ଝାରସୁଗୁଡ଼ା

ବ୍ରଜରାଜନଗର ଉପନିର୍ବାଚନ: ୭୧.୯% ମତଦାନ

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ,୧ା୬: ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଯାଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ମତଦାନ ୬୯ ପ୍ରତିଶତ ହୋଇଥିବା…

ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ

ଝାରସୁଗୁଡା ଅଫିସ୍‌,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ନିୟୋଜିତ ହୋଇଥିବା ଜଣେ ଅସୁସ୍ଥ ହୋମ୍‌ଗାର୍ଡଙ୍କ ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ବଡ ମେଡିକାଲ୍‌ରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଜଣଙ୍କ ହେଲେ ଝାରସୁଗୁଡା ସଦର ଥାନାରେ କାର୍ଯ୍ୟରତ ତ୍ରିଲୋଚନ ମହାନ୍ତି(୪୫)। ସେ ତାଙ୍କ ପରିବାର…

ବ୍ରଜରାଜନଗର ଉପନିର୍ବାଚନ: ୩ଟା ସୁଦ୍ଧା ୫୭ % ମତଦାନ

ଝାରସୁଗୁଡ଼ା ଅଫିସ, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଦିନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ସେହିପରି ୯ଟା ସୁଦ୍ଧା ୧୧ ପ୍ରତିଶତ,୧୧ଟା ସୁଦ୍ଧା ୨୩ ପ୍ରତିଶତ ଏବଂ ୧ଟା ସୁଦ୍ଧା ୪୮…

୧ଟା ସୁଦ୍ଧା ୪୮% ମତଦାନ

ଝାରସୁଗୁଡ଼ା ଅଫିସ, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଦିନ ୧ଟା ସୁଦ୍ଧା ୪୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ସେହିପରି ଦିନ ୯ଟା ସୁଦ୍ଧା ୧୧ ପ୍ରତିଶତ ଏବଂ ଦିନ ୧୧ଟା ସୁଦ୍ଧା ୨୩ ପ୍ରତିଶତ…

୧୧ଟା ସୁଦ୍ଧା ୩୨% ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୩୨ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା…

ନିର୍ବାଚନ ସ୍ଥିତି ଅନୁଦ୍ଧାନ କଲେ ପର୍ଯ୍ୟବେକ୍ଷକ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ୯ଟା ୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ସାଧାରଣ ପର୍ଯ୍ୟବେକ୍ଷକ ଭାରତୀୟ ପ୍ରଶାସନିକ ଅଧିକାରୀ ମାଧବୀ କଟରିଆ ନିର୍ବାଚନ ସ୍ଥିତି…

୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ଦିନ ୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏ ନେଇ ଓଡିଶା ମୁଖ୍ୟ ନିର୍ବାଚନ…

ଭୋଟ ଦେଲେ ଭାଜପା ପ୍ରାର୍ଥିନୀ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡା ବ୍ରଜରାଜନଗର ଓପିଏମ୍‌ ବାଳିକା ଉଚ୍ଚ ବିଦ୍ୟାଳୟ ବୁଥ୍‌ ନମ୍ବର ୨୦୯ରେ ପହଞ୍ଚି ନିଜ ମତଦାନ ସାବ୍ୟସ୍ତ…

ବ୍ରଜରାଜନଗର ଉପନିର୍ବାଚନ: ଭୋଟ ଗ୍ରହଣ ଆରମ୍ଭ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ରୁ ମତଦାନ ଆରମ୍ଭ ହୋଯାଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ଏନେଇ ଭୋଟର ନିଜ ନିଜ ବୁଥକୁ ଆସି ମତ ସାବ୍ୟସ୍ତ କରୁଛନ୍ତି। ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ…

ପ୍ରଶାସନର ଶେଷ ପ୍ରୟାସ ବିଫଳ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକ ପଣ୍ଡରି ଗ୍ରାମ ପଞ୍ଚାୟତର ବେଙ୍କମୁରା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ଗତବର୍ଷ ପ୍ରଶାସନ ବନ୍ଦ କରି ନିକଟସ୍ଥ ବଲଣ୍ଡା ପ୍ରାଥମିକ ବିଦ୍ୟାଳୟ ସହ ମିଶାଇ ଦେଇଛି। ଏହାକୁ ଗ୍ରାମବାସୀ ବିରୋଧ…

ରାତି ପାହିଲେ ଭୋଟ୍‌

ଝାରସୁଗୁଡା ଅଫିସ,୩୦।୫: ରାତି ପାହିଲେ ବ୍ରଜରାଜନଗର ଉପନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥର ବୁଥ୍‌କୁ କେନ୍ଦ୍ରୀୟ ସୁରକ୍ଷା ବାହିନୀ ଜଗିବେ ବୋଲି ସୂଚନା ମିଳିଛି ।…

ସରିଲା ନିର୍ବାଚନୀ ପ୍ରଚାର, ୩୧ରେ ମତଦାନ

ଝାରସୁଗୁଡ଼ା ଅଫିସ, ୨୯।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ଲାଗି ଆସନ୍ତା ୩୧ରେ ମତଦାନ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏନେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଆସିଥିବା ଷ୍ଟାର ପ୍ରଚାରକ ନେତୃବୃନ୍ଦ ରବିବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?