ଝାରସୁଗୁଡ଼ା

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍‌, ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ଝାରସୁଗୁଡା,୨୨।୪(ଆଶିଷ ରଞ୍ଜନ ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟର ସେକ୍ସନ ଅଫିସର୍‌। ଜିଏନଏମ ଛାତ୍ରୀମାନଙ୍କୁ ପ୍ରାକ୍ଟିକାଲ ଟ୍ରେନିଂ ପାଇଁ ବିଭିନ୍ନ ପିଏଚସି ଓ ସିଏଚସି ସହିତ ସଂଯୋଗ କରିବା ପାଇଁ ଆବେଦନ ଫାଇଲର ପ୍ରୋସେସିଙ୍ଗ ପାଇଁ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’ ସଇତାନ ସାଜିଛନ୍ତି। ସ୍ବାମୀଙ୍କ ସହ ଝଗଡା ପରେ ରାଗ ସୁଝାଇବା ପାଇଁ ନିଜର…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ ଅସାଧୁ ଉପାୟରେ ଅର୍ଥ ଉପାର୍ଜନ ପାଇଁ ନିଜ ଜୀବନକୁ ନଷ୍ଟ କରିଦେଉଛନ୍ତି। ହେଲେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ ଆସିଥିଲେ। ଏହି ସମୟରେ ଧୀରେନ୍ଦ୍ର ବାହାରୁ ଘର ଭିତରକୁ ପ୍ରବେଶ କରି ରୋଷେଇ…

ଆକ୍ସନରେ ଜିଲାପାଳ: ଛାତ୍ରୀଛାତ୍ରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ କଡ଼ା ନିର୍ଦ୍ଦେଶ

ଝାରସୁଗୁଡ଼ା,୧୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କୁଣାଲ ମୋତିରାମ ଚହ୍ୱାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତିଆ ଶିକ୍ଷା କ୍ଷେତ୍ରରେ ହୋଇଥିବା ମାସିକ ପ୍ରଗତି ରିପୋର୍ଟ ଉପସ୍ଥାପନ କରିଥିଲେ।…

ଶୋଇଥିଲେ ସ୍ବାମୀ-ସ୍ତ୍ରୀ: ଘରେ ପଶିଲେ ୫ ମୁଖା ପିନ୍ଧା ଯୁବକ, ଆଉ ତା’ପରେ…

ଲଇକେରା,୩।୩(ରଞ୍ଜନ କୁମାର ମେହେର): ଲଇକେରା ଥାନା ତାଳମୁଣ୍ଡାଠାରେ ସ୍ବାମୀ-ସ୍ତ୍ରୀ ଦୁଇ ଜଣଙ୍କର ଗୋଡ ହାତ ବାନ୍ଧି ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷାଧିକ ଟଙ୍କା ସହିତ ୧୫ ଭରି ସୁନା ଅଳଙ୍କାର। ସୂଚନା ଅନୁସାରେ, ତାଳମୁଣ୍ଡା ଗ୍ରାମର ପ୍ରକାଶ ନାଏକ ଓ ପତ୍ନୀ…

ବିମାନବନ୍ଦର ପରିସର ବାହାରେ ଭୟାବହ ଅଗ୍ନିକାଣ୍ଡ, ଚାରିଆଡ଼େ ବ୍ୟାପିବାରୁ…

ଝାରସୁଗୁଡ଼ା,୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନବନ୍ଦର ପରିସର ବାହାରେ ଥିବା କୁଟି ଜଙ୍ଗଲଠାରେ ସୋମବାର କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା ପାଇଁ ୫ ଟି ଦମକଳ ନିୟୋଜିତ ହୋଇଥିବା ବେଳେ ପ୍ରାୟ ୨ ଘଣ୍ଟା ପରେ…

ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ

ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ ନାଗ(୨୪) ଶନିବାର ବିଳମ୍ବିତ ରାତିରେ ପଥରରେ ଛେଚି ହତ୍ୟା କରିଛନ୍ତି। ସୂଚନାନୁସାରେ, ବୃନ୍ଦାମାଲ…

୧୪ ମାସ ପରେ ପରିବାର ଲୋକଙ୍କୁ ଫେରିପାଇଲେ ସୋନମତୀ

ଝାରସୁଗୁଡ଼ା,୨୭ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଉଦ୍ୟମରେ ପ୍ରଶାସନର ‘ସ୍ନେହ ସେତୁ’ ଅଭିଯାନ ମାଧ୍ୟମରେ ଗୁରୁବାର ଅପରାହ୍ନରେ ଜଣେ ଅସହାୟ ମହିଳା ତାଙ୍କ ପରିବାର ଲୋକଙ୍କୁ ଫେରିପାଇଛନ୍ତି। ସେ ହେଲେ ସୋନମତୀ ଓରଫ୍‌ ସାକେତ କୁମାରୀ। ସୂଚନା ଅନୁଯାୟୀ,…

ତ୍ରିରଙ୍ଗା ପତାକାରେ ନାହିଁ ଅଶୋକ ଚକ୍ର ଚିହ୍ନ: ଖୋଲାଖୋଲି ସମ୍ଭିଧାନ

ଝାରସୁଗୁଡ଼ା,୨୬ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ରେଳଷ୍ଟେଶନ ପରିସରରେ ଉଡୁଥିବା ତ୍ରିରଙ୍ଗା ପତାକାରେ ଅଶୋକ ଚକ୍ର ଚିହ୍ନ ନାହିଁ। ଏହାକୁ ତୁରନ୍ତ ପରିବର୍ତ୍ତନ କରିବା ଝାରସୁଗୁଡାର ଟିମ୍‌ ସେଭ୍‌ ସଦସ୍ୟମାନେ ଝାରସୁଗୁଡ଼ା ରେଲୱେ ଷ୍ଟେଶନ ମାଷ୍ଟରଙ୍କୁ ବୁଧବାର ଅପରାହ୍ନରେ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ…

ଝାରସୁଗୁଡ଼ା ସାରସମାଲ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଚୋରି, କବାଟ ତାଡ଼ି ଲୁଟିନେଲେ ଲକ୍ଷାଧିକ….

ଝାରସୁଗୁଡା,୨୪।୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡ଼ା ସହର ଉପକଣ୍ଠ ସାରସମାଲ ସ୍ଥିତ ଅର୍ବାନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ କବାଟ ତାଡ଼ି ବ୍ୟାପକ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତମାନେ ମୁଖ୍ୟ ଫାଟକର ତାଲା ଭାଙ୍ଗି ଭିତରକୁ…

ଦିନକ ପରେ ଥିଲା କାଶୀରାମଙ୍କ ତୃତୀୟ ବିବାହ ବାର୍ଷିକୀ: ଲିଭିଗଲା ଜୀବନଦୀପ

ଝାରସୁଗୁଡା/ ଲଖନପୁର,(ଆଶିଷ ରଞ୍ଜନ ଦାଶ /ଗୌତମ ସାହୁ/)୨୩।୨:ଜାତୀୟ ରାଜପଥ ୪୯ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପାଞ୍ଚ ଜଣ ପୋଲିସ କର୍ମଚାରୀଙ୍କ ମଧ୍ୟରେ ରହିଛନ୍ତି ଲଖନପୁର ବ୍ଲକ ସରେଇପାଲି ଗ୍ରାମର କାଶୀରାମ ଭୋଇ। ବାପା ଟିକେଶ୍ୱର ଏବଂ ମାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?