ଝାରସୁଗୁଡ଼ା

ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା

ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ ଦଳ ବିଧିବଦ୍ଧ ଭାବେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି। ବିଜେଡିରୁ ପୂର୍ବତନ ବିଧାୟକ...

କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୯।୫: ବ୍ରଜରାଜନଗରରେ ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ସୋମବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ଚନ୍ଦ୍ର ପଟେଲଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛି କଂଗ୍ରେସ। ଏପଟେ ଆଜି ବିଜେଡି ପକ୍ଷରୁ ଅଳକା...

ବ୍ରଜରାଜନଗର ଉପନିର୍ବାଚନ: ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ କିଶୋର କୁମାର ମହାନ୍ତିଙ୍କ ସ୍ତ୍ରୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ...

ଭାଜପା ଜିଲା ସଭାପତିରୁ ଇସ୍ତଫା ଦେଲେ ମଙ୍ଗଳ ସାହୁ

ଝାରସୁଗୁଡ଼ା ଅଫିସ,୯ା୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ ତାରିଖରେ ହେବାକୁ ଥିବାବେଳେ ଦଳୀୟ ପ୍ରାର୍ଥୀ କିଭଳି ସଫଳତାର ସହ ବିଜୟୀ ହେବେ ଏନେଇ ଭାଜପା ତା’ର ରଣନୀତି ପ୍ରସ୍ତୁତ ଚଳାଇଛି। ଏଭଳି ସ୍ଥିତିରେ ଦଳର ଜିଲା ସଭାପତି ମଙ୍ଗଳ ସାହୁ...

ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କଲା ଭାଜପା

ଝାରସୁଗୁଡା ଅଫିସ,୮।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୩୧ତାରିଖରେ ନିର୍ବାଚନ ହେବ। ଏହାକୁ ନେଇ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ପକ୍ଷରୁ ପ୍ରାର୍ଥୀ କିଏ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା।...

ବ୍ରଜରାଜନଗର ଉପନିର୍ବାଚନ: କଂଗ୍ରେସର ପ୍ରାର୍ଥୀ ହେବେ କିଶୋର ପଟେଲ

ଝାରସୁଗୁଡା ଅଫିସ୍‌,୬।୫: ବ୍ରଜରାଜନଗର ଉପନିର୍ବାଚନରେ କଂଗ୍ରେସ ଦଳର ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏଥିନେଇ ରାଜ୍ୟସ୍ତରୀୟ ଚୟନ କମିଟି ଶୁକ୍ରବାର ସର୍ବସମ୍ମତିକ୍ରମେ ଦଳର ବରିଷ୍ଠନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କ ନାମ ଘୋଷଣା...

ବ୍ରଜରାଜନଗର ଉପନିର୍ବାଚନ: ଆଶାୟୀଙ୍କ ମଧ୍ୟରେ ରହିଛି ନୂଆମୁହଁ

ଝାରସୁଗୁଡ଼ା ଅଫିସ,୬ା୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ଦେଖାଦେଇଛି। ଅନ୍ୟପକ୍ଷେ ଦଳୀୟ ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଶାୟୀ ବାୟୋଡାଟା ସହ...

ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଟ୍ରେନ୍‌

ଝାରସୁଗୁଡା ଅଫିସ,୫।୫: ରେଳ ରହଣି ଦାବିରେ ସ୍ଥାନୀୟ ନାଗରିକ କମିଟି ତରଫରୁ ଗୁରୁବାର ସକାଳ ୬ଟାରୁ ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ ଆରମ୍ଭ ହୋଇଛି। ଶତାଧିକ ଆନ୍ଦୋଳନକାରୀ ରେଳଧାରଣା ଉପରେ ଟେଣ୍ଡ ପକାଇ ବସି ରହିଛନ୍ତି। ଫଳରେ କେତେକ ଯାତ୍ରୀବାହୀ ଟ୍ରେନ୍‌...

ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା

ବ୍ରଜରାଜନଗର,୪ା୫ (ଡି.ଏନ.ଏ.): ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ପାଇଁ ନିିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଏଠାକାର ଦଳୀୟ ରାଜନୀତି ସରଗରମ ହୋଇଉଠିିଛି। ତିନି ପ୍ରମୁଖ ଦଳ ସେମାନଙ୍କ ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା ଆରମ୍ଭ କରିଦେଇଛନ୍ତି। ମୁଖ୍ୟତଃ ଭାଜପା...

ରୋଷେୟା ମୃତ୍ୟୁର ସିବିଆଇ ତଦନ୍ତ କରାଯାଉ

ଝାରସୁଗୁଡ଼ା ଅଫିସ,୩୦।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିକରି ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ଉଲ୍ଲେଖ ରହିଛି, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର...

ଶେଷ ହେଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ ନିର୍ବାଚନ

ଝାରସୁଗୁଡ଼ା ଅଫିସ,୨୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ(ବିଟିଓଏ)ର ବାର୍ଷିକ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଭିନ୍ନ ପଦପଦବୀ ପାଇଁ ୧୭ ଜଣ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରେ ସଭାପତି ଭାବେ ଦେବ ପ୍ରସାଦ ଦାଶ ୨୫୭...

ଟ୍ରକ୍‌କୁ ପିଟିଲା ଚୋରା ଡିଜେଲ୍‌ ବୋଝେଇ ବୋଲେରୋ

ଝାରସୁଗୁଡ଼ା ଅଫିସ୍‌,୨୬।୪: ଝାରସୁଗୁଡା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ସିରିଆପାଲି ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଚୋରା ଡିଜେଲ ବୋଝେଇ ବୋଲେରୋ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏଥିରେ ବୋଲେରୋ ଚାଳକଙ୍କ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri