ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ
ଝାରସୁଗୁଡ଼ା ଅଫିସ,୨୮।୩: ୧୨ ଦଫା ଦାବିନେଇ ଅଖିଳ ଭାରତ ଟ୍ରେଡ ୟୁନିୟନ ଦେଶବ୍ୟାପି ୨ ଦିନିଆ ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡ଼ା ଜିଲାରେ ଟ୍ରେଡ ୟୁନିୟନ ପକ୍ଷରୁ ସୋମବାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିବା ସହ ଧାରଣା…
ରାନୀ ହାତୀ ହେଲେ ଝାରସୁଗୁଡ଼ା ପୌରାଧ୍ୟକ୍ଷା
ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ଦଳର ପ୍ରାର୍ଥିନୀ ରାନୀ ହାତୀ ବିଜୟୀ ହୋଇଛନ୍ତି। ଏଥି ମଧ୍ୟରେ ପୌରାଧ୍ୟକ୍ଷା ହାତୀ ସମୁଦାୟ ୧୩,୮୨୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ…
ରୀତାରାଣୀଙ୍କୁ ହରାଇଲେ ଯାଜ୍ଞସେନୀ
ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥିନୀ ଯାଜ୍ଞସେନୀ ଓରାମ ବିଜୟୀ ହୋଇଛନ୍ତି। ନବନିର୍ବାଚିତ ପୌରାଧ୍ୟକ୍ଷା ଓରାମ ସମୁଦାୟ ୨୨,୦୮୫ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପା…
ବେଲପାହାଡ଼ ଦଖଲ କଲା କଂଗ୍ରେସ
ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲାର ବେଲପାହାଡ଼ ପୌର ପରିଷଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ପୌରାଧ୍ୟକ୍ଷ ଭାବେ କଂଗ୍ରେସ ପ୍ରାର୍ଥୀ ନିମାଇଁ ଚରଣ ପଣ୍ଡା ବିଜୟୀ ହୋଇଛନ୍ତି। ନିମାଇଁ ୯ହଜାର ୨୬୬ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ…
ଏମ୍ସିଏଲ୍ କୋଇଲା ଖଣିରେ ବିସ୍ଫୋରଣ
ଝାରସୁଗୁଡ଼ା ଅଫିସ,୨୩ା୩: ମହାନଦୀ କୋଲ୍ଫିଲ୍ଡ ଲିମିଟେଡ୍(ଏମ୍ସିଏଲ୍) ଲଖନପୁର କ୍ଷେତ୍ରାଧିନ ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ୧ନଂ କ୍ୱାରୀରେ ବିସ୍ଫୋରଣ ହେବା ଫଳରେ ଖଣି ପାର୍ଶ୍ୱ ଯୋରାବଗା ଗ୍ରାମ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇ ଖଣି ସମ୍ପ୍ରସାରଣ କରାଯାଉ…
ମଦ ପିଇବାକୁ ଟଙ୍କା ନ ଦେବାରୁ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା
ଝାରସୁଗୁଡ଼ା ଅଫିସ,୧୭।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍ସିଏଲ୍ ରାମପୁର କଲୋନୀ ଏମ୍କ୍ୟୁ-୧୪ନମ୍ବର କ୍ବାଟରର୍ସରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ…
ରାଜନୀତି ସରଗରମ: ୨୩୦ ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ
ଝାରସୁଗୁଡ଼ା ଅଫିସ,୧୫ା୩: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର, ଝାରସୁଗୁଡା ଓ ବେଲପାହାଡ଼ ପୌର ପରିଷଦରେ ଅଧ୍ୟକ୍ଷ ଓ କାଉନ୍ସିଲର ପଦ ପାଇଁ ସମୁଦାୟ ୨୫୪ଜଣ ନାମାଙ୍କନପତ୍ର ଦାଖଲ କରିଥିଲେ। ଶେଷଦିନ ସୋମବାର ସୁଦ୍ଧା ୨ଜଣ ଅଧ୍ୟକ୍ଷ ପ୍ରାର୍ଥୀ ଓ ୨୨ଜଣ କାଉନ୍ସିଲର ପ୍ରାର୍ଥୀ…
ନିର୍ଦ୍ୱନ୍ଦ୍ୱରେ ଜିତିଲେ ତୁଳାବତୀ
ଝାରସୁଗୁଡ଼ା ଅଫିସ,୧୩।୩: ଝାରସୁଗୁଡ଼ା ଜିଲା ପରିଷଦ ଅଧ୍ୟକ୍ଷା ପଦବୀପାଇଁ ରବିବାର ନିର୍ବାଚନ ହୋଇଛି। ଏଥିରେ ବିଜେଡିର ଏକମାତ୍ର ପ୍ରାର୍ଥିନୀ ଲଇକେରା ୧ ନଂ ଜୋନ ଜିଲା ପରିଷଦ ସଦସ୍ୟା ତୁଳାବତୀ ମିଞ୍ଜ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ…
ଜେଲ ଗଲେ ହତ୍ୟାକାରୀ ପୁଅ
ଝାରସୁଗୁଡ଼ା ଅଫିସ,୧୨ା୩: ଝାରସୁଗୁଡ଼ା ସଦର ଥାନା ଏକାତାଳି ଗ୍ରାମରେ ପୁଅର ଗୋଇଠା ମାଡ଼ରେ ବାପାଙ୍କ ମୃତ୍ୟୁ ହୋଇଥିଲା। ପୋଲିସ୍ ଅଭିଯୁକ୍ତ ପୁଅ କ୍ଷେତ୍ରମଣି ରୋହିଦାସ(୨୭)ଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି । ଏ ନେଇ ସଦର ଥାନା ପୋଲିସ…
ପୁଅର ଗୋଇଠା ମାଡ଼ରେ ଚାଲିଗଲା ଜୀବନ
ଝାରସୁଗଡ଼ା ଅଫିସ୍,୧୦।୩: ଝାରସୁଗୁଡା ସଦର ଥାନା ଅଧୀନ ଏକାତାଳି ଗ୍ରାମରେ ପୁଅର ଗୋଇଠା ମାଡ଼ରେ ବାପା ସୁକୁରୁ ରୋହିଦାସ (୫୧)ଙ୍କ ମୃତ୍ୟୁ ଘଟିଛି। ଖବରପାଇ ପୋଲିସ ସୁକୁରୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…
ସ୍ତ୍ରୀହନ୍ତାଙ୍କୁ ଆଜୀବନ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ,୮ା୩: ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଝାରସୁଗୁଡ଼ା ଜିଲା ଦୌରାଜଜ୍ ସତ୍ୟବ୍ରତ ମିଶ୍ର ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସ୍ବାମୀ ହେଲେ ଝାରସୁଗୁଡ଼ା ସେଲ୍ସଟ୍ୟାକ୍ସ କାର୍ଯ୍ୟାଳୟର ଅବସରପ୍ରାପ୍ତ ପିଅନ ଗୋବିନ୍ଦ ଖାତି। ତାଙ୍କୁ ୩୦୨…
ବିଜେଡିରେ ଅଣନିଃଶ୍ବାସୀ ହେବାରୁ ପଦ୍ମ ଧରିଲେ ତ୍ରିନାଥ
ଝାରସୁଗୁଡ଼ା ଅଫିସ,୫।୩: ଝାରସୁଗୁଡ଼ା ଜିଲାରେ ଦଳୀୟ ଅସନ୍ତୋଷକୁ ନେଇ ଅଣନିଃଶ୍ୱାସୀ ହେବାରୁ ଆଗଧାଡ଼ିର ନେତୃବୃନ୍ଦ ଦଳ ଛାଡି ଅନ୍ୟ ଦଳରେ ଯୋଗଦେଉଥିବା ଦେଖିବାକୁ ମିଳୁଛି। ଏହି କାରଣରୁ ବିଜେଡି ରାଜ୍ୟ ସମ୍ପାଦକ ତ୍ରିନାଥ ଗୁଆଲ ଶନିବାର ଦଳଛାଡି ଭାଜପାରେ ଯୋଗ ଦେଇଛନ୍ତି।…
Archives


