ଝାରସୁଗୁଡ଼ା

ମଦ କାରବାର ପ୍ରତିଯୋଗିତାରୁ ହତ୍ୟାକାଣ୍ଡ

ଝାରସୁଗୁଡ଼ା ଅଫିସ,୨୩ା୧୦: ଝାରସୁଗୁଡ଼ା ସଦର ଥାନା ଅଧୀନ ଇବ୍‌ନଦୀ ନିକଟରୁ ପୋଲିସ ଗୁରୁବାର ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରିଥିଲା। ଏହା ବ୍ରଜରାଜନଗର ଓରିଏଣ୍ଟ ଥାନା କାଳୀନଗର ଅଞ୍ଚଳର ପଙ୍କଜ କୁମାର(୪୦)ଙ୍କର ବୋଲି ଜଣାପଡିଥିଲା । ପଙ୍କଜଙ୍କ...

ଲୁଟିବାକୁ ଆସି ନେଲେ ଖାଲି ବ୍ୟାଗ

ଝାରସୁଗୁଡ଼ା ଅଫିସ,୨୨ା୧୦: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ବନ୍ଧବାହାଲ ଏମ୍‌ସିଏଲ୍‌ ମାର୍କେଟ୍‌ କମ୍ପ୍ଲେକ୍ସରେ ଶୁକ୍ରବାର ରାତି ପ୍ରାୟ ସାଢେ ୮ଟାରେ ଦୁର୍ବୃତ୍ତମାନେ ଗୁଳି ଫୁଟାଇ ଜଣେ ସୁନା ଦୋକାନୀଙ୍କ ନିକଟରୁ ଏକ ବ୍ୟାଗ୍‌ ଲୁଟ୍‌ ଫେରାର ହୋଇଯାଇଛନ୍ତି। ଖବରପାଇ ବ୍ରଜରାଜନଗର...

ଇବ ନଦୀ ନିକଟରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ,ହତ୍ୟା ସନ୍ଦେହ

ଝାରସୁଗୁଡା ଅଫିସ, ୨୧।୧୦: ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢିପଦର ସ୍ଥିତ ଇବ ନଦୀ ନିକଟରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଜବତ କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ବିହାର ଲଖିସରିଆର ପଙ୍କଜ କୁମାର(୪୦)। ମୃତଦେହ...

ଏସ୍‌ପି ଅଫିସ ସମ୍ମୁଖରେ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ,୨୦।୧୦: ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦରେ ଝାରସୁଗୁଡା ଜିଲା ଭାଜପା ମହିଳା ମୋର୍ଚ୍ଚା ତରଫରୁ ସଭାନେତ୍ରୀ ରୀନା ପଟେଲଙ୍କ ନେତୃତ୍ୱରେ ବୁଧବାର ଏସ୍‌ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଘଟଣାରେ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ...

ଝାରସୁଗୁଡ଼ାରେ ରେଳରୋକୋ: ଅଟକିଲା ଏକ୍ସପ୍ରେସ

ଝାରସୁଗୁଡ଼ା ଅଫିସ,୧୮।୧୦: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ଦିନିକିଆ ରେଳରୋକୋ ଡାକରା ଦିଆଯାଇଥିଲା। ଏହି ଅବସରରେ ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ତରଫରୁ ସଭାପତି ଭରତ ଅଗସ୍ତୀଙ୍କ ନେତୃତ୍ୱରେ ଝାରସୁଗୁଡ଼ା ରେଲଷ୍ଟେଶନରେ ରେଳରୋକୋ କରାଯାଇଥିଲା। କେନ୍ଦ୍ର ସରକାରଙ୍କ...

ପ୍ରସ୍ତାବିତ ପ୍ରକଳ୍ପକୁ ବିରୋଧ କଲେ ପଞ୍ଚାୟତବାସୀ

ଝାରସୁଗୁଡ଼ା ଅଫିସ,୧୮ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ତହସିଲ ଅନ୍ତର୍ଗତ ପରମାଣପୁର ପଞ୍ଚାୟତ କାଲିବାହାଲ ଗ୍ରାମ ନିକଟରେ ଏକ କେମିକାଲ ପ୍ରକଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରସ୍ତାବିତ...

ଦୁର୍ଦ୍ଦାନ୍ତ ଅପରାଧିଙ୍କ ପୁଅ ଛୁରାମାଡ଼ କରି ଫେରାର

ଝାରସୁଗୁଡ଼ା ଅଫିସ୍‌, ୧୭।୧୦: ଝାରସୁଗୁଡା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧି ସୋନୁ ଘୋଷଙ୍କ ନାବାଳକଙ୍କ ପୁଅ ରବିବାର ପୁଣି ଜଣେ ଯୁବକଙ୍କୁ ଛୁରାମାଡ କରିଛନ୍ତି। ଫଳରେ ଯୁବକ ଜଣଙ୍କ ଆହତ ହୋଇ ପ୍ରଥମେ ମଣ୍ଡଲିଆ ସ୍ଥିତ ଏମ୍‌ସିଏଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ...

କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଖୁସି ଖବର

ଝାରସୁଗୁଡ଼ା ଅଫିସ,୧୧ା୧୦: ଝାରସୁଗୁଡ଼ା ଜିଲାରେ କୋଭିଡ୍‌ରେ ଦୁଇ କରୋନା ଯୋଦ୍ଧା ଖବରଦାତା ଅମଜଦ୍‌ ବାଦଶାହା ଓ ଆଦିତ୍ୟ ସାହୁଙ୍କ ମୃତ୍ୟୁ ଘଟିଥିଲା। ସରକାରଙ୍କ ଘୋଷଣା ଅନୁଯାୟୀ ଉଭୟ ଖବରଦାତାଙ୍କ ପରିବାରକୁ ସହାୟତା ବାବଦରେ ୧୫ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି।...

୨ ଭାଇ ଚଲାଉଥିଲେ ନକଲି ବିଦେଶୀ ମଦ କାରଖାନା

ଝାରସୁଗୁଡ଼ା ଅଫିସ,୧୦ା୧୦: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓ ବେଲପାହାଡ଼ ଅଞ୍ଚଳରେ ନକଲି ବିଦେଶୀ ମଦ ତିଆରି ଚାଲିଥିବା ନେଇ ଗୁଇନ୍ଦା ବିଭାଗ ସୂତ୍ରରୁ ଖବର ମିଳିଥିଲା। ସ୍ଥାନୀୟ ଅବକାରୀ ବିଭାଗକୁ ନ ଜଣାଇ ସମ୍ବଲପୁର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର...

ହୀରାକୁଦ ଜଳଭଣ୍ଡାରରେ ଗଲା ମତ୍ସ୍ୟଜୀବୀଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୯ା୧୦: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଛଡାରମା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରେ ଶନିବାର ଡଙ୍ଗାରୁ ଖସିପଡି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଙ୍ଗାଲି ଥାନା କଦମ୍ବଡିହି ଗ୍ରାମର ଜଗତ ଡନସେନା (୫୦)। ପୋଲିସ ମୃତଦେହ...

ଝାରସୁଗୁଡ଼ାରେ ଦ୍ୱିତୀୟ ଏନ୍‌ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର

ଝାରସୁଗୁଡ଼ା ଅଫିସ,୮ା୧୦: ଆକାଶ ବାହିନୀ ଦିବସ ଅବସରରେ ଶୁକ୍ରବାର ଝାରସୁଗୁଡ଼ାରେ ରାଜ୍ୟର ୨ୟ ଏନ୍‌ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହୋଇଛି। ସ୍ଥାନୀୟ ମାଳିମୁଣ୍ଡାସ୍ଥିତ ଷ୍ଟାଡିୟମରେ ଏହାର ଏକ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯାଇଛି। ରାଜ୍ୟ ଏନ୍‌ସିସି ଡେପୁଟି ଡାଇରେକ୍ଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri