ଝାରସୁଗୁଡ଼ା

ଦୁର୍ଗାପୂଜା ପାଇଁ ବସିଲା ଶାନ୍ତି କମିଟି: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଝାରସୁଗୁଡ଼ା ଅଫିସ,୨୩ା୯: ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ପ୍ରେକ୍ଷାଳୟରେ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଦୁର୍ଗାପୂଜା ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଏସ୍‌ପି ରାହୁଲ ଜୈନ, ଅତିରିକ୍ତ ଜିଲାପାଳ (ସାଧାରଣ) ପ୍ରବୀର କୁମାର ନାୟକ, ଉପଜିଲାପାଳ ଦୟାମୟ…

କମ୍ପାନୀ ବସ୍‌-ହାଇଓ୍ବା ଧକ୍କା: ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ,୧୭ା୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ ପାଓ୍ବାର ହାଉସ୍‌ ନିକଟରେ ଶୁକ୍ରବାର ସମ୍ବଲପୁର ଜିଲା ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ ନଂ ବସ୍‌କୁ ଏକ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଥିଲା। ଏହି ବସ୍‌ରେ ୫୦ରୁ ଅଧିକ…

କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍‌କୁ କୋଇଲା ବୋଝେଇ ହାଇଓ୍ବା ଧକ୍କା…

ଗାଡ଼ିଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ,୧୬ା୯: ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟ ରାସ୍ତାରେ ଶୁକ୍ରବାର  ଜଣେ ଛାତ୍ରୀ ସାଇକେଲରେ କଲେଜ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍ଥାନୀୟ ଜମିଦାରପଡ଼ାର ଲିଜା…

ପଥରରେ ଛେଚି ମା’ ସ୍ତ୍ରୀଙ୍କ ଜୀବନ ନେଲେ

ଝାରସୁଗୁଡ଼ା ଅଫିସ,୧୫ା୯: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଜଡାମୁଣ୍ଡାରେ ଗୁରୁବାର ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ପୁଅ ପଥରରେ ଛେଚି ବୃଦ୍ଧା ମା’ ଏବଂ ନିଜ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ମା’ ଝିମ…

କାର୍ଯ୍ୟକ୍ଷମ ହେଉନି ଆଦିବାସୀ ଛାତ୍ରୀନିବାସ

ଝାରସୁଗୁଡ଼ା ଅଫିସ,୧୨ା୯: ଝାରସୁଗୁଡା ଜିଲା କୋଲାବିରା ପଞ୍ଚାୟତ ସମିତି ଡିଗ୍ରୀ କଲେଜ ପରିସରରେ ଆଦିବାସୀ କଲ୍ୟାଣ ବିଭାଗ ତରଫରୁ ୮ ଲକ୍ଷ ଟଙ୍କା ବ୍ୟୟରେ ଛାତ୍ରୀନିବାସ ନିର୍ମାଣ ହୋଇଛି। ୨୦୦୧ ମେ ୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ହେମାନନ୍ଦ…

ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ

ଝାରସୁଗୁଡ଼ା ଅଫିସ,୭ା୯: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃ ଜିଲା ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସୁନ୍ଦରଗଡ଼ର ଟିଙ୍କୁ…

ବିଜେଡି କର୍ମକର୍ତ୍ତାଙ୍କ ମଧ୍ୟରେ ମାରପିଟ: ଥାନାରେ ପହଞ୍ଚିଲା ମାମଲା

ବ୍ରଜରାଜନଗର, ୬ା୯(ଡି.ଏନ.ଏ.): ବ୍ରଜରାଜନଗର ବିଜୁ ଜନତା ଦଳରେ ଗୋଷ୍ଠୀ କନ୍ଦଳ ଧୀରେ ଧୀରେ ପଦାରେ ପଡ଼ିବାରେ ଲାଗିଛି। ଜିଲା କାର୍ଯ୍ୟକାରିଣୀ ସଦସ୍ୟ ତଥା ଓଡ଼ିଆ ଏକତା ମଞ୍ଚର ସଭାପତି ନୃପ ତାଣ୍ଡିଆ ଓ ପୂର୍ବତନ କାଉନ୍‌ସିଲର ରାହୁଲ ପାଣ୍ଡେଙ୍କ ମଧ୍ୟରେ ପ୍ରଥମେ…

ଲଖନପୁର ବ୍ଲକ ସରପଞ୍ଚ ସଂଘର ସଭାପତି ହେଲେ ରଘୁମଣି ପ୍ରଧାନ

ଝାରସୁଗୁଡା ଅଫିସ,୪।୯: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକର ନବନିର୍ବାଚିତ ସରପଞ୍ଚମାନଙ୍କୁ ନେଇ ସର୍ବସମ୍ମତିକ୍ରମେ ରବିବାର ଏକ ସରପଞ୍ଚ ସଂଘ ଗଠିତ ହୋଇଯାଇଛି । ଏହି ସଂଘର ସଭାପତିଭାବେ ବରିଷ୍ଠ ସଦସ୍ୟ କୁଶ୍ରାଲୋଇ ଗ୍ରାମ ପଞ୍ଚାୟତ…

ଝାରସୁଗୁଡ଼ା ଗସ୍ତରେ ମୁଖ୍ୟ ଶାସନ ସଚିବ

ଝାରସୁଗୁଡ଼ା ଅଫିସ,୩ା୯: ଝାରସୁଗୁଡ଼ା ଜିଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଶନିବାର ଝାରସୁଗୁଡ଼ା ସହରର ବାଲିଯୁରିସ୍ଥିତ ହାର୍ଟ ହସ୍ପିଟାଲକୁ ପରିଦର୍ଶନ କରିଥିଲେ। ପରେ ପରେ ଜିଲା ଖଣିଜପାଣ୍ଠି କକ୍ଷରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ନେଇ ଜିଲା ପ୍ରଶାସନର…

ଓପିଜିସିକୁ ପୁଣି ଘରୋଇ କମ୍ପାନୀକୁ ବିକ୍ରି ପାଇଁ ପ୍ରୟାସ

ଝାରସୁଗୁଡ଼ା ଅଫିସ,୩ା୯: ବିଦ୍ୟୁତ୍‌ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଶା ପାଓ୍ବାର ଜେନେରେଶନ୍‌ କର୍ପୋରେଶନ (ଓପିଜିସି) ଗଠନ ହୋଇଥିଲା। ଏହା ଅଧୀନରେ ରାଜ୍ୟରେ ୬ଗୋଟି କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ (ମିନି ମାଇକ୍ରୋ ହାଇଡ୍ରୋ ପାଓ୍ବାର) ଓ ଗୋଟିଏ ତାପଜ…

ଖଣି ଖନନ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଝାରସୁଗୁଡ଼ା ଅଫିସ,୩୦ା୮: ନେଭେଲି ଲିଗଲାଇଟ୍‌ କର୍ପୋରେଶନ (ଏନ୍‌ଏଲ୍‌ସି)କୁ ଝାରସୁଗୁଡା ଜିଲା ମଲଦା ପଞ୍ଚାୟତରେ କୋଲ୍‌ବ୍ଲକ୍‌ ମଳିଥିବାବେଳେ ଏବେ କମ୍ପାନୀ ତରଫରୁ କୋଇଲା ଖଣି ଖନନ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାକୁ ପଞ୍ଚାୟତବାସୀ ବିରୋଧ କରିଆସୁଛନ୍ତି। ଏଥିରେ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri