ଝାରସୁଗୁଡ଼ା

ଭାଜପା ପ୍ରଚାରରେ ସାମିଲ ହେଲେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ୍‌,୨୩।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜୋର୍‌ ଧରିବାରେ ଲାଗିଛି। ଏଥିରେ ବିଭିନ୍ନ ରାଜନୈତିକ ଦଳର କେନ୍ଦ୍ର ଓ ରାଜ୍ୟସ୍ତରୀୟ ହେଭିଓ୍ବେଟ୍‌ ସାମିଲ ହେବାରେ ଲାଗିଛନ୍ତି। ଦଳୀୟ ପ୍ରାର୍ଥୀମାନଙ୍କୁ ସାଙ୍ଗରେ ଧରି…

ବନ୍ଧୁକ ଲଗାଇ ହତ୍ୟା ଧମକ ଦେଇ ୪ ଗିରଫ

ଝାରସୁଗଡ଼ା ଅଫିସ୍‌,୨୨ା୫: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ୨ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାରସୁଗୁଡା ସଦର ଥାନା ଏକ୍କାତାଳି ଗ୍ରାମର ନିକେତ ଜୟପୁରିଆ(୨୨)ଙ୍କ ସହ ୪ଜଣଙ୍କୁ ଗିରଫ କରିଛି।…

ଅସନ୍ତୁଷ୍ଟ କର୍ମୀଙ୍କୁ ଦଳକୁ ଆଣିଲେ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ଅଳକା ମହାନ୍ତିଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଦଳର ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ସହ ହେଭିୱେଟ ନେତୃବୃନ୍ଦ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ପ୍ରଚାର ଦାୟିତ୍ୱରେ ଥିବା ନେତାମାନେ ଅସନ୍ତୁଷ୍ଟ କର୍ମୀଙ୍କୁ ମନେଇ ଘରବାହୁଡ଼ା…

‘ପଞ୍ଚାୟତ ନିର୍ବାଚନର ଅଭିଜ୍ଞତା ଉପନିର୍ବାଚନରେ ସହାୟକ ହେବ’

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଦଳ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗି ପଡ଼ିଛନ୍ତି। ଏଭଳି ସ୍ଥିତିରେ…

ତାତିକୁ ଖାତିର ନ କରି ଚାଲିଛି ପ୍ରଚାର

ଝାରସୁଗୁଡ଼ା ଅଫିସ,୨୧।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ୧୦ଦିନ ବାକି ରହିଲା। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍‌ଦାର କରିଛନ୍ତି। ଖରାକୁ ଖାତିର ନ କରି ଦଳୀୟ ସମର୍ଥକଙ୍କୁ ସାଙ୍ଗରେ ଧରି ଗାଁକୁ ଗାଁ ବୁଲୁଛନ୍ତି। ଏଥିରେ ପ୍ରମୁଖ ୪ ରାଜନୈତିକ…

୨୭୯ ବୁଥ୍‌ରେ ମତଦାନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବ୍ରଜରାଜନଗର ଉପ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଖାଲି ପଡ଼ିଥିବା ଏହି ଆସନ ଲାଗି ମଇଦାନରେ ୧୧ ଜଣ ପ୍ରାର୍ଥୀ। ୨ ଲକ୍ଷ ୧୪ ହଜାର ୮୭୮ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତେବେ ଭୋଟିଂ ପାଇଁ…

ଉପନିର୍ବାଚନ ଜିତିବା ନେଇ କର୍ମୀଙ୍କୁ ପାଠ ପଢ଼ାଇଲେ ଶିକ୍ଷାମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନ ଆଉ ଦିନ କେଇଟା ଥିବାବେଳେ ଦଳୀୟ ପ୍ରାର୍ଥୀଙ୍କ ବିଜୟକୁ ନେଇ ଦଳୀୟ ନେତୃବୃନ୍ଦ ଜୋରଦାର ରଣନୀତି ଚଳାଇଛନ୍ତି। ଏନେଇ ପ୍ରମୁଖ ଦଳର ନେତା ମାରାଥନ କର୍ମୀ ସମ୍ମିଳନୀ କରିବା ସହିତ ଗାଁକୁ ଗାଁ ବୁଲି ପ୍ରଚାର…

ଉପନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଶତାଧିକ କର୍ମୀ ବିଜେଡିରେ

ଝାରସୁଗୁଡା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗିପଡିଛନ୍ତି। ଏଭଳି ସ୍ଥିତିରେ ଦଳର ସୁପ୍ରିମୋ ନବୀନ…

ବ୍ରଜରାଜନଗର ଉପନିର୍ବାଚନ: ୨୭୯ ବୁଥ୍‌ରେ ଭୋଟ୍‌ ଗ୍ରହଣ

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନରେ ୫ଟି ପିଙ୍କ୍‌ ବୁଥ୍‌କୁ ମିଶାଇ ମୋଟ ୨୭୯ ବୁଥ୍‌ରେ ଭୋଟ୍‌ ଗ୍ରହଣ ହେବ। ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା…

‘ତ୍ରିମୁଖୀ ନୁହେଁ, ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ’

ବ୍ରଜରାଜନଗର,୨୦ା୫(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନରେ ତ୍ରିମୁଖୀ ନୁହେଁ, ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି କହିଛନ୍ତି ସିପିଆଇ ପ୍ରାର୍ଥୀ ରମେଶ ତ୍ରିପାଠୀ। ଏକ ଖବରଦାତା ସମ୍ମିଳନୀରେ ସେ ଏହି ଘୋଷଣା କରିଛନ୍ତି। ସିପିଆଇର ରାଜ୍ୟ ନେତୃତ୍ୱ ତାଙ୍କ ଉପରେ ଭରସା କରି ଟିକେଟ ଦେଇଛନ୍ତି।…

ବ୍ରଜରାଜନଗର ଉପନିର୍ବାଚନ: ନିର୍ବାଚନ ମଇଦାନରେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ବିଜୟ ପାଇଁ କସରତ କରୁଛନ୍ତି ସବୁ ଦଳ। ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ। ତେବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମଇଦାନକୁ…

ସମାଧାନ ହୋଇପାରୁନି ମହାନଦୀ ଜଳ ବିବାଦ: ୧୫ ଜଣିଆ ଟିମ୍‌ର ମହାନଦୀ ଯାତ୍ରା

ଝାରସୁଗୁଡ଼ା ଅଫିସ,୨୦ା୫: ମହାନଦୀ ଜଳ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ଉଭୟ ରାଜ୍ୟ ମଧ୍ୟରେ ଦେଖା ଦେଇଥିବା ବିବାଦ ଅଦ୍ୟାବଧି ସମାଧାନ ହୋଇପାରିନାହିଁ। ଏନେଇ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଭୁବନେଶ୍ୱରରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମିତିର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri