ଆଜି ଝୁରୁଛି ଜନ୍ମମାଟି
ଝାରସୁଗୁଡ଼ା ଅଫିସ,୨୪ା୭: ଝାରସୁଗୁଡ଼ା ଜିଲା ବେଲପାହାଡର ସାମାଜିକ କର୍ମୀ ପାରଶ ଜୟସ୍ବାଲ(୬୪)ଙ୍କ ହୃଦଘାତରେ ରବିବାର ପରଲୋକ ହୋଇଯାଇଛି। ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ନିକଟସ୍ଥ ଟାଟାକ୍ରୋସାକୀ ହସ୍ପିଟାଲ୍କୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜିଲାର ବହୁ…
ଝାରସୁଗୁଡ଼ାରୁ ରାୟପୁର ଦେଇ ଦିଲ୍ଲୀକୁ ଉଡ଼ିଲା ବିମାନ
ଝାରସୁଗୁଡ଼ା ଅଫିସ,୨୪ା୭: ଏଲାୟନ୍ସ ଏୟାର ତରଫରୁ ଝାରସୁଗୁଡ଼ା ଭିଏସ୍ଏସ୍ ବିମାନବନ୍ଦରରୁ ଭାୟା ରାୟପୁର ଦେଇ ଦିଲ୍ଲୀକୁ ରବିବାର ପରୀକ୍ଷାମୂଳକ ଭାବେ ୨ ବିମାନ ଚଳାଚଳ ଆରମ୍ଭ କରିଛି। ଏହି ଅବସରରେ ଏଲାୟନ୍ସ ଏୟାରର ୯୧୭୪୮ ନଂ.ବିଶିଷ୍ଟ ୭୦ ସିଟେଡ୍ ବିମାନରେ ଝାରସୁଗୁଡ଼ାରୁ…
ଡ୍ୟାମ୍ରୁ ମିଳିଲା ମୃତଦେହ: ଭାଇ କହୁଛି ମୋ’ ଭଉଣୀ, ମୋ ସ୍ତ୍ରୀ ନୁହେଁ କହିଲେ ସ୍ବାମୀ
ଝାରସୁଗୁଡ଼ା ଅଫିସ,୨୩ା୭: ଲଖନପୁର ଥାନା ବଳଣ୍ଡା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ଜଳଭଣ୍ଡାରରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ଥାନାକୁ ଜଣାଇଥିଲେ । ଖବରପାଇ ଏସ୍ଡିପିଓ ଗୁପ୍ତେଶର ଭୋଇ, ମାଜିଷ୍ଟ୍ରେଟ ଲଖନପୁର ତହସିଲଦାର…
ଶ୍ରାବଣରେ ଜମି ଶୁଖିଲା, ଚିନ୍ତାରେ ଚାଷୀ
କୋଲାବିରା,୨୨ା୭(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା କୋଲାବିରା ବ୍ଲକ ଅଞ୍ଚଳରେ ବର୍ଷା ଅଭାବରୁ ଚାଷକାର୍ଯ୍ୟ ଆଗେଇପାରୁ ନାହିଁ। ଏହାକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ ବୋଲି ପାଣିପାଗ ବିଭାଗ ପୂର୍ବରୁ ସୂଚନା ଦେଇଥିଲା। ଏହାକୁ ନେଇ…
ଝାରସୁଗୁଡ଼ାରେ କଡାକଡି ହେଲା କଟକଣା
ଝାରସୁଗୁଡ଼ା ଅଫିସ,୨୨ା୭- କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଜୁଲାଇ ୨୧ରୁ ଆଗାମୀ ଏକମାସ ବ୍ୟାପୀ ସମସ୍ତେ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି।…
ଗ୍ୟାରେଜରୁ ଚୋରି କରି ବନ୍ଧା ହେଲେ
ଝାରସୁଗୁଡ଼ା ଅଫିସ,୧୫।୭: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଧୀନ ଯୋବ ଛକର ଏକ ଗ୍ୟାରେଜରୁ ଚୋରି ଅଭିଯୋଗରେ ଗଙ୍ଗାନଗର ଅଞ୍ଚଳର ମହମ୍ମଦ ସକିଲ (୨୨)ଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗତ ୧୨ତାରିଖ ରାତିରେ ଗ୍ୟାରେଜରେ ଥିବା…
ଦ୍ରୌପଦୀଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତାଙ୍କ କଟୁ ମନ୍ତବ୍ୟକୁ ଭାଜପାର ବିରୋଧ
ଝାରସୁଗୁଡ଼ା ଅଫିସ,୧୫।୭: ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତା ଅଜୟ କୁମାରଙ୍କ କଟୁ ମନ୍ତବ୍ୟକୁ ନେଇ ଭାଜପା ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଝାରସୁଗୁଡା ବସ୍ଷ୍ଟାଣ୍ଡ ନିକଟ ଗାନ୍ଧୀମୂର୍ତ୍ତି ତଳେ ଦଳୀୟ କର୍ମକର୍ତ୍ତା…
ଭଉଣୀଙ୍କ ମିଳୁନି ପତ୍ତା: ମାରିଦେଇଥିବା ଅଭିଯୋଗ ଆଣିଲେ ଭାଇ
ଝାରସୁଗୁଡ଼ା ଅଫିସ,୧୪।୭: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି (୩୮) ଗତ ୩୦ତାରିଖରୁ ନିଖୋଜ ହୋଇଯାଇଛନ୍ତି। ଘଟଣାକୁ ୧୫ଦିନ ବିତିଯାଇଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳପାରି ନାହିଁ। ଏ ନେଇ ମହିଳାଙ୍କ ଭାଇ…
ପୋଲିସ ଫେରାଇଲା ଚୋରି ମୋବାଇଲ୍
ଝାରସୁଗୁଡା ଅଫିସ୍,୧୨।୭: ମୋବାଇଲ୍ ଚୋରି ହୋଇଥିବା ଓ ହଜିଯାଇଥିବା ନେଇ ଝାରସୁଗୁଡ଼ା ଜିଲାର ବିଭିନ୍ନ ଥାନାରେ ସମୁଦାୟ ୪୧୩ ମାମଲା ରୁଜୁ ହୋଇଥିଲା । ଏନେଇ ଏସ୍ପି ରାହୁଲ ଜୈନଙ୍କ ନିର୍ଦ୍ଦେଶକ୍ରମେ ସାଇବର୍ ସେଲ୍ ଓ କେତେକ ପୋଲିସ୍ ଅଧିକାରୀଙ୍କୁ ନେଇ…
ହୀରାକୁଦ ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ଝାରସୁଗୁଡ଼ା ଅଫିସ,୧୨ା୭: ହୀରାକୁଦ ଜଳଭଣ୍ଡାରରୁ ମାଛ ଧରୁଥିବାବେଳେ ଡଙ୍ଗାରୁ ଖସିପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଲଖନପୁର ଥାନା ଅଧୀନ ବଲଣ୍ଡା ଗ୍ରାମର ପ୍ରଫୁଲ୍ଲ ମାଝି(୩୬)। ଖବରପାଇ ଲଖନପୁର ଥାନା ପୋଲିସ ମୃତଦେହ ଜବତ କରି ଝାରସୁଗୁଡ଼ା…
ବୀମା ଟଙ୍କା ପାଇଁ ରାତି ୩ଟାରୁ ଧାଡ଼ି
ଝାରସୁଗୁଡ଼ା ଅଫିସ୍,୧୨।୭:ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକରେ ଥିବା ସମ୍ବଲପୁର ଜିଲା କେନ୍ଦ୍ରୀୟ ସମବାୟ (ଏସ୍ଡିସିସି) ବ୍ୟାଙ୍କରୁ ଫସଲ ବୀମା ଟଙ୍କା ପାଇବା ପାଇଁ ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟାଙ୍କରେ ଗୋଟିଏ ମାତ୍ର କାଉଣ୍ଟର ଥିବାରୁ ଲୋକଙ୍କୁ…
‘ଆତ୍ମବିଶ୍ୱାସ ସହ ପରିଶ୍ରମ କଲେ ସଫଳତା ନିଶ୍ଚିତ ମିଳିବ’
ଝାରସୁଗୁଡ଼ା ଅଫିସ,୮ା୭: ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାରେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍ ପଞ୍ଚଗାଁ ଦେବକୀଦେବୀ ବାଳିକା ହାଇସ୍କୁଲ ଛାତ୍ରୀ ଆଶା ବାରିକ ସର୍ବାଧିକ ୫୭୯ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ଆଶା ତାଙ୍କ ପ୍ରତିକ୍ରିୟାରେ କହନ୍ତି, ଆତ୍ମବିଶ୍ୱାସ ସହ ପରିଶ୍ରମ…

