ଝାରସୁଗୁଡ଼ା

ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କଲେ ପୁଅ, ଧରାଧରି କରିବାକୁ ଆସି ଯୁବକ…

ଝାରସୁଗୁଡ଼ା/ଲଖନପୁର,୨୯ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ): ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ କୁଡ଼ାବଗା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଲହୁଲୁହାଣ କରିଥିବା…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର ସୁପର କିଙ୍ଗ୍‌ସକୁ ପରାସ୍ତ କରି ଝାରସୁଗୁଡ଼ା ଟାଉନ୍‌ ବୀର୍ସ ଚାମ୍ପିୟନ ହୋଇଛି। ମଙ୍ଗଳ…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ ଜୁଆ ଖେଳାଉଥିବା ଏକ ବଡ଼ ସଂଗଠିତ ବେଟିଂ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି ପୋଲିସ।…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ ଆକ୍ରାନ୍ତ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ…

​ମା’ ସହ ଅବୈଧ ସମ୍ପର୍କ ସନ୍ଦେହ ହେଲା କାଳ, ଯୁବକଙ୍କୁ ସାଇକେଲ୍ କ୍ରାଙ୍କରେ ପିଟି ପିଟି ନିର୍ମମ ହତ୍ୟା

​ଝାରସୁଗୁଡା,୨୦ା୫(ଆଶିଷ ରଞ୍ଜନ ଦାଶ): ପରକୀୟା ପ୍ରୀତି ସନ୍ଦେହକୁ କେନ୍ଦ୍ର କରି ଝାରସୁଗୁଡା ଜିଲାରେ ଏକ ଅଭାବନୀୟ ତଥା ହୃଦୟବିଦାରକ ହତ୍ୟାକାଣ୍ଡ ଘଟିଯାଇଛି । ମା’ ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଜଣେ ପୁଅ ତାର…

ଟଙ୍କଧରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ନାହିଁ ଆଶ୍ୱସ୍ତି: ଝାରସୁଗୁଡା ରାଜନୀତିରେ ପୁଣି ତେଜିଲା ଆଇନ ଯୁଦ୍ଧ

ଝାରସୁଗୁଡା,୧୨।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ରାଜନୀତିରେ ପୁଣି ତେଜିଛି ଆଇନ ଯୁଦ୍ଧ। ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ନାହିଁ ଆଶା କରାଯାଇଥିବା ଆଶ୍ୱସ୍ତି। ସୋମବାର ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଟଙ୍କଧର ତ୍ରିପାଠୀଙ୍କ ଦ୍ୱାରା ଦାଖଲ ସ୍ପେଶାଲ ଲିଭ ପିଟିସନକୁ ଖାରଜ କରିଦେବା…

ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଆହତ

ଝାରସୁଗୁଡା/ବେଲପାହାଡ,୧୨।୫(ଆଶିଷ ରଞ୍ଜନ ଦାଶ/ସୁବାସ ପ୍ରଧାନ): ବେଲପାହାଡ଼ ଥାନା ଅନ୍ତର୍ଗତ ସୁଲଦିଆ କୋଇଲା ଖଣି ଅଞ୍ଚଳରେ ଥିବା ଅଇଲାଝରନ ଜଙ୍ଗଲରେ ଆଜି ବ୍ରଜରାଜନଗର ଓ ବନହରପାଲି ଥାନା ପୋଲିସ ଦୁଇ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି। ଅଭିଯୁକ୍ତ ଚାନ୍ଦ ନଛୋର୍‌ ଓ ସୁନିଲ ମହାନନ୍ଦଙ୍କ…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ ବେଲପାହାଡ଼ ଜୁନାଡିହି କଲେଜ ପଡାର ବୋଲି ଜଣାପଡ଼ିଛି । ମୃତକ ଜଣକ ରାହୁଲ…

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦାବି ଏବଂ ଭେଡେନ୍‌ ନଦୀରୁ ବେଆଇନ ଜଳ ଉଠାଣ ଅଭିଯୋଗରେ…

ବାରଣ୍ଡାରେ ଶୋଇଥିବାବେଳେ ଯୁବକଙ୍କ ଗଳା କାଟିଦେଲେ…

ଝାରସୁଗୁଡା, ୬।୫(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ଲଖନପୁର ଥାନା ଅନ୍ତର୍ଗତ ସୁଲଦିଆ ଲାଲୁମୁଣ୍ଡାରେ ଜଣେ ଯୁବକ ବାରଣ୍ଡାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ତାଙ୍କ ଗଳା କାଟି ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ପ୍ରଦୀପ…

ଆନ୍ଧ୍ର ବି.ଇଡି ନାମଲେଖା ନାଁରେ ଠକେଇ, ୨ ଗିରଫ

ଝାରସୁଗୁଡ଼ା,୨୭।୪ (ଆଶିଷ ରଞ୍ଜନ ଦାଶ): ଓଡ଼ିଶାର ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳୁଥିବା ଏକ ଆନ୍ତଃରାଜ୍ୟ ଶିକ୍ଷା ଠକେଇ ର଼୍ୟାକେଟକୁ ଝାରସୁଗୁଡ଼ା ପୋଲିସ ଧରିଛି। ଆନ୍ଧ୍ରପ୍ରଦେଶର ବିଭିନ୍ନ କଲେଜରେ ବି.ଇଡି ନାମଲେଖାଇ ଦେବା ପ୍ରଲୋଭନ ଦେଖାଇ ବହୁ ଲକ୍ଷ ଟଙ୍କା ହଡ଼ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?