ଝାରସୁଗୁଡ଼ା

ଧାନ ରଖି ରାଜପଥ ଅବରୋଧ କଲେ ଚାଷୀ

ଲଖନପୁର,୨୫।୧: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ସେବା ସମବାୟ ସମିତିର ଚାଷୀଙ୍କୁ ଟୋକନ ପ୍ରଦାନରେ ଅବହେଳା କରାଯାଇଛି। ଫଳରେ ସମିତିର ୧୭୨ଜଣ ଚାଷୀ ଧନ ବିକ୍ରି କରିବାରୁ ବଞ୍ଚିତ ହୋଇଛନ୍ତି । ଏନେଇ ଚାଷୀମାନେ ଚାଷୀ ସମବାୟ ବିଭାଗ,...

ବର୍ଷେ ପରେ ମିଳିଲା ପରିଚୟ: ପରିବାର ସହ ଆସାମ ଗଲେ ମହିଳା

ଲଖନପୁର,୨୪।୧: ଝାରସୁଗଡ଼ା ଜିଲା କଣ୍ଟାପାଲିଠାରେ ଜିଲା ପ୍ରଶାସନ ତରଫରୁ ଜିଲା ଖଣିଜ ପାଣ୍ଠି ଅନୁଦାନରେ ଏକ ମାନସିକ ଅନଗ୍ରସର (ମହିଳା)ଙ୍କ ଥଇଥାନ ପାଇଁ ମିଶନ ଆଶ୍ରା ନାମକ ଏକ ଆଶ୍ରୟ ସ୍ଥଳୀ ଖୋଲାଯାଇଛି। ଏହି ଆଶ୍ରୟ ସ୍ଥଳୀକୁ ପରିଚାଳନା କରୁଛି...

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ...

୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ

ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜନ୍ମମୃତ୍ୟୁ ପଞ୍ଜୀକରଣ ପାଇଁ ୧୧...

ବିଷ ପିଇଲେ ପ୍ରେମୀଯୁଗଳ

ଲଖନପୁର,୧୬ା୧(ଡି.ଏନ୍‌.ଏ.): ପାରିବାରିକ ସ୍ବୀକୃତି ନ ମିଳିବାରୁ ଶେଷରେ ଆମତ୍ହତ୍ୟା ଭଳି ଚରମ ନିଷ୍ପତ୍ତି ନେଇ ବିଷପାନ କରିଥିଲେ ପ୍ରେମୀଯୁଗଳ। ହେଲେ ଏଥିରେ ପ୍ରେମିକଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରେମିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା...

ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୩ା୧(ଡି.ଏନ୍‌.ଏ.): ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ ଏମ୍‌ପି ସୁରେଶ ପୂଜାରୀ,...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ଼...

ଶୋଇଥିବା ସମୟରେ ଘରେ ଲାଗିଲା ନିଆଁ: ପୋଡ଼ି ହୋଇ ଗୋଟିଏ ପରିବାରର ୪ ଗୁରୁତର

ଝାରସୁଗୁଡ଼ା ଅଫିସ,୧୧।୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ହରିଓମ ବିହାରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ଶୋଇଥିବା ଅବସ୍ଥାରେ ଗୋଟିଏ ପରିବାରର ୪ ଜଣ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବୃଦ୍ଧା, ତାଙ୍କ...

୬୩ ବର୍ଷରେ ଝାରସୁଗୁଡ଼ା-ପୁରୀ ପଦଯାତ୍ରା: ସୁସ୍ଥ ସମାଜ ଗଠନ ଉଦ୍ଦେଶ୍ୟ

ଲଖନପୁର,୬।୧(ଡି.ଏନ.ଏ.): ନିଶା ମୁକ୍ତ ସୁସ୍ଥ ସମାଜ ଗଠନ ନେଇ ଆଗେଇ ଆସିଛନ୍ତି ୬୩ ବର୍ଷୀୟ ଅବସରପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ଅଭିରାମ ସତପଥୀ। ଅଭିରାମଙ୍କ ଘର ଝାରସୁଗୁଡ଼ା ଜିଲା ଦୁର୍ଲଗା ଗ୍ରାମରେ। ଅବସର ପରେ ସେ ଅସୁସ୍ଥ ହୋଇପଡିଥିଲେ। ଏନେଇ ସେ...

ଟ୍ରକ୍‌ ଧକ୍କାରେ ଯୁବତୀଙ୍କ ଜୀବନଗଲା: ରାସ୍ତାରୋକୋ, ଉତ୍ତେଜନା

ବେଲପାହାଡ଼,୩୦।୧୦(ଡ଼ି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୁମାଡ଼େରା ମୁଖ୍ୟ ରାସ୍ତାରେ ବୁଧବାର ଏକ୍‌ ଟ୍ରକ୍‌ ଧକ୍କାରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟିଆର୍‌ଏଲ୍‌ କଲୋନୀରେ ରହୁଥିବା ଶ୍ରେୟା ଆଇଚ୍‌(୨୧)। ସୂଚନା ମୁତାବକ, ବାପା ଦେବାଶିଷ ଆଇଚ୍‌...

ଟ୍ରକ୍‌ ଚାଳକଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୧୩ ହଜାର

ଲଖନପୁର,୨୨।୨୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରମ୍ପେଲା ବ୍ରିଜ ନିକଟରେ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଜଣେ ଟ୍ରକ ଚାଳକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ତାଙ୍କ ନିକଟରୁ ୧୩ ହଜାର ଟଙ୍କା ଲୁଟିନେଇ ଫେରାର ହୋଇଯାଇଛନ୍ତି । ଆହତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri