ଝାରସୁଗୁଡ଼ା

ଟ୍ରେନ୍‌ରେ ପ୍ରସବ ଘଟଣା: ସମ୍ବର୍ଦ୍ଧିତ ହେଲେ ଆର୍‌ପିଏଫ୍‌ କର୍ମଚାରୀ

ଝାରସୁଗୁଡ଼ା ଅଫିସ,୨୯ା୧୦: ଗତ ବୁଧବାର ବେଙ୍ଗାଲୁରୁ-ହଟିଆ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଜଣେ ମହିଳା ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଝାରସୁଗୁଡ଼ା ଜଙ୍କ୍‌ଶନ୍‌ରେ ଉକ୍ତ ଟ୍ରେନ୍‌ ରହଣି ପରେ ଆର୍‌ପିଏଫ୍‌ କର୍ମଚାରୀ ଉକ୍ତ ମହିଳା ଓ ନବଜାତ ଶିଶୁକୁ ଉଦ୍ଧାର କରି ଆମ୍ବୁଲାନ୍ସ…

ବିଭିନ୍ନ ସ୍ଥାନରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ

ଝାରସୁଗୁଡ଼ା ଅଫିସ,୨୨।୧୦: କିର୍ମିରା ବ୍ଲକ୍‌ ଭାଲୁପତ୍ରା ଆଶ୍ରମ ସ୍କୁଲ୍‌ରେ ବନ୍ଧପାଲି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ୍‌ ଉପଶିକ୍ଷାଧିକାରୀ ଘନଶ୍ୟାମ ଚାନ୍ଦ, ଭାଲୁପତ୍ରା ହାଇସ୍କୁଲ୍‌ ପ୍ରଧାନଶିକ୍ଷକ ଗଙ୍ଗଧର ମହାନ୍ତି ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ବନ୍ଧପାଲି…

ଫେରିବାଲା ହତ୍ୟା ମାମଲାର ପର୍ଦ୍ଦାଫାଶ: ପାଟିତୁଣ୍ଡରୁ ପଥରରେ ଛେଚି କରିଥିଲେ ହତ୍ୟା

ଝାରସୁଗୁଡ଼ା ଅଫିସ,୨୨ା୧୦: ପଶ୍ଚିମବଙ୍ଗର ନିଖୋଜ ଫେରିବାଲା ମହମ୍ମଦ ଆସରଫ୍‌ ଖାନ(୨୬)ଙ୍କ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦୁର୍ଲଗା ଗ୍ରାମର ପ୍ରଦୀପ ମାକର(୨୦) ଓ…

ନଦୀ ପ୍ରଦୂଷଣ ମାନବକୃତ: ପ୍ରଫୁଲ୍ଲ ସାମନ୍ତରା

ଝାରସୁଗୁଡ଼ା ଅଫିସ,୨୨।୧୦: ସେପ୍ଟେମ୍ବର ୨୩ରୁ ଲୋକଶକ୍ତି ଓ ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ (ଏନ୍‌ଏପିଏମ୍‌) ଓଡିଶା ତରଫରୁ ନଦୀ ଓ ଜଳ ଉତ୍ସ ସୁରକ୍ଷା ଅଭିଯାନ ଯାତ୍ରା ଆରମ୍ଭ ହୋଇଛି। ଏହାର ଆବାହକ ପରିବେଶବିତ୍‌ ପ୍ରଫୁଲ୍ଲ ସାମନ୍ତରା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚତ୍…

ଝାରସୁଗୁଡ଼ା ଜେଲରେ ଜୀବନ ହାରିଲେ ବିଚାରାଧୀନ କଏଦୀ

ଝାରସୁଗୁଡ଼ା ଅଫିସ,୨୦ା୧୦: ଝାରସୁଗୁଡ଼ା ଉପକାରାଗାରରେ ଗୁରୁବାର ଜଣେ ବିଚାରାଧୀନ କଏଦୀ ବେକରେ ଗାମୁଛା ବାନ୍ଧି ଏକ ଗଛରେ ଝୁଲି ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମର ସୁବାସ ରୋହିଦାସ (୨୬)। ଏହି ସମ୍ପର୍କରେ ଜେଲ୍‌ର କରଣ ଓରାମ…

ବାଇକ୍‌ରେ ଝିଅ ଘରକୁ ଯାଉଥିବା ବେଳେ ଧକ୍କା ଦେଲା ଟ୍ୟାଙ୍କର: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଝାରସୁଗୁଡ଼ା ଅଫିସ,୧୮ା୧୦- ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଗାନ୍ଧୀଛକ ନିକଟରେ ମଙ୍ଗଳବାର ଏକ ତେଲଟ୍ୟାଙ୍କର ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ଥିବା ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା…

ଗୁନ୍ଦିଆ-ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍‌ ଇଞ୍ଜିନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ,୧୮।୧୦:ଗୁନ୍ଦିଆରୁ ଝାରସୁଗୁଡ଼ା ଆସୁଥିବା ଜେଡି ନାମକ ୦୮୮୬୧ନଂ ପାସେଞ୍ଜର ଟ୍ରେନ୍‌ ମଙ୍ଗଳବାର ରାତି ସାଢେ ୮ଟାରେ ବ୍ରଜରାଜନଗର ରେଳଷ୍ଟେଶନର ୩ନଂ ପ୍ଲାଟଫର୍ମରେ ପହଞ୍ଚତ୍ବା ପରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ଜଣାପଡିବା ପରେ ଲୋକ ପାଇଲଟ୍‌ ତଳକୁ ଓହ୍ଲାଇପଡି…

ସତ୍ୟସାଇ ଟ୍ରଷ୍ଟର କ୍ଷେତ୍ର ପରିଦର୍ଶନ

ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍‌ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍‌ରେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର କେତେକ ଘରୋଇ ସଂସ୍ଥାକୁ ଆମନ୍ତ୍ରଣ କରିଛନ୍ତି। ଏହାକୁ ରକ୍ଷାକରି ସତ୍ୟସାଇ ହେଲ୍‌ଥ…

ବାଘଛାଲ ଜବତ, ୩ ଗିରଫ

ଝାରସୁଗୁଡ଼ା ଅଫିସ,୧୬ା୧୦: ଝାରସୁଗୁଡ଼ା ଏବଂ ସମ୍ବଲପୁର ପୋଲିସ ସହାୟତାରେ ଏସ୍‌ଟିଏଫ୍‌ ଟିମ୍‌ ମିଳିତ ଭାବେ ଚଢ଼ାଉ କରି ଝାରସୁଗୁଡ଼ା ଜିଲାର ମାଳିଡିହି ଛକରୁ ୩ଟି ବାଘଛାଲ ଜବତ କରିଛି। ବାଘଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଏହି ଚଢ଼ାଉ କରିଥିଲା।…

ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍‌

ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍‌.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍‌ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାୟଗଡ଼ର ଟ୍ରେଲର ଆସୋସିଏଶନ ତରଫରୁ ଗତ ଶୁକ୍ରବାର ମଧ୍ୟାହ୍ନ ୧୨ଟାରୁ ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ…

ହାଇୱା ଧକ୍କାରେ ଚାଲିଗଲା ଠିକା କର୍ମଚାରୀଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୧୩।୧୦: ଝାରସୁଗୁଡ଼ା ଭୁର୍କାମୁଣ୍ଡାସ୍ଥିତ ବେଦାନ୍ତ ପ୍ରକଳ୍ପ ପରିସରରେ ଗୁରୁବାର ଏକ ହାଇୱା ଧକ୍କାରେ ଜଣେ ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସମ୍ବଲପୁର ଜିଲା ମହୁଲପାଲି ଥାନା କେଶେଇବାହାଲ ଗ୍ରାମର ରବୀନ୍ଦ୍ର ନାଥ ନାୟକ (୪୫)। ସେ ପାୱାରଟେକ…

ଅନନ୍ୟ ପରମ୍ପରା ବଏଲ ଯାତ୍ରା

କୋଲାବିରା,୮ା୧୦ (ଡି.ଏନ.ଏ.): କୋଲାବିରାର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ପ୍ରସିଦ୍ଧ ବଏଲ ଯାତ୍ରା ଦଶମୀ ତିଥିରେ ସମ୍ପନ୍ନ ହୋଇଛି। କରୋନା ପାଇଁ ଦୁଇବର୍ଷ ଧରି ଯାତ୍ରା ବନ୍ଦ ରହିଥିଲା। ଏଥର ଦକ୍ଷିଣକାଳୀ ଦେବୀଙ୍କ ପ୍ରତୀକ ବାହନ ବରୁଆଙ୍କ ଦର୍ଶନ ପାଇଁ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?