧୦- ଶିଳ୍ପସମୃଦ୍ଧ ଝାରସୁଗୁଡା ଜିଲାରେ ଚଳିତବର୍ଷ ମୋଟ ୯୮ ପୂଜା ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ଝାରସୁଗୁଡ଼ା ଥାନା ଅଞ୍ଚଳରେ ୨୦, ବ୍ରଜରାଜନଗରରେ ୧୬, ଲଇକେରାରେ ୧୬, ରେଙ୍ଗାଲିରେ ୯, ଝାରସୁଗୁଡା ସଦର ଥାନା ଅଞ୍ଚଳରେ ୮, ଓରିଏଣ୍ଟରେ...
କୋଇଲା ଉତ୍ତୋଳନର ସମୀକ୍ଷା କଲେ ସଚିବ
ଝାରସୁଗୁଡ଼ା ଅଫିସ,୧।୧୦: କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସଚିବ ଡ. ଅନିଲ କୁମାର ଜୈନ ଗୁରୁବାର ଏମ୍ସିଏଲ୍ ମୁଖ୍ୟାଳୟ ବୁର୍ଲାରେ ଏକ ସମୀକ୍ଷା ବୈଠକ କରିଥିଲେ। ଏଥିରେ କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ଯୁଗ୍ମ ସଚିବ ବିସ୍ମିତା ତେଜ, ଏମ୍ସିଏଲ୍ ସିଏମ୍ଡି ଓମ...
ଆବାସ ଯୋଜନା ଫାଇନାଲ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍ଏସ୍
ଝାରସୁଗୁଡା ଅଫିସ୍,୩୦।୯: ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍ କନକତୋରା ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ଜିଆର୍ଏସ୍ ମନୋଜ ସାହୁ ଜଣେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ନିକଟରୁ ୧୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସମ୍ପୃକ୍ତ...
ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ,୨୯ା୯: ଝାରସୁଗୁଡ଼ା ଜିଲା ଦୌରାଜଜ୍ ସତ୍ୟବ୍ରତ ମିଶ୍ର ଗୁରୁବାର ଏକ ବଳାତ୍କାର ମାମଲାର ବିଚାର କରି ମୁଖ୍ୟ ଅଭିଯୁକ୍ତ ସନାତନ କିଷାନଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ପୀଡିତାଙ୍କୁ ୧ ଲକ୍ଷ ଟଙ୍କା...
ଦେବୀପୀଠରେ ମା’ଙ୍କ ନବରାତ୍ର ପୂଜା
ଝାରସୁଗୁଡ଼ା ଅଫିସ,୨୭ା୯: ଜିଲାରେ ଥିବା ବିଭିନ୍ନ ଦେବୀ ପୀଠରେ ସୋମବାର ମା’ଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଛି। ରବିବାର ଅମାବାସ୍ୟା ତିଥିରେ ମା’ଙ୍କ ଧବଳମୁଖୀ ବେଶ ଅନୁଷ୍ଠିତ ହୋଇଥିଲା। ମା’ଙ୍କ ଏହି ବେଶ ଦର୍ଶନ କରିବା ପାଇଁ ବିଭିନ୍ନ ପୀଠରେ...
ଦୁର୍ଗାପୂଜା ପାଇଁ ବସିଲା ଶାନ୍ତି କମିଟି: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଝାରସୁଗୁଡ଼ା ଅଫିସ,୨୩ା୯: ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ପ୍ରେକ୍ଷାଳୟରେ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଦୁର୍ଗାପୂଜା ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଏସ୍ପି ରାହୁଲ ଜୈନ, ଅତିରିକ୍ତ ଜିଲାପାଳ (ସାଧାରଣ) ପ୍ରବୀର କୁମାର ନାୟକ, ଉପଜିଲାପାଳ...
କମ୍ପାନୀ ବସ୍-ହାଇଓ୍ବା ଧକ୍କା: ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି
ଝାରସୁଗୁଡ଼ା ଅଫିସ,୧୭ା୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ ପାଓ୍ବାର ହାଉସ୍ ନିକଟରେ ଶୁକ୍ରବାର ସମ୍ବଲପୁର ଜିଲା ଠେଲକୁଲିସ୍ଥିତ ଭୂଷଣ ଜେଏସ୍ଡବ୍ଲ୍ୟୁ କମ୍ପାନୀର ୧୫ ନଂ ବସ୍କୁ ଏକ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଥିଲା। ଏହି ବସ୍ରେ ୫୦ରୁ...
କମ୍ପାନୀ ବସ୍ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି
ଝାରସୁଗୁଡ଼ା ଅଫିସ୍,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍ ପାଓ୍ବାର ହାଉସ୍ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍କୁ କୋଇଲା ବୋଝେଇ ହାଇଓ୍ବା...
Archives


