ଝାରସୁଗୁଡ଼ା

ନିର୍ବାଚନ ସ୍ଥିତି ଅନୁଦ୍ଧାନ କଲେ ପର୍ଯ୍ୟବେକ୍ଷକ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ୯ଟା ୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ସାଧାରଣ ପର୍ଯ୍ୟବେକ୍ଷକ ଭାରତୀୟ ପ୍ରଶାସନିକ ଅଧିକାରୀ ମାଧବୀ କଟରିଆ ନିର୍ବାଚନ ସ୍ଥିତି…

୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ଦିନ ୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏ ନେଇ ଓଡିଶା ମୁଖ୍ୟ ନିର୍ବାଚନ…

ଭୋଟ ଦେଲେ ଭାଜପା ପ୍ରାର୍ଥିନୀ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡା ବ୍ରଜରାଜନଗର ଓପିଏମ୍‌ ବାଳିକା ଉଚ୍ଚ ବିଦ୍ୟାଳୟ ବୁଥ୍‌ ନମ୍ବର ୨୦୯ରେ ପହଞ୍ଚି ନିଜ ମତଦାନ ସାବ୍ୟସ୍ତ…

ବ୍ରଜରାଜନଗର ଉପନିର୍ବାଚନ: ଭୋଟ ଗ୍ରହଣ ଆରମ୍ଭ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ରୁ ମତଦାନ ଆରମ୍ଭ ହୋଯାଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ଏନେଇ ଭୋଟର ନିଜ ନିଜ ବୁଥକୁ ଆସି ମତ ସାବ୍ୟସ୍ତ କରୁଛନ୍ତି। ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ…

ପ୍ରଶାସନର ଶେଷ ପ୍ରୟାସ ବିଫଳ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକ ପଣ୍ଡରି ଗ୍ରାମ ପଞ୍ଚାୟତର ବେଙ୍କମୁରା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ଗତବର୍ଷ ପ୍ରଶାସନ ବନ୍ଦ କରି ନିକଟସ୍ଥ ବଲଣ୍ଡା ପ୍ରାଥମିକ ବିଦ୍ୟାଳୟ ସହ ମିଶାଇ ଦେଇଛି। ଏହାକୁ ଗ୍ରାମବାସୀ ବିରୋଧ…

ରାତି ପାହିଲେ ଭୋଟ୍‌

ଝାରସୁଗୁଡା ଅଫିସ,୩୦।୫: ରାତି ପାହିଲେ ବ୍ରଜରାଜନଗର ଉପନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥର ବୁଥ୍‌କୁ କେନ୍ଦ୍ରୀୟ ସୁରକ୍ଷା ବାହିନୀ ଜଗିବେ ବୋଲି ସୂଚନା ମିଳିଛି ।…

ସରିଲା ନିର୍ବାଚନୀ ପ୍ରଚାର, ୩୧ରେ ମତଦାନ

ଝାରସୁଗୁଡ଼ା ଅଫିସ, ୨୯।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ଲାଗି ଆସନ୍ତା ୩୧ରେ ମତଦାନ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏନେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଆସିଥିବା ଷ୍ଟାର ପ୍ରଚାରକ ନେତୃବୃନ୍ଦ ରବିବାର ସନ୍ଧ୍ୟାରେ…

ବୁଥ୍‌ ମୁହାଁ ପୋଲିଂ ଅଫିସର: ମତଦାନର ୪୮ ଘଣ୍ଟା ପୂର୍ବରୁ ବନ୍ଦ ରହିବ ମଦ ଦୋକାନ

ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପୋଲିଂ ଅଫିସର ବୁଥ୍‌ ଅଭିମୁଖେ ବାହାରି ଯାଇଛନ୍ତି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ୧ ହଜାର ପୋଲିସ କର୍ମଚାରୀ ମୁତୟନ କରାଯିବ। ସେହିପରି ୨୭୯ଟି ବୁଥ୍‌ରେ ୨ ଲକ୍ଷ୧୪…

ବ୍ରଜରାଜନଗର ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଝାରସୁଗୁଡା,୨୯।୫ : ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠାନ ହେବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିଜ ନିଜର ରାଜନୌତିକ ଦଳ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ୍‌ ନେତା। ଘର ଘର ବୁଲି ପ୍ରାର୍ଥୀ ଭୋଟ ଭିକ୍ଷା କରୁଛନ୍ତି। ତେବେ…

ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍‌ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଦଳ ତରଫରୁ ବ୍ରଜରାଜନଗର ମଣ୍ଡଳିଆ ଛକରେ ଅଭିନେତା…

ସମ୍ମିଳନୀରେ କର୍ମୀଙ୍କୁ ଗୁରୁମନ୍ତ୍ର

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଲଖନପୁର ବ୍ଲକ୍‌ ଦଳଗାଁ ପଞ୍ଚାୟତ ସେନାମାଲ ଛକ ନିକଟରେ ଶୁକ୍ରବାର ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଟିକେଶ୍ୱର ସେନାପତି ପରିଚାଳନା କରିଥିଲେ। ଏଥିରେ ଷ୍ଟାର ପ୍ରଚାରକ…

ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା

ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍‌ ନେତା ନିଜ ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପେକ୍ଷୀରେ ଶୁକ୍ରବାର ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ଭୋଜପୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri