ଝାରସୁଗୁଡ଼ା

ଝାରସୁଗୁଡ଼ା ଜିଲାରେ ୫ରୁ ଧାନ କିଣା

ଝାରସୁଗୁଡ଼ା ଅଫିସ,୧୧।୧୧: ଝାରସୁଗୁଡ଼ା ଜିଲାରେ ଧାନ କିଣା ସକାଶେ ଚଳିତ ଖରିଫ ଋତୁର ପ୍ରଥମ ଜିଲାସ୍ତରୀୟ ଧାନ କିଣା (ଡିଏଲ୍‌ପିସି) ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଡିଏମ୍‌ଏଫ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ଜିଲା ମୁଖ୍ୟ…

ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି: ତଳ କୋର୍ଟର ଦଣ୍ଡାଦେଶକୁ ହାଇକୋର୍ଟରେ ସ୍ଥଗିତାଦେଶ

ଝାରସୁଗୁଡ଼ା ଅଫିସ,୭।୧୧: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ଦାଶ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତଳ କୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ଛତିଶଗଡ଼ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି।…

୨ ନାବାଳକ ଭାଇଙ୍କୁ ଦଳିମାରିଲା ହାତୀ

ଝାରସୁଗୁଡ଼ା ଅଫିସ,୫ା୧୧: ଝାରସୁଗୁଡ଼ା ଜିଲା ବାଗଡିହି ରେଞ୍ଜ ଅଧୀନ ଭଉଁରା ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ବାପାଙ୍କ ଆଗରେ ଏକ ଦନ୍ତାହାତୀ ଦୁଇ ନାବାଳକ ଭାଇଙ୍କୁ ଦଳି ମାରିଦେଇଛି। ମୃତକ ଦ୍ୱୟ ହେଲେ ଛତିଶଗଡ଼ ଶକ୍ତି…

ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି

ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍‌ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଓକିଲ ସର୍ମତ ସିଂହ ମାରହାସ ଏହି ସୂଚନା ଦେଇଛନ୍ତି…

୪ରୁ ଝାରସୁଗୁଡ଼ା ଦେଇ ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡ଼ାନ

ଝାରସୁଗୁଡ଼ା ଅଫିସ,୩ା୧୧- ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…

ଟ୍ରେନ୍‌ରେ ପ୍ରସବ ଘଟଣା: ସମ୍ବର୍ଦ୍ଧିତ ହେଲେ ଆର୍‌ପିଏଫ୍‌ କର୍ମଚାରୀ

ଝାରସୁଗୁଡ଼ା ଅଫିସ,୨୯ା୧୦: ଗତ ବୁଧବାର ବେଙ୍ଗାଲୁରୁ-ହଟିଆ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଜଣେ ମହିଳା ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଝାରସୁଗୁଡ଼ା ଜଙ୍କ୍‌ଶନ୍‌ରେ ଉକ୍ତ ଟ୍ରେନ୍‌ ରହଣି ପରେ ଆର୍‌ପିଏଫ୍‌ କର୍ମଚାରୀ ଉକ୍ତ ମହିଳା ଓ ନବଜାତ ଶିଶୁକୁ ଉଦ୍ଧାର କରି ଆମ୍ବୁଲାନ୍ସ…

ବିଭିନ୍ନ ସ୍ଥାନରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ

ଝାରସୁଗୁଡ଼ା ଅଫିସ,୨୨।୧୦: କିର୍ମିରା ବ୍ଲକ୍‌ ଭାଲୁପତ୍ରା ଆଶ୍ରମ ସ୍କୁଲ୍‌ରେ ବନ୍ଧପାଲି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ୍‌ ଉପଶିକ୍ଷାଧିକାରୀ ଘନଶ୍ୟାମ ଚାନ୍ଦ, ଭାଲୁପତ୍ରା ହାଇସ୍କୁଲ୍‌ ପ୍ରଧାନଶିକ୍ଷକ ଗଙ୍ଗଧର ମହାନ୍ତି ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ବନ୍ଧପାଲି…

ଫେରିବାଲା ହତ୍ୟା ମାମଲାର ପର୍ଦ୍ଦାଫାଶ: ପାଟିତୁଣ୍ଡରୁ ପଥରରେ ଛେଚି କରିଥିଲେ ହତ୍ୟା

ଝାରସୁଗୁଡ଼ା ଅଫିସ,୨୨ା୧୦: ପଶ୍ଚିମବଙ୍ଗର ନିଖୋଜ ଫେରିବାଲା ମହମ୍ମଦ ଆସରଫ୍‌ ଖାନ(୨୬)ଙ୍କ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦୁର୍ଲଗା ଗ୍ରାମର ପ୍ରଦୀପ ମାକର(୨୦) ଓ…

ନଦୀ ପ୍ରଦୂଷଣ ମାନବକୃତ: ପ୍ରଫୁଲ୍ଲ ସାମନ୍ତରା

ଝାରସୁଗୁଡ଼ା ଅଫିସ,୨୨।୧୦: ସେପ୍ଟେମ୍ବର ୨୩ରୁ ଲୋକଶକ୍ତି ଓ ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ (ଏନ୍‌ଏପିଏମ୍‌) ଓଡିଶା ତରଫରୁ ନଦୀ ଓ ଜଳ ଉତ୍ସ ସୁରକ୍ଷା ଅଭିଯାନ ଯାତ୍ରା ଆରମ୍ଭ ହୋଇଛି। ଏହାର ଆବାହକ ପରିବେଶବିତ୍‌ ପ୍ରଫୁଲ୍ଲ ସାମନ୍ତରା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚତ୍…

ଝାରସୁଗୁଡ଼ା ଜେଲରେ ଜୀବନ ହାରିଲେ ବିଚାରାଧୀନ କଏଦୀ

ଝାରସୁଗୁଡ଼ା ଅଫିସ,୨୦ା୧୦: ଝାରସୁଗୁଡ଼ା ଉପକାରାଗାରରେ ଗୁରୁବାର ଜଣେ ବିଚାରାଧୀନ କଏଦୀ ବେକରେ ଗାମୁଛା ବାନ୍ଧି ଏକ ଗଛରେ ଝୁଲି ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମର ସୁବାସ ରୋହିଦାସ (୨୬)। ଏହି ସମ୍ପର୍କରେ ଜେଲ୍‌ର କରଣ ଓରାମ…

ବାଇକ୍‌ରେ ଝିଅ ଘରକୁ ଯାଉଥିବା ବେଳେ ଧକ୍କା ଦେଲା ଟ୍ୟାଙ୍କର: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଝାରସୁଗୁଡ଼ା ଅଫିସ,୧୮ା୧୦- ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଗାନ୍ଧୀଛକ ନିକଟରେ ମଙ୍ଗଳବାର ଏକ ତେଲଟ୍ୟାଙ୍କର ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ଥିବା ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri