ଝାରସୁଗୁଡ଼ା

୮ ବର୍ଷ ପରେ ଆର୍‌ଆଇ ହତ୍ୟା ମାମଲାର ରାୟ ପ୍ରକାଶ

ଝାରସୁଗୁଡ଼ା ଅଫିସ,୧୧ା୨: ଆର୍‌ଆଇ ଟିକେନାଥ କାଲୋଙ୍କ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରଜଜ୍‌ ସତ୍ୟବ୍ରତ ମିଶ୍ର ମାମଲାର ବିଚାରକରି ଅଭିଯୁକ୍ତ ବ୍ରଜରାଜନଗର ଗଙ୍ଗାନଗରର ସଞ୍ଜୀତ ଗୁପ୍ତାଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାୟରେ ଉଲ୍ଲେଖ ରହିଛି...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଝାରସୁଗୁଡ଼ା ଅଫିସ,୧୨ା୨: ଝାରସୁଗୁଡ଼ା ଜିଲା ଲଇକେରା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଲଖନପୁର ଥାନା ଜୟବୁଡିଆ ଗ୍ରାମର ନରେଶ...

୩ ହାଇସ୍କୁଲରେ ପଢାଯିବ ଯୁକ୍ତ-୨ ପାଠ

ଝାରସୁଗୁଡ଼ା ଅଫିସ,୧୧ା୨: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ପଶ୍ଚିମ ଓଡିଶା ଗସ୍ତରେ ଆସି ଝାରସୁଗୁଡା ଜିଲାର ଶିକ୍ଷା ବ୍ୟବସ୍ଥାକୁ ନେଇ ସ୍ଥାନୀୟ ଡିପିସି କାର୍ଯ୍ୟାଳୟରେ ସମୀକ୍ଷା ଥିଲେ। କୌଣସି ଛାତ୍ରୀଛାତ୍ର...

ବିବାହ ପୂର୍ବରୁ ଉଠିଲା କୋକେଇ

ଝାରସୁଗୁଡା ଅଫିସ, ୯।୨: ବାହାଘର ଆଉ ମାସେ ଥିବାବେଳେ ନର୍ବନ୍ଧକୁ ଥିଲା ଆଉ୨ ଦିନ । ପୁଅ ବାହାଘରକୁ ନେଇ ପରିବାର ଲୋକେ ଆୟୋଜନରେ ଲାଗି ପଡିଥିଲୋ ଏଭଳି ସ୍ଥିତିରେ ଜଣେ ଯୁବକଙ୍କ ଦୁର୍ଘଟଣାରେ ବୁଧବାର ମୃତ୍ୟୁ ଘଟିଛି ।...

ମଇଦାନରେ ନଣନ୍ଦ-ଭାଉଜ

ଝାରସୁଗୁଡ଼ା ଅଫିସ,୯ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗୋଟିଏ ପରିବାରରୁ ଏକାଧିକ ସଦସ୍ୟ ପ୍ରାର୍ଥୀ ହେଉଛନ୍ତି। ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ରମ୍ପେଲା ପଞ୍ଚାୟତ ସଂସରାଟିକ୍ରା ଗ୍ରାମରେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି। ଏହି ଗ୍ରାମର ଗୋଟିଏ ପରିବାରରୁ...

ପ୍ରଚାରବେଳେ ବିଜେଡି-ଭାଜପା ମୁହାଁମୁହିଁ

ଝାରସୁଗୁଡ଼ା ଅଫିସ,୮ା୨: ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ୍‌ ୧ନମ୍ବର ଜୋନ୍‌ରେ ନିର୍ବାଚନ ପ୍ରଚାର ବେଳେ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭାଜପା ଜିଲା ପରିଷଦ ପ୍ରାର୍ଥିନୀ ଶବ୍ୟାସିନୀ ପ୍ରଧାନ, ଭାଜପା ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଓ ତାଙ୍କ ସମର୍ଥକଙ୍କ ସହ...

ସରପଞ୍ଚ ପ୍ରାର୍ଥୀଙ୍କ ଘରୁ ମିଳିଲା ବିପୁଳ ପରିମାଣର ମଦ, ସ୍ତ୍ରୀ ଗିରଫ

ଝାରସୁଗୁଡ଼ା ଅଫିସ,୭।୨: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ପିପିଲିମାଲ ପଞ୍ଚାୟତ ଅଧୀନ ମୋହନପୁର ଗ୍ରାମରେ ବେଲପାହାଡ଼ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ଦେଶୀ ମଦ, ମହୁଲ ପୋଚ ଜବତ କରିଛି। ଏହି ଘଟଣାରେ ଅବକାରୀ ବିଭାଗ ୧୦...

ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ

ଝାରସୁଗୁଡ଼ା ଅଫିସ,୭।୨: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ମିର୍ଦ୍ଧାଡେରାରେ ସ୍ବାମୀର ଠେଙ୍ଗା ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁରୁବାଲି ଖଡ଼ିଆ(୫୦)। ପୋଲିସ ହତ୍ୟାକାରୀ ସ୍ବାମୀ ରମେଶ ଖଡିଆଙ୍କୁ ଗିରଫ କରିଛି। ଏଥିସହ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ...

ବେଲପାହାଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କଳାପତାକା ଦେଖାଇଲେ

ଝାରସୁଗୁଡ଼ା ଅଫିସ,୩।୨: ଝାରସୁଗୁଡ଼ା ଜିଲା ବେଲପାହାଡ଼ରେ ଅବହେଳିତ ସ୍ବାସ୍ଥ୍ୟସେବାକୁ ନେଇ ସ୍ଥାନୀୟ ଯୁବ କଂଗ୍ରେସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି ।...

୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ପଡ଼ୋଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଅକ୍ଷୟ ପରିଡ଼ା(୨୮)। ଏନେଇ...

ସୀମାନ୍ତ ଗ୍ରାମ କୁହାକୁଣ୍ଡାରେ ଝାଡ଼ାବାନ୍ତି: ଜଣେ ମୃତ, ୧୭ ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ, ୨୯।୧: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କନକତୋର ପଞ୍ଚାୟତ ସୀମାନ୍ତବର୍ତ୍ତୀ କୁହାକୁଣ୍ଡା ଗ୍ରାମରେ ଶୁକ୍ରବାର ଝାଡ଼ାବାନ୍ତିରେ ୧୭ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଲଖନପୁର ଓ ଝାରସୁଗୁଡ଼ାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ...

ସ୍ପଞ୍ଜ ଆଇରନ କାରଖାନାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ଜଣେ ମୃତ, ୩ ଆହତ

ଝାରସୁଗୁଡ଼ା ଅଫିସ,୨୭ା୧: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲିସ୍ଥିତ ଜୟ ହନୁମାନ ଉଦ୍ୟୋଗ ଲିମିଟେଡ ନାମକ ସ୍ପଞ୍ଜ ଆଇରନ କାରଖାନାରେ ବୁଧବାର ଭୋର ସମୟରେ ସିଲିଣ୍ଡର ବିସ୍ଫୋରଣ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri