ଝାରସୁଗୁଡ଼ା

୯୮ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦଶଭୁଜା

ଝାରସୁଗୁଡ଼ା ଅଫିସ,୫ା୧୦- ଶିଳ୍ପସମୃଦ୍ଧ ଝାରସୁଗୁଡା ଜିଲାରେ ଚଳିତବର୍ଷ ମୋଟ ୯୮ ପୂଜା ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ଝାରସୁଗୁଡ଼ା ଥାନା ଅଞ୍ଚଳରେ ୨୦, ବ୍ରଜରାଜନଗରରେ ୧୬, ଲଇକେରାରେ ୧୬, ରେଙ୍ଗାଲିରେ ୯, ଝାରସୁଗୁଡା ସଦର ଥାନା ଅଞ୍ଚଳରେ ୮, ଓରିଏଣ୍ଟରେ ୮,…

କୋଇଲା ଉତ୍ତୋଳନର ସମୀକ୍ଷା କଲେ ସଚିବ

ଝାରସୁଗୁଡ଼ା ଅଫିସ,୧।୧୦: କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସଚିବ ଡ. ଅନିଲ କୁମାର ଜୈନ ଗୁରୁବାର ଏମ୍‌ସିଏଲ୍‌ ମୁଖ୍ୟାଳୟ ବୁର୍ଲାରେ ଏକ ସମୀକ୍ଷା ବୈଠକ କରିଥିଲେ। ଏଥିରେ କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ଯୁଗ୍ମ ସଚିବ ବିସ୍ମିତା ତେଜ, ଏମ୍‌ସିଏଲ୍‌ ସିଏମ୍‌ଡି ଓମ ପ୍ରକାଶ…

ଆବାସ ଯୋଜନା ଫାଇନାଲ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଝାରସୁଗୁଡା ଅଫିସ୍‌,୩୦।୯: ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍‌ କନକତୋରା ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ଜିଆର୍‌ଏସ୍‌ ମନୋଜ ସାହୁ ଜଣେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ନିକଟରୁ ୧୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସମ୍ପୃକ୍ତ ଅଭିଯୁକ୍ତ…

ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ

ଝାରସୁଗୁଡ଼ା ଅଫିସ,୨୯ା୯: ଝାରସୁଗୁଡ଼ା ଜିଲା ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ଗୁରୁବାର ଏକ ବଳାତ୍କାର ମାମଲାର ବିଚାର କରି ମୁଖ୍ୟ ଅଭିଯୁକ୍ତ ସନାତନ କିଷାନଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ପୀଡିତାଙ୍କୁ ୧ ଲକ୍ଷ ଟଙ୍କା ଆର୍ଥତ୍କ…

ଦେବୀପୀଠରେ ମା’ଙ୍କ ନବରାତ୍ର ପୂଜା

ଝାରସୁଗୁଡ଼ା ଅଫିସ,୨୭ା୯: ଜିଲାରେ ଥିବା ବିଭିନ୍ନ ଦେବୀ ପୀଠରେ ସୋମବାର ମା’ଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଛି। ରବିବାର ଅମାବାସ୍ୟା ତିଥିରେ ମା’ଙ୍କ ଧବଳମୁଖୀ ବେଶ ଅନୁଷ୍ଠିତ ହୋଇଥିଲା। ମା’ଙ୍କ ଏହି ବେଶ ଦର୍ଶନ କରିବା ପାଇଁ ବିଭିନ୍ନ ପୀଠରେ ଶ୍ରଦ୍ଧାଳୁଙ୍କ…

ଦୁର୍ଗାପୂଜା ପାଇଁ ବସିଲା ଶାନ୍ତି କମିଟି: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଝାରସୁଗୁଡ଼ା ଅଫିସ,୨୩ା୯: ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ପ୍ରେକ୍ଷାଳୟରେ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଦୁର୍ଗାପୂଜା ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଏସ୍‌ପି ରାହୁଲ ଜୈନ, ଅତିରିକ୍ତ ଜିଲାପାଳ (ସାଧାରଣ) ପ୍ରବୀର କୁମାର ନାୟକ, ଉପଜିଲାପାଳ ଦୟାମୟ…

କମ୍ପାନୀ ବସ୍‌-ହାଇଓ୍ବା ଧକ୍କା: ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ,୧୭ା୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ ପାଓ୍ବାର ହାଉସ୍‌ ନିକଟରେ ଶୁକ୍ରବାର ସମ୍ବଲପୁର ଜିଲା ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ ନଂ ବସ୍‌କୁ ଏକ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଥିଲା। ଏହି ବସ୍‌ରେ ୫୦ରୁ ଅଧିକ…

କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍‌କୁ କୋଇଲା ବୋଝେଇ ହାଇଓ୍ବା ଧକ୍କା…

ଗାଡ଼ିଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ,୧୬ା୯: ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟ ରାସ୍ତାରେ ଶୁକ୍ରବାର ଜଣେ ଛାତ୍ରୀ ସାଇକେଲରେ କଲେଜ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍ଥାନୀୟ ଜମିଦାରପଡ଼ାର ଲିଜା…

ପଥରରେ ଛେଚି ମା’ ସ୍ତ୍ରୀଙ୍କ ଜୀବନ ନେଲେ

ଝାରସୁଗୁଡ଼ା ଅଫିସ,୧୫ା୯: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଜଡାମୁଣ୍ଡାରେ ଗୁରୁବାର ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ପୁଅ ପଥରରେ ଛେଚି ବୃଦ୍ଧା ମା’ ଏବଂ ନିଜ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ମା’ ଝିମ…

କାର୍ଯ୍ୟକ୍ଷମ ହେଉନି ଆଦିବାସୀ ଛାତ୍ରୀନିବାସ

ଝାରସୁଗୁଡ଼ା ଅଫିସ,୧୨ା୯: ଝାରସୁଗୁଡା ଜିଲା କୋଲାବିରା ପଞ୍ଚାୟତ ସମିତି ଡିଗ୍ରୀ କଲେଜ ପରିସରରେ ଆଦିବାସୀ କଲ୍ୟାଣ ବିଭାଗ ତରଫରୁ ୮ ଲକ୍ଷ ଟଙ୍କା ବ୍ୟୟରେ ଛାତ୍ରୀନିବାସ ନିର୍ମାଣ ହୋଇଛି। ୨୦୦୧ ମେ ୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ହେମାନନ୍ଦ…

ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ

ଝାରସୁଗୁଡ଼ା ଅଫିସ,୭ା୯: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃ ଜିଲା ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସୁନ୍ଦରଗଡ଼ର ଟିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?