ପୂଜାର୍ଚ୍ଚନା ପରେ ରୋଡ୍ ଶୋ’ ଆରମ୍ଭ କଲେ ଅଳକା
ଝାରସୁଗୁଡ଼ା ଅଫିସ,୨୬ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବେଲପାହାଡ ପୌରାଞ୍ଚଳକୁ ଅଧିକ ଗୁରୁତ୍ୱ ଦେଇଛି। ଗୁରୁବାର ଦଳୀୟ ପ୍ରାର୍ଥିନୀ ଅଳକା ମହାନ୍ତି ଶନି ମନ୍ଦିରରେ ପୂଜାର୍ଚ୍ଚନା କରି ରୋଡ୍ ଶୋରେ ବାହାରିଥିଲେ। ଏହା ପୌରାଞ୍ଚଳର ୧ନମ୍ବର ଓ ୨ନମ୍ବର ଓ୍ବାର୍ଡଦେଇ ଗୁମାଡେରା ଜଗନ୍ନାଥ…
ପ୍ରଚାରକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଝାରସୁଗୁଡ଼ା ଅଫିସ,୨୫।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଏଥିରେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ଭିକ୍ଷା କରୁଛନ୍ତି। ଭାଜପା ପ୍ରାର୍ଥିନୀ…
ଅଳକାଙ୍କୁ ଜିତାଇବାକୁ ଆହ୍ବାନ
ବ୍ରଜରାଜନଗର,୨୫।୫(ଡି.ଏନ.ଏ.): ସ୍ଥାନୀୟ ଗୋପବନ୍ଧୁ ଛକଠାରେ ମଙ୍ଗଳବାର ବିଜୁ ଜନତା ଦଳ ତରଫରୁ କର୍ମୀ ସମ୍ମିଳନୀ କରାଯାଇ ନିର୍ବାଚନ ପ୍ରଚାର କରାଯାଇଥିଲା। ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସ ବର୍ମା ଅନ୍ୟତମ ଅତିଥି ଭାବରେ…
ମୁହଁ ଖୋଲୁନାହାନ୍ତି ରାଜନୈତିକ ଦଳ
ବ୍ରଜରାଜନଗର,୨୫।୫(ଡି.ଏନ.ଏ.): ବ୍ରଜରାଜନଗର ଉପନିିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳର ନେତା ନିଜ ଏଜେଣ୍ଡାରେ ବିକାଶ କଥା କହୁଛନ୍ତି। ହେଲେ ବ୍ରଜରଜନଗରର ଭାତହାଣ୍ଡି କୁହାଯାଉଥିବା ଓରିଏଣ୍ଟ ପେପର ମିଲ୍ ଯାହା ୨୩ବର୍ଷ ହେଲା ବନ୍ଦ ପଡିଛି ସେ…
ଦଳୀୟ ପାର୍ଥିନୀଙ୍କ ସହ ପ୍ରଚାରରେ ବାହାରିଲେ କେନ୍ଦ୍ରମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଝାରସୁଗୁଡାରେ ପହଞ୍ଚିଛନ୍ତି। କେନ୍ଦ୍ରମନ୍ତ୍ରୀ ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସହ ନିର୍ବାଚନୀ…
ଆଜି ଦଳୀୟ ପାର୍ଥିନୀଙ୍କ ସହ ମିଶି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କ ସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ…
ଘର ଘର ବୁଲି ମନ୍ତ୍ରୀଙ୍କ ଭୋଟ ଭିକ୍ଷା
ବ୍ରଜରାଜନଗର,୨୪ା୫(ଡି.ଏନ୍.ଏ.): ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନେତାମାନଙ୍କ ପ୍ରଚାର ସେତିକି ଜମିବାରେ ଲାଗିଛି। ସୋମବାର ମନ୍ତ୍ରୀ ପ୍ରତାପ ଜେନା ବ୍ରଜରାଜନଗର ପୌରାଞ୍ଚଳର ୧୫ନଂ. ୱାର୍ଡରେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ। ପରେ ମହିଳାମାନଙ୍କୁ ଏକାଠିକରି ସେ ମୁଖ୍ୟମନ୍ତ୍ରୀ…
କଂଗ୍ରେସର ରୋଡ୍ ଶୋ: ଷ୍ଟାର ପ୍ରଚାରକ ସାମିଲ
ଝାରସୁଗୁଡ଼ା ଅଫିସ,୨୪ା୫: ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ଦଳର ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। କଂଗ୍ରେସର ଷ୍ଟାର ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲଙ୍କୁ ସାଙ୍ଗରେ ଧରି ପ୍ରଚାର ଚଳାଇଛନ୍ତି। ନେତୃବୃନ୍ଦ ସୋମବାର…
ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାଜପା…
ବନ୍ଧବାହାଲ, ନୂଆଡିହିର ଶତାଧିକ କର୍ମୀ କଂଗ୍ରେସରେ ଯୋଗଦେଲେ
ଝାରସୁଗୁଡ଼ା ଅଫିସ୍,୨୩ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ଏବେ ଜୋର ଧରିଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହି ସମୟରେ କର୍ମୀଙ୍କ ଦଳବଦଳ ପର୍ବ ଚାଲିଛି। ବ୍ରଜରାଜନଗର ଇଏସ୍ଆଇ ଛକସ୍ଥିତ କଂଗ୍ରେସ ନିର୍ବାଚନ କାର୍ଯ୍ୟାଳୟରେ…
ଭାଜପା ପ୍ରଚାରରେ ସାମିଲ ହେଲେ ହେଭିଓ୍ବେଟ୍
ଝାରସୁଗୁଡା ଅଫିସ୍,୨୩।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜୋର୍ ଧରିବାରେ ଲାଗିଛି। ଏଥିରେ ବିଭିନ୍ନ ରାଜନୈତିକ ଦଳର କେନ୍ଦ୍ର ଓ ରାଜ୍ୟସ୍ତରୀୟ ହେଭିଓ୍ବେଟ୍ ସାମିଲ ହେବାରେ ଲାଗିଛନ୍ତି। ଦଳୀୟ ପ୍ରାର୍ଥୀମାନଙ୍କୁ ସାଙ୍ଗରେ ଧରି…
ବନ୍ଧୁକ ଲଗାଇ ହତ୍ୟା ଧମକ ଦେଇ ୪ ଗିରଫ
ଝାରସୁଗଡ଼ା ଅଫିସ୍,୨୨ା୫: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ୨ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାରସୁଗୁଡା ସଦର ଥାନା ଏକ୍କାତାଳି ଗ୍ରାମର ନିକେତ ଜୟପୁରିଆ(୨୨)ଙ୍କ ସହ ୪ଜଣଙ୍କୁ ଗିରଫ କରିଛି।…
Archives


