ମୋଦିଙ୍କ ଉପସ୍ଥିତିରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆମେ ଗୋଟିଏ ଦିନରେ…
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସଭାସ୍ଥଳରେ ସ୍ବାଗତ…
ମୋଦିଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: ଦେଖିକି ଖୁସିରେ…
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ…
ମୋଦିଙ୍କ ଗସ୍ତକୁ ନେଇ କାନ୍ଦିଲେ ବିଧାୟକ: କୋହଭରା କଣ୍ଠରେ କହିଲେ..
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତକୁ ନେଇ ଅମରାପାଲି ପଡିଆରେ ଭାଷଣ ରଖୁଥିବାବେଳେ ବିଧାୟକ ଟଙ୍କଧର ତ୍ରିପାଠୀ କୋହଭରା ହୋଇ କାନ୍ଦି ପକାଇଥିଲେ। ବିଜେଡି ଦଳର ଅଭେଦ୍ୟ ଗଡ଼ ହୋଇଥିବା ଝାରସୁଗୁଡା ଆଜି ଝାରସୁଗୁଡା ଜନସାଧାରଣଙ୍କ…
କଡା ସୁରକ୍ଷାରେ ମୋଦିଙ୍କ ସଭାସ୍ଥଳ: ପୋଲିସକୁ ତାଗିଦ କଲେ ମନ୍ତ୍ରୀ-ବିଧାୟକ
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟକ୍ରମ ପାଇଁ ଅମଲିପାଲିସ୍ଥିତ ସଭାସ୍ଥଳ ବ୍ୟତୀତ ଝାରସୁଗୁଡା ସହର ପୋଲିସର କଡା ସୁରକ୍ଷା ମଧ୍ୟରେ ରହିଛି। ଝାରସୁଗୁଡା ସହରର ପ୍ରତ୍ୟେକ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ ସହିତ ପ୍ରତି ୧୫ରୁ ୨୦ ମିଟର ମଧ୍ୟରେ ପୋଲିସର…
ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ…
ଲୋକଙ୍କ ମନ ମୋହିଲେ ନକଲି ମୋଦି: ଆଉ କିଛି ସମୟ ପରେ ଆସିବେ…
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତର କିଛି ସମୟ ଆଗରୁ କର୍ନାଟକ ଓଡିପି ଆସିଥିବା ନକଲି ନରେନ୍ଦ୍ର ମୋଦି ସଭାମଞ୍ଚରେ ପହଞ୍ଚି ଜନସାଧାରଣ ଓ ଯୁବକମାନଙ୍କ ବେଶ ମନୋରଞ୍ଜନ କରିଥିଲେ। ଯୁବକ ଏବଂ ମହିଳା ମାନେ ନକଲି…
ବଢୁଛି ମୋଦି କ୍ରେଜ୍: ଆସିବାର ୨ ଘଣ୍ଟା ପୂର୍ବରୁ ୮୦ ହଜାର ଚୌକି ପୂରଣ
ଝାରସୁଗୁଡା,୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଯୁବ ସମ୍ମିଳନୀ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସିବାର ୨ ଘଣ୍ଟା ପୂର୍ବରୁ ମଞ୍ଚରେ ପଡ଼ିଥିବା ୮୦ ହଜାର ଚୌକି ପୂରଣ ହୋଇ ଯାଇଛି। ପ୍ରଧାନମନ୍ତ୍ରୀ ମୋଦି ପୂର୍ବାହ୍ନ ୧୧. ୩୦ଟାରେ ଆସିବାର ଥିବା ବେଳେ…
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି: ହାଇଆଲର୍ଟରେ ଝାରସୁଗୁଡ଼ା
ଭୁବନେଶ୍ୱର,୨୬।୯: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ହାଇଆଲର୍ଟରେ ରହିଛି ଝାରସୁଗୁଡ଼ା ସହର। ସେପ୍ଟେମ୍ବର ୨୭ ତାରିଖ ଅର୍ଥାତ ଆସନ୍ତାକାଲି ଝାରସୁଗୁଡ଼ାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। ପୂର୍ବାହ୍ନ ୧୧ଟା ୧୦…
୨୭ରେ ଓଡ଼ିଶା ଆସିବେ ମୋଦି: ସ୍ଥିତି ପରଖୁଛନ୍ତି ଡିଜି
ଝାରସୁଗୁଡା, ୨୬।୯(ଆଶିଷ ରଞ୍ଜନ ଦାଶ): ସେପ୍ଟେମ୍ବର ୨୭ ଅର୍ଥାତ୍ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମ ପାଇଁ ଝାରସୁଗୁଡାରେ ରାଜ୍ୟ ପୋଲିସ ଡିଜି ୱାଇ.ବି. ଖୁରାନିଆଙ୍କ ସହିତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଆଜି ସୁରକ୍ଷା ବିଷୟକୁ…
ବିଦ୍ୟାଳୟ ପରିସରରେ ମଦ୍ୟପାନ ଅଭିଯୋଗ: ଦୁଇ ପ୍ରଧାନ ଶିକ୍ଷକ ନିଲମ୍ବିତ
ଝାରସୁଗୁଡ଼ା,୩।୯: ଝାରସୁଗୁଡ଼ା ଜିଲାର କୋଲାବୀରା ବ୍ଲକ ଅନ୍ତର୍ଗତ ସନ୍ନ୍ୟାସୀପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ପଟେଲଙ୍କୁ ବୁଧବାର ବିଦ୍ୟାଳୟ ପରିସରରେ ରାତିରେ ମଦ୍ୟପାନ କରୁଥିବା ଅଭିଯୋଗରେ ନିଲମ୍ବନ କରାଯାଇଛି। ସୋସିଆଲ ମିଡିଆରେ ଉପେନ୍ଦ୍ର ପଟେଲ, ବିଦ୍ୟାଳୟ ପରିଚାଳନା…
ଆବାସିକ ସ୍କୁଲରେ ଛାତ୍ରୀମାନଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନଶିକ୍ଷକ ଥାନାରେ ଅଟକ
ଝାରସୁଗୁଡ଼ା,୨୧ା୮: ଝାରସୁଗୁଡ଼ା ଆବାସିକ ସ୍କୁଲରେ ଛାତ୍ରୀମାନଙ୍କୁ ଅସଦାଚରଣ କରାଯାଉଥିବା ଅଭିଯୋଗ ହୋଇଛି। ଏନେଇ ବନହରପାଲ୍ଲୀ ଥାନାରେ ଲିଖିତ ଅଭିଯୋଗ ପରେ ଏକ ରୁଜୁ ମାମଲା ହୋଇଥିବାବେଳେ ଆବାସିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଥାନାରେ ଅଟକ ରହିଛନ୍ତି।
ଖୋ ଖୋ ଖେଳିବାକୁ ଯାଇ କାର୍ ଦୁର୍ଘଟଣା: ଜଣେ ମୃତ, ୫ ଗୁରୁତର
ଝାରସୁଗୁଡ଼ା,୧୦ା୮(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସୁନାରୀମୁଣ୍ଡା ଛକରେ ଥିବା ହୋଟେଲ ଉତ୍କଳ କଣ୍ଟିନେଣ୍ଟାଲର ସମ୍ମୁଖରେ ଥିବା ଡିଭାଇଡରରେ କାର୍ ଧକ୍କା ହେବାରୁ ରବିବାର ପୂର୍ବାହ୍ନରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଥିବାରୁ ଝାରସୁଗୁଡ଼ା ମୁଖ୍ୟ ଡାକ୍ତରଖାନାରୁ…
Archives


