ସମ୍ବଲପୁରୀ ନୃତ୍ୟ, ଗୀତରେ ଝୁମିଲେ ଦର୍ଶକ
ଝାରସୁଗୁଡ଼ା ଅଫିସ,୨।୮: ସମ୍ବଲପୁରୀ ଭାଷା ସାହିତ୍ୟ ସାଧକ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିବସ ଉପଲକ୍ଷେ ଅଗଷ୍ଟ ୧ ତାରିଖରେ ମଙ୍ଗଳବଜାର ସ୍ଥିତ ଜିଲା କ୍ରୀଡ଼ା ପ୍ରେକ୍ଷାଳୟରେ ‘ସମ୍ବଲପୁରୀ ଦିନ’ ଧୁମଧାମରେ ପାଳିତ ହୋଇଯାଇଛି । ସମ୍ବଲପୁରୀ ଭାଷାର ପ୍ରଚାର ପ୍ରସାର…
ହୀରାକୁଦ ଜଳଭଣ୍ଡାରରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ
ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଜମେରା ପଞ୍ଚାୟତ ପୁଡ଼ାପାଲି ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ପୁଡ଼ାପାଲି…
ହସ୍ପିଟାଲରୁ ଚିକିତ୍ସାଧୀନ ଅବସ୍ଥାରେ କଏଦୀ ଫେରାର
ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବିଚାରାଧୀନ କଏଦୀ ଶନିବାର ବିଳମ୍ବିତ ରାତିରେ ଜେଲ ଓ୍ବାର୍ଡରକୁ ଚକମା ଦେଖାଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବିହାର ମାଧୋପୁର ଥାନା ବୋଥନା ଗ୍ରାମର ଇନ୍ଦ୍ରଜିତ…
ଶେଷ ହେଲା ସମ୍ବଲପୁରୀ ଦିବସ ପାଳନ ପ୍ରସ୍ତୁତି
ଝାରସୁଗୁଡ଼ା ଅଫିସ,୩୦।୭: ଝାରସୁଗୁଡ଼ା ସହରର ଏକ ହୋଟେଲ ପ୍ରେକ୍ଷାଳୟରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ଝାରସୁଗୁଡା ପକ୍ଷରୁ ଜିଲା ସଂଯୋଜକ ରାଜେଶ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଅଗଷ୍ଟ ୧ ତାରିଖରେ ‘ସମ୍ବଲପୁରୀ ଦିନ’ ପାଳନ କରିବା ପାଇଁ…
ଝାରସୁଗୁଡାରେ ଝାଡାବାନ୍ତି: ପୁଅଙ୍କ ପରେ ଚାଲିଗଲା ବାପାଙ୍କ ଜୀବନ
ଝାରସୁଗୁଡା ଅଫିସ,୩୦।୫: ଝାରସୁଗୁଡା ପୌରାଞ୍ଚଳ ୧୩ନଂ ଓ୍ବାର୍ଡ ଦେବାଡିହି ଗ୍ରାମରେ ଝାଡାବାନ୍ତିରେ ୧୫ରୁ ୨୦ ଗ୍ରାମବାସୀ ଆକ୍ରାନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଆଦି ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ଚିକିତ୍ସାଧିନ ଅବସ୍ଥାରେ ଗ୍ରାମର ଲିଟିପଡାର ବାପା ଓ…
ଝାରସୁଗୁଡ଼ା ଜିଲାପାଳଙ୍କ ନାମରେ ନକଲି ହ୍ବାଟ୍ସଆପ୍ ଆକାଉଣ୍ଟ
ଝାରସୁଗୁଡା ଅଫିସ,୨୯।୭: ଝାରସୁଗୁଡା ଜିଲାପାଳଙ୍କ ନାମରେ ଏକ ନକଲି ହ୍ବାଟ୍ସଆପ୍ ଆକାଉଣ୍ଟ ଖୋଲାଯାଇଛି। ଏନେଇ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଜିଲାପାଳ ଟ୍ବିଟ କରି କହିଛନ୍ତି ଯେ, “ମୋ ନାଁ ଏବଂ ଫଟୋକୁ…
ଏମ୍ଟେକ୍ ବାୟୋ ଟେକ୍ନୋଲୋଜିରେ ଟପ୍ପର ହେଲେ ଝାରସୁଗୁଡ଼ା ଝିଅ
ଝାରସୁଗୁଡା ଅଫିସ୍,୨୮।୭: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)୨୦୨୨ ଫଳ ପ୍ରକାଶ ପାଇଛି । ଏଥିରେ ଝାରସୁଗୁଡ଼ା ସହର ପୁରୁଣାବସ୍ତିର ଛାତ୍ରୀ ଶୁଭଶ୍ରୀ ହୋତା ଏମ୍ଟେକ୍ ବାୟୋ ଟେକ୍ନୋଲୋଜିରେ ଟପ୍ପର ହୋଇଛନ୍ତି। ଏହା ଜଣାପଡିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ…
ନାବାଳିକା ବଳାତ୍କାରୀଙ୍କୁ ସଶ୍ରମ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ୍,୨୮।୭: ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଝାରସୁଗୁଡ଼ା ଅତିରିକ୍ତ ଜିଲା ସେସନ୍ ଜର୍ଜ ମଦନଲାଲ ଖେଡିଆ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଝାରସୁଗୁଡ଼ା ସରବାହାଲ ହରିଜନପଡ଼ାର ରିଙ୍କୁ ମଗର(୨୭)। କୋର୍ଟ ରାୟରେ…
ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ
ବ୍ରଜରାଜନଗର,୨୫ା୭(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ମଣ୍ଡଳିଆ ଛକରେ ଯୌତୁକ ଲାଗି ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ମାରିବା ଅଭିଯୋଗରେ ପୋଲିସ ସୋମବାର ସ୍ବାମୀ ଆକତାବ ଆଲମ (୩୫)ଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ମଣ୍ଡଳିଆ ଅଞ୍ଚଳରେ ରହୁଥିବା ଆକତାବଙ୍କ…
ଆଜି ଝୁରୁଛି ଜନ୍ମମାଟି
ଝାରସୁଗୁଡ଼ା ଅଫିସ,୨୪ା୭: ଝାରସୁଗୁଡ଼ା ଜିଲା ବେଲପାହାଡର ସାମାଜିକ କର୍ମୀ ପାରଶ ଜୟସ୍ବାଲ(୬୪)ଙ୍କ ହୃଦଘାତରେ ରବିବାର ପରଲୋକ ହୋଇଯାଇଛି। ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ନିକଟସ୍ଥ ଟାଟାକ୍ରୋସାକୀ ହସ୍ପିଟାଲ୍କୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜିଲାର ବହୁ…
ଝାରସୁଗୁଡ଼ାରୁ ରାୟପୁର ଦେଇ ଦିଲ୍ଲୀକୁ ଉଡ଼ିଲା ବିମାନ
ଝାରସୁଗୁଡ଼ା ଅଫିସ,୨୪ା୭: ଏଲାୟନ୍ସ ଏୟାର ତରଫରୁ ଝାରସୁଗୁଡ଼ା ଭିଏସ୍ଏସ୍ ବିମାନବନ୍ଦରରୁ ଭାୟା ରାୟପୁର ଦେଇ ଦିଲ୍ଲୀକୁ ରବିବାର ପରୀକ୍ଷାମୂଳକ ଭାବେ ୨ ବିମାନ ଚଳାଚଳ ଆରମ୍ଭ କରିଛି। ଏହି ଅବସରରେ ଏଲାୟନ୍ସ ଏୟାରର ୯୧୭୪୮ ନଂ.ବିଶିଷ୍ଟ ୭୦ ସିଟେଡ୍ ବିମାନରେ ଝାରସୁଗୁଡ଼ାରୁ…
ଡ୍ୟାମ୍ରୁ ମିଳିଲା ମୃତଦେହ: ଭାଇ କହୁଛି ମୋ’ ଭଉଣୀ, ମୋ ସ୍ତ୍ରୀ ନୁହେଁ କହିଲେ ସ୍ବାମୀ
ଝାରସୁଗୁଡ଼ା ଅଫିସ,୨୩ା୭: ଲଖନପୁର ଥାନା ବଳଣ୍ଡା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ଜଳଭଣ୍ଡାରରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ଥାନାକୁ ଜଣାଇଥିଲେ । ଖବରପାଇ ଏସ୍ଡିପିଓ ଗୁପ୍ତେଶର ଭୋଇ, ମାଜିଷ୍ଟ୍ରେଟ ଲଖନପୁର ତହସିଲଦାର…
Archives


