ଝାରସୁଗୁଡ଼ା

‘ତ୍ରିମୁଖୀ ନୁହେଁ, ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ’

ବ୍ରଜରାଜନଗର,୨୦ା୫(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନରେ ତ୍ରିମୁଖୀ ନୁହେଁ, ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି କହିଛନ୍ତି ସିପିଆଇ ପ୍ରାର୍ଥୀ ରମେଶ ତ୍ରିପାଠୀ। ଏକ ଖବରଦାତା ସମ୍ମିଳନୀରେ ସେ ଏହି ଘୋଷଣା କରିଛନ୍ତି। ସିପିଆଇର ରାଜ୍ୟ ନେତୃତ୍ୱ ତାଙ୍କ ଉପରେ ଭରସା କରି ଟିକେଟ ଦେଇଛନ୍ତି।…

ବ୍ରଜରାଜନଗର ଉପନିର୍ବାଚନ: ନିର୍ବାଚନ ମଇଦାନରେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ବିଜୟ ପାଇଁ କସରତ କରୁଛନ୍ତି ସବୁ ଦଳ। ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ। ତେବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମଇଦାନକୁ…

ସମାଧାନ ହୋଇପାରୁନି ମହାନଦୀ ଜଳ ବିବାଦ: ୧୫ ଜଣିଆ ଟିମ୍‌ର ମହାନଦୀ ଯାତ୍ରା

ଝାରସୁଗୁଡ଼ା ଅଫିସ,୨୦ା୫: ମହାନଦୀ ଜଳ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ଉଭୟ ରାଜ୍ୟ ମଧ୍ୟରେ ଦେଖା ଦେଇଥିବା ବିବାଦ ଅଦ୍ୟାବଧି ସମାଧାନ ହୋଇପାରିନାହିଁ। ଏନେଇ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଭୁବନେଶ୍ୱରରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମିତିର ଏକ…

ସେପଟେ ପାଣି, ଏପଟେ ବାଲି

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ୍‌, ୨୦।୫: ସେପଟେ ଢେଉ ଖେଳୁଛି ଅକାତକାତ ଜଳରାଶି। ଏପଟେ ରାଶି ରାଶି ବାଲି। ମରୁଭୂମିର ଭ୍ରମ। ଶୁଖିଲା ପଡ଼ିଛି ନଦୀ ଶଯ୍ୟା। ସୀମାନ୍ତ ଛତିଶଗଡ଼ର କଲ୍‌ମା ବ୍ୟାରେଜ୍‌ ଉପରୁ ମହାନଦୀର ଉଭୟ ପଟକୁ ଚାହିଁଲେ ଏଭଳି କିଛି ଦୃଶ୍ୟ…

ବିଜେଡି ହାତମୁଠାକୁ ଟାଣ କରିବା ପାଇଁ ବରିଷ୍ଠ ନେତୃବୃନ୍ଦଙ୍କ ଆହ୍ବାନ

ବ୍ରଜରାଜନଗର/ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବ୍ରଜରାଜନଗରରେ ବିଜୁ ଜନତା ଦଳର ଏକ କାର୍ଯ୍ୟାଳୟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରଜରାଜନଗର ମ୍ୟୁନିସିପାଲିଟିରେ ଅବସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ…

ଅଳକାଙ୍କୁ ଜିତାଇବା ପାଇଁ ସଂକଳ୍ପ

ବ୍ରଜରାଜନଗର,୧୮ା୫(ଡି.ଏନ.ଏ.): ବ୍ରଜରାଜନଗର ଉପର୍ନିବାଚନ ପାଖେଇ ଆସୁଥିବାବେଳେ ବିଜେଡି ପକ୍ଷରୁ ସ୍ଥାନୀୟ ମାହେଶ୍ୱରୀ ଭବନଠାରେ ମଙ୍ଗଳବାର ଏକ ନିର୍ବାଚନୀସଭା ଅନୁଷ୍ଠିତ ହୋଇଥିଲା। ଦଳର ନଗର ସଭାପତି ରାଧାକାନ୍ତ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ କୁମାର ଜେନା…

ବିଜେଡି, ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପ୍ରତିଯୋଗିତା

ଝାରସୁଗୁଡ଼ା ଅଫିସ,୧୮ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଓ ଭାଜପା ପ୍ରାର୍ଥତ୍ନୀ ରାଧାରାଣୀ ପଣ୍ଡା ନିଜ ସମର୍ଥକଙ୍କୁ ଧରି ଲଖନପୁର ବ୍ଲକ୍‌ ୧୯ଖଣ୍ଡ ମୌଜା ଅଞ୍ଚଳରେ ପ୍ରଚାର ଆରମ୍ଭ କରିଛନ୍ତି। ଏଠାରେ ଉଭୟ ପ୍ରାର୍ଥିନୀଙ୍କ ପ୍ରଚାର ପ୍ରତିଯୋଗିତା…

ଆସନ୍ତା ୩୧ରେ ୧୧ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୭।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ପ୍ରାର୍ଥିପତ୍ର ପ୍ରତ୍ୟାହାରର ମଙ୍ଗଳବାର ଥିଲା ଶେଷ ତାରିଖ। ଏହି ଦିନ ୩ ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ସେମାନେ ହେଲେ ପାର୍ବତୀ ବେହେରା, ତପନ…

କାର୍ତ୍ତି ଚିଦାମ୍ବରମ୍‌ଙ୍କ ଓଡ଼ିଶା ଲିଙ୍କ୍‌: ଝାରସୁଗୁଡ଼ାରେ ସିବିଆଇ

ଝାରସୁଗୁଡ଼ା ଅଫିସ,୧୭।୫: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍ବଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମ୍‌ଙ୍କ ଲିଙ୍କ୍‌ରେ ଝାରସୁଗୁଡ଼ାରେ ସିବିଆଇ ରେଡ୍‌ କରୁଛି। ଏକକାଳୀନ ୬ଟି ରାଜ୍ୟର ୯ଟି ସ୍ଥାନରେ ସକାଳ ୬ରୁ ରେଡ୍‌ ଚାଲିଛି । ସୂଚନାନୁସାରେ, ୨୦୧୦-୧୪ ମଧ୍ୟରେ…

ରଣନୀତି ନେଇ ହେଭିଓ୍ବେଟଙ୍କ ମାନସମନ୍ଥନ

ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ମଙ୍ଗଳବାର ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ଦିନ। ପରେ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଏପରିକି ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କୁ ବିଜୟୀ କରିବା ନେଇ ରଣନୀତି…

ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏ ନେଇ ରାଜନୀତି ସରଗରମ ରହିଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ରଣନୀତି ପ୍ରସ୍ତୁତ କରି ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ତେବେ ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ…

ବିଜୟ ପାଇଁ କର୍ମୀଙ୍କ ସହ ରଣନୀତି ପ୍ରସ୍ତୁତି କଲେ ମନ୍ତ୍ରୀ

ଝାରସୁଗୁଡା ଅଫିସ,୧୭।୫: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ନେତୃତ୍ୱରେ ଝାରସୁଗୁଡା ବ୍ଲକ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ୫ ପଞ୍ଚାୟତକୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ କରାଯାଇଛି । ଏଥିରେ କଟକ ମେୟର ସୁବାଷ ସିଂ, ଝାରସୁଗୁଡ଼ା ଜିଲା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?