ଝାରସୁଗୁଡ଼ା

ଝାରସୁଗୁଡ଼ାରେ ଭାଜପା-ବିଜେଡି ମୁହାଁମୁହିଁ: ଉଭୟ ଗୋଷ୍ଠୀର ୫୦ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଗିରଫ

ଝାରସୁଗୁଡା ଅଫିସ,୨୪।୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରବିବାର ଭାଜପା-ବିଜେଡି ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । ପୋଲିସ ଉଭୟ ଗୋଷ୍ଠୀର ୫୦ରୁ ଊଦ୍ଧର୍‌ବ ନେତୃବୃନ୍ଦଙ୍କୁ ଗିରଫ କରିଛି । ଏହାପରେ…

‘ମୃତ୍ୟୁ ଘଟଣାକୁ ଚପାଇଦେବା ପାଇଁ ଉଦ୍ୟମ’

ଝାରସୁଗୁଡ଼ା ଅଫିସ,୨୪।୪: ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ପୃକ୍ତି ଥିବା ଭାଜପା ଅଭିଯୋଗ କରି ଘଟଣାର ସିବିଆଇ ତଦନ୍ତ ଦାବି କରିଛି। ଏହାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ଆରୋପ…

ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ

ଝାରସୁଗୁଡ଼ା ଅଫିସ୍‌,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ ଆୟୋଜିତ ହୋଇଥିଲା। ପ୍ରଥମ ଦିନ ସ୍ଥାନୀୟ ପୋଖରୀରୁ ମହିଳାମାନେ ୧୦୮ କଳସରେ ଜଳ ଆଣି…

ମନ୍ତ୍ରୀଙ୍କ ରୋଷେୟା ମୃତ୍ୟୁର ୫ଦିନ ପରେ ଥାନାରେ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୨ା୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁର ୫ଦିନ ପରେ ବାପା ବେଲାର୍ସନ ସାହୁ ଓ ବଡଭାଇ ବିରଞ୍ଚତ୍ ସାହୁ ଝାରସୁଗୁଡା ଟାଉନ ଥାନାରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଛନ୍ତି। ବେଲାର୍ସନ ତାଙ୍କ ଅଭିଯୋଗରେ…

ମୋଡ଼ ବଦଳାଇଲେ ରୋଷେୟାଙ୍କ ବାପା

ଝାରସୁଗୁଡ଼ା ଅଫିସ,୨୨ା୪:ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁକୁ ନେଇ ଏବେ ସବୁଠି ଚର୍ଚ୍ଚା। ତାଙ୍କୁ ହତ୍ୟା କରାଯାଇଥିବା ଭାଜପା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇଛି। ଏଭଳିସ୍ଥଳେ ଲଳିତଙ୍କ ବାପା ବେଲାର୍ସନ ସାହୁ ଓ ବଡ଼ଭାଇ ବିରଞ୍ଚତ୍…

ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ: ୫ ଗିରଫ

ଝାରସୁଗୁଡ଼ା ଅଫିସ,୧୬ା୪: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ଦୁଇ ମହିଳାଙ୍କ ସମେତ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ମଧ୍ୟପ୍ରଦେଶ ନିମୁଚର ମନୋଜ ପ୍ରଜାପତି(୨୮), ମଧ୍ୟପ୍ରଦେଶ ମନ୍ଦସୌର…

ପୁଣି ଫାଟିଲା ପାଉଁଶ ପାଇପ୍‌

ଝାରସୁଗୁଡ଼ା ଅଫିସ,୧୧ା୪: ଝାରସୁଗୁଡ଼ାସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ (ଓପିଜିସି)ର ଇବ୍‌ଥର୍ମାଲ ପ୍ରକଳ୍ପରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍‌ ଦ୍ୱିତୀୟଥର ପାଇଁ ଫାଟିଯାଇଛି। ଫଳରେ ତରଳ ବର୍ଜ୍ୟବସ୍ତୁ ପୋଖରୀ ଓ ଚାଷଜମିରେ ମାଡିଯାଇଛି। ସୂଚନାଯୋଗ୍ୟ ଗତ ଶୁକ୍ରବାର ଏହି…

ଦୁର୍ଘଟଣାରେ ଏମ୍‌ସିଏଲ୍‌ କର୍ମଚାରୀ ମୃତ

ଝାରସୁଗୁଡା ଅଫିସ,୧୦।୪: ଏକ ଗାଡ଼ି ଧକ୍କାରେ ମହାନଦୀ କୋଲଫିଲ୍ଡ ଲିମିଟେଡ(ଏମ୍‌ସିଏଲ୍‌) ଲଜକୁରା କୋଇଲା ଖଣିରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ମୃତ୍ୟୁ ଘଟିଛି। ସେ ହେଲେ ରତିକାନ୍ତ ସାହୁ(୫୮)। ସେ ଲଜକୁରା କୋଇଲା ଖଣିରେ ଇଲେକ୍ଟ୍ରିକାଲ ସେକ୍ସନରେ କାମ କରୁଥିଲେ ।…

ଓପିଜିସି ପାଉଁଶ ପାଇପ୍‌ ଲାଇନ୍‌ ଫାଟି ଗାଁ ପ୍ରଭାବିତ ହେବା ପ୍ରସଙ୍ଗ: ଅଞ୍ଚଳ ପରିଦର୍ଶନ କଲେ କମ୍ପାନୀ କର୍ତ୍ତୃପକ୍ଷ

ଝାରସୁଗୁଡା ଅଫିସ୍‌,୧୦।୪: ଓଡ଼ିଶା ବିଦ୍ୟୁତ ନିଗମ (ଓପିଜିସି)ର ଇବ୍‌ ଥର୍ମାଲ ପ୍ରକଳ୍ପ ପାଉଁଶ ପାଇପ୍‌ ଲାଇନ୍‌ ଗତ ଶୁକ୍ରବାର ଫାଟିଯାଇଥିଲା। ଏଥିରୁ ନିର୍ଗତ ତରଳ ବର୍ଜ୍ୟବସ୍ତୁ ପାଉଁଶ ନିକଟସ୍ଥ ଗ୍ରାମ ବନହରପାଲି ଅଞ୍ଚଳରେ ମାଡିଯାଇଥିଲା। ଏଥିରେ ଗାଁ ପୋଖରୀ, ଚାଷଜମି ଆଦି…

ଓପିଜିସି ପାଉଁଶ ପାଇପ୍‌ ଫାଟିଲା

ଝାରସୁଗୁଡ଼ା ଅଫିସ,୯ା୪: ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିିଗମ (ଓପିଜିସି)ର ବନହରପାଲିସ୍ଥିତ ଇବ୍‌ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୩ୟ ଓ ୪ର୍ଥ ୟୁନିଟ୍‌ରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍‌ ଯୋଗେ ଆସ୍‌ପଣ୍ଡକୁ ଯାଉଛି। ହେଲେ ବନହରପାଲି ଗ୍ରାମ ନିକଟରେ ପାଇପ୍‌ ଫାଟିଯିବା…

ଶୋଇଥିବା ବେଳେ ସାଙ୍ଗଙ୍କୁ ଟାଙ୍ଗିଆରେ ହାଣିଦେଲେ

ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ରାମପୁର ବିନାସୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସା ହୋଇ ମାରପିଟ ହୋଇଥିଲା। ପରେ ଜଣେ ସାଙ୍ଗ ପ୍ରତିଶୋଧ ପରାୟଣ ହୋଇ ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା…

ଝାରସୁଗୁଡ଼ା-ବରଗଡ଼କୁ ସଂଯୋଗ କରିବ ୩ କି.ମି. ଲମ୍ବା ହାଇ ଲେବଲ୍‌ ବ୍ରିଜ୍‌

ନୂଆଦିଲ୍ଲୀ/ଝାରସୁଗୁଡ଼ା ଅଫିସ: ୮।୪: ଝାରସୁଗୁଡା ଜିଲାକୁ ପଡୋଶୀ ବରଗଡ଼ ଜିଲା ସହିତ ସଂଯୋଗୀକରଣ କରିବା ପାଇଁ ମହାନଦୀ ଉପରେ ଏକ ହାଇଲେବଲ ବ୍ରିଜ୍‌ ନିର୍ମାଣ ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?