ଝାରସୁଗୁଡ଼ା

ଝାରସୁଗୁଡ଼ାରେ ୩ ପୌର ଉପାଧ୍ୟକ୍ଷ ପଦବୀ ହାତେଇଲା ବିଜେଡି

ଝାରସୁଗୁଡ଼ା ଅଫିସ,୭।୪: ଝାରସୁଗୁଡ଼ା ଜିଲାର ଝାରସୁଗଡ଼ା, ବ୍ରଜରାଜନଗର ଓ ବେଲପାହାଡ଼ ପୌର ପରିଷଦରେ ଉପାଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ୩ ପୌର ପରିଷଦରେ ଉପାଧ୍ୟକ୍ଷ ପଦବୀ ପାଇଁ ବିଜେଡି କାଉନସିଲ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନର୍ବାଚିତ ହୋଇଛନ୍ତି।…

ଡଙ୍ଗା ବନ୍ଦ କରିଦେଲା ପଞ୍ଚାୟତ

ଝାରସୁଗୁଡ଼ା ଅଫିସ,୩ା୪: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ସୀମାନ୍ତବର୍ତ୍ତୀ ୧୯ଖଣ୍ଡ ମୌଜା ଅନ୍ତର୍ଗତ ମହାନଦୀର ମହୁଲପାଲି ଘାଟରୁ ବରଗଡ ଜିଲା ଅମ୍ବାଭୋନା ବ୍ଲକ୍‌ ଚିଖିଲକୁ ଡଙ୍ଗା ଚଳାଚଳ ବନ୍ଦ ହୋଇଯାଇଛି। ଫଳରେ ଉଭୟ ଜିଲାର ଲୋକଙ୍କ ଯାତାୟାତ ଠପ୍‌ ହୋଇଯାଇଛି। ଏ…

ସମ୍ମାନିତ ହେଲେ ପୋଲିସ ଅଧିକାରୀ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡା ଓଏସ୍‌ଏପି ଦ୍ୱିତୀୟ ବାଟାଲିଅନ ପଡିଆରେ ଜିଲା ପୋଲିସ ପ୍ରଶାସନ ତରଫରୁ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏସ୍‌ପି ବିକାଶ ଚନ୍ଦ୍ର ଦାସ ମୁଖ୍ୟଅତିଥି ଓ ଜିଲାପାଳ ସରୋଜ କୁମାର ସାମଲ, ଉପଦୁର୍ଗପତି ଲକ୍ଷ୍ମଣ ସିଂହ, ସହକାରୀ…

କଳ୍ପନା, ବବ୍‌ଲି ହତ୍ୟାକାଣ୍ଡ: ଆଜି ପ୍ରକାଶ ପାଇବ ରାୟ

ଝାରସୁଗୁଡ଼ା ଅଫିସ,୨।୪: ବହୁଚର୍ଚ୍ଚିତ ମା’ ଝିଅ କଳ୍ପନା ଓ ବବ୍‌ଲି ହତ୍ୟାକାଣ୍ଡ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ହେଲା ଜେଲରେ ଅଛନ୍ତି। ତେବେ ଶନିବାର ଏହି ଘଟଣାର ରାୟ ପ୍ରକାଶ ପାଇବ। ରାୟଗଡ଼ ଅତିରିକ୍ତ…

ଧର୍ମଘଟରେ ସାମିଲ ହେଲେ ବୀମା କର୍ମଚାରୀ ସଂଘ

ଝାରସୁଗୁଡ଼ା ଅଫିସ,୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଝାରସୁଗୁଡା ବେହେରାମାଳସ୍ଥିତ ଏଲ୍‌ଆଇସି କାର୍ଯ୍ୟାଳୟରେ ସୋମବାର ବୀମା କର୍ମଚାରୀ ସଂଘ ଧରଣା ଦେଇଛନ୍ତି। ବୀମା…

ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ

ଝାରସୁଗୁଡ଼ା ଅଫିସ,୨୮।୩: ୧୨ ଦଫା ଦାବିନେଇ ଅଖିଳ ଭାରତ ଟ୍ରେଡ ୟୁନିୟନ ଦେଶବ୍ୟାପି ୨ ଦିନିଆ ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡ଼ା ଜିଲାରେ ଟ୍ରେଡ ୟୁନିୟନ ପକ୍ଷରୁ ସୋମବାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିବା ସହ ଧାରଣା…

ରାନୀ ହାତୀ ହେଲେ ଝାରସୁଗୁଡ଼ା ପୌରାଧ୍ୟକ୍ଷା

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ଦଳର ପ୍ରାର୍ଥିନୀ ରାନୀ ହାତୀ ବିଜୟୀ ହୋଇଛନ୍ତି। ଏଥି ମଧ୍ୟରେ ପୌରାଧ୍ୟକ୍ଷା ହାତୀ ସମୁଦାୟ ୧୩,୮୨୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ…

ରୀତାରାଣୀଙ୍କୁ ହରାଇଲେ ଯାଜ୍ଞସେନୀ

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥିନୀ ଯାଜ୍ଞସେନୀ ଓରାମ ବିଜୟୀ ହୋଇଛନ୍ତି। ନବନିର୍ବାଚିତ ପୌରାଧ୍ୟକ୍ଷା ଓରାମ ସମୁଦାୟ ୨୨,୦୮୫ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପା…

ବେଲପାହାଡ଼ ଦଖଲ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲାର ବେଲପାହାଡ଼ ପୌର ପରିଷଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ପୌରାଧ୍ୟକ୍ଷ ଭାବେ କଂଗ୍ରେସ ପ୍ରାର୍ଥୀ ନିମାଇଁ ଚରଣ ପଣ୍ଡା ବିଜୟୀ ହୋଇଛନ୍ତି। ନିମାଇଁ ୯ହଜାର ୨୬୬ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ…

ଏମ୍‌ସିଏଲ୍‌ କୋଇଲା ଖଣିରେ ବିସ୍ଫୋରଣ

ଝାରସୁଗୁଡ଼ା ଅଫିସ,୨୩ା୩: ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ରାଧିନ ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ୧ନଂ କ୍ୱାରୀରେ ବିସ୍ଫୋରଣ ହେବା ଫଳରେ ଖଣି ପାର୍ଶ୍ୱ ଯୋରାବଗା ଗ୍ରାମ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇ ଖଣି ସମ୍ପ୍ରସାରଣ କରାଯାଉ…

ମଦ ପିଇବାକୁ ଟଙ୍କା ନ ଦେବାରୁ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା

ଝାରସୁଗୁଡ଼ା ଅଫିସ,୧୭।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ ରାମପୁର କଲୋନୀ ଏମ୍‌କ୍ୟୁ-୧୪ନମ୍ବର କ୍ବାଟରର୍ସରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ…

ରାଜନୀତି ସରଗରମ: ୨୩୦ ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ

ଝାରସୁଗୁଡ଼ା ଅଫିସ,୧୫ା୩: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର, ଝାରସୁଗୁଡା ଓ ବେଲପାହାଡ଼ ପୌର ପରିଷଦରେ ଅଧ୍ୟକ୍ଷ ଓ କାଉନ୍‌ସିଲର ପଦ ପାଇଁ ସମୁଦାୟ ୨୫୪ଜଣ ନାମାଙ୍କନପତ୍ର ଦାଖଲ କରିଥିଲେ। ଶେଷଦିନ ସୋମବାର ସୁଦ୍ଧା ୨ଜଣ ଅଧ୍ୟକ୍ଷ ପ୍ରାର୍ଥୀ ଓ ୨୨ଜଣ କାଉନ୍‌ସିଲର ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?