ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲା କୃଷି ବିଭାଗର କନିଷ୍ଠ କିରାଣୀ
ଝାରସୁୁଗୁଡ଼ା ଅଫିସ,୨୨।୧୧: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ଅଜୟ ପାଣ୍ଡେ। ଫସଲ ବୀମା କରାଇଦେବା ନେଇ ଜଣେ ଚାଷୀଙ୍କ ନିକଟରୁ ସେ ମଙ୍ଗଳବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…
ଏମ୍ସିଏଲ୍ ଲଖନପୁର ଜିଏମ୍ ଅଫିସ୍ ଆଗରେ ବିକ୍ଷୋଭ
ଝାରସୁଗୁଡ଼ା ଅଫିସ,୨୨ା୧୧: ମହାନଦୀ କୋଲ୍ଫିଲ୍ଡ ଲିମିଟେଡ୍ (ଏମ୍ସିଏଲ୍) ଲଖନପୁର କ୍ଷେତ୍ର ଅଧୀନରେ କାର୍ଯ୍ୟ କରୁଥିବା ଗ୍ଲୋବାଲ କୋଲ୍ ଆଣ୍ଡ୍ ମାଇନିଂ ପ୍ରାଇଭେଟ୍ ଲିମିଟେଡ୍ରେ କେତେକ ନିଯୁକ୍ତି ପାଇଁ ନିୟମାବଳି ଜାରି ହୋଇଛି। ଏ ନେଇ ସମ୍ପୃକ୍ତ ଠିକାସଂସ୍ଥା ତରଫରୁ ଆବେଦନ ପାଇଁ…
ଟ୍ରକ୍ ଧକ୍କାରେ ଚାଲିଗଲା ବାଇକ୍ ଚାଳକଙ୍କ ଜୀବନ: ଫେରାର୍ ଟ୍ରକ୍ର ନମ୍ବର ପ୍ଲେଟ୍ ଜବତ
ଝାରସୁଗୁଡା ଅଫିସ୍,୨୦।୧୧: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ପୋଖରାସାଲେ ମହିକାନୀ ଛକ ନିକଟରେ ରବିବାର ଏକ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ବାଇକ୍କୁ ଧକ୍କାଦେଇ ଟ୍ରକ୍ ଫେରାର୍ ହୋଇଯାଇଛି। ହେଲେ ଦୁର୍ଘଟଣା…
ପଦ୍ମପୁର ଉପ-ନିର୍ବାଚନ: ଦୀପାଳିଙ୍କୁ ବଡ଼ ଦାୟିତ୍ୱ
ଝାରସୁଗୁଡ଼ାଅଫିସ/ପଦ୍ମପୁର,୧୯।୧୧(ଡି.ଏନ୍.ଏ.): ପଦ୍ମପୁର ଉପ-ନିର୍ବାଚନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଯୁବନେତ୍ରୀ ଦୀପାଳି ଦାସଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ପ୍ରଚାର କାର୍ଯ୍ୟରେ ବିଜେଡି ପକ୍ଷରୁ ତାଙ୍କୁ ଏହି ବଡ଼ ଦାୟିତ୍ୱ ମିଳିଛି। ପାଇକମାଲ ବ୍ଲକରେ ପ୍ରଚାର କାର୍ଯ୍ୟ ଲାଗି ସଂଯୋଜକ ଦାୟିତ୍ୱ…
ଟ୍ରକ୍କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍: ଜଣେ ମୃତ, ୧୫ ଆହାତ
ଝାରସୁଗୁଡ଼ା ଅଫିସ,୧୧।୧୧: ଝାରସୁଗୁଡ଼ା ଜିଲା ବିଜୁ ଏକ୍ସପ୍ରେସ୍ ଖିଣ୍ଡାଛକ ନିକଟ ରାସ୍ତାରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଛକ ନିକଟଟ ରାସ୍ତା ପାର୍ଶ୍ୱରେ ଏକ ଟ୍ରକ୍ ଅଟକି ରହିଥିବା ବେଳେ ଝାରସୁଗୁଡ଼ା-ସମ୍ବଲପୁର ଅଭିମ୍ମୁଖେ ଯାଉଥିବା ମହାଲକ୍ଷ୍ମୀ ଯାତ୍ରୀବାହୀ ବସ୍ ଟ୍ରକ୍ର ପଛରୁ…
ବିଶ୍ୱ ହାତଧୂଆ ଦିବସ: ଗାଁ ଗାଁରେ ପହଞ୍ଚିଲା ବେଦାନ୍ତର ଭ୍ରାମ୍ୟମାଣ ହେଲଥ୍ ୟୁନିଟ୍
ଝାରସୁଗୁଡ଼ା ଅଫିସ,୧୧।୧୧: ବେଦାନ୍ତ ଆଲୁମିନିୟମ୍ ଉତ୍ପାଦକ କମ୍ପାନୀ ଝାରସୁଗୁଡ଼ା ପକ୍ଷରୁ ବିଶ୍ୱ ହାତଧୂଆ ଦିବସ ପାଳନ କରାଯାଇଛି। ଏହା ସହ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଲୋକମାନଙ୍କୁ ହାତ ଧୋଇବା ଓ ସ୍ବଚ୍ଛ ରହିବା ଉପରେ ଏକ ସପ୍ତାହବ୍ୟାପୀ ସଚେତନ ଅଭିଯାନ…
ଝାରସୁଗୁଡ଼ା ଜିଲାରେ ୫ରୁ ଧାନ କିଣା
ଝାରସୁଗୁଡ଼ା ଅଫିସ,୧୧।୧୧: ଝାରସୁଗୁଡ଼ା ଜିଲାରେ ଧାନ କିଣା ସକାଶେ ଚଳିତ ଖରିଫ ଋତୁର ପ୍ରଥମ ଜିଲାସ୍ତରୀୟ ଧାନ କିଣା (ଡିଏଲ୍ପିସି) ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଡିଏମ୍ଏଫ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ଜିଲା ମୁଖ୍ୟ…
ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି: ତଳ କୋର୍ଟର ଦଣ୍ଡାଦେଶକୁ ହାଇକୋର୍ଟରେ ସ୍ଥଗିତାଦେଶ
ଝାରସୁଗୁଡ଼ା ଅଫିସ,୭।୧୧: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ଦାଶ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତଳ କୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ଛତିଶଗଡ଼ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି।…
୨ ନାବାଳକ ଭାଇଙ୍କୁ ଦଳିମାରିଲା ହାତୀ
ଝାରସୁଗୁଡ଼ା ଅଫିସ,୫ା୧୧: ଝାରସୁଗୁଡ଼ା ଜିଲା ବାଗଡିହି ରେଞ୍ଜ ଅଧୀନ ଭଉଁରା ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ବାପାଙ୍କ ଆଗରେ ଏକ ଦନ୍ତାହାତୀ ଦୁଇ ନାବାଳକ ଭାଇଙ୍କୁ ଦଳି ମାରିଦେଇଛି। ମୃତକ ଦ୍ୱୟ ହେଲେ ଛତିଶଗଡ଼ ଶକ୍ତି…
ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି
ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍ଏସ୍ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…
ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ
ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଓକିଲ ସର୍ମତ ସିଂହ ମାରହାସ ଏହି ସୂଚନା ଦେଇଛନ୍ତି…
୪ରୁ ଝାରସୁଗୁଡ଼ା ଦେଇ ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡ଼ାନ
ଝାରସୁଗୁଡ଼ା ଅଫିସ,୩ା୧୧- ଝାରସୁଗୁଡ଼ା ଭିଏସ୍ଏସ୍ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…

