ଝାରସୁଗୁଡ଼ା

ଏସ୍‌ପି ଅଫିସ ସମ୍ମୁଖରେ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ,୨୦।୧୦: ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦରେ ଝାରସୁଗୁଡା ଜିଲା ଭାଜପା ମହିଳା ମୋର୍ଚ୍ଚା ତରଫରୁ ସଭାନେତ୍ରୀ ରୀନା ପଟେଲଙ୍କ ନେତୃତ୍ୱରେ ବୁଧବାର ଏସ୍‌ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଘଟଣାରେ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତ…

ଝାରସୁଗୁଡ଼ାରେ ରେଳରୋକୋ: ଅଟକିଲା ଏକ୍ସପ୍ରେସ

ଝାରସୁଗୁଡ଼ା ଅଫିସ,୧୮।୧୦: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ଦିନିକିଆ ରେଳରୋକୋ ଡାକରା ଦିଆଯାଇଥିଲା। ଏହି ଅବସରରେ ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ତରଫରୁ ସଭାପତି ଭରତ ଅଗସ୍ତୀଙ୍କ ନେତୃତ୍ୱରେ ଝାରସୁଗୁଡ଼ା ରେଲଷ୍ଟେଶନରେ ରେଳରୋକୋ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ୩…

ପ୍ରସ୍ତାବିତ ପ୍ରକଳ୍ପକୁ ବିରୋଧ କଲେ ପଞ୍ଚାୟତବାସୀ

ଝାରସୁଗୁଡ଼ା ଅଫିସ,୧୮ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ତହସିଲ ଅନ୍ତର୍ଗତ ପରମାଣପୁର ପଞ୍ଚାୟତ କାଲିବାହାଲ ଗ୍ରାମ ନିକଟରେ ଏକ କେମିକାଲ ପ୍ରକଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରସ୍ତାବିତ ପ୍ରକଳ୍ପକୁ…

ଦୁର୍ଦ୍ଦାନ୍ତ ଅପରାଧିଙ୍କ ପୁଅ ଛୁରାମାଡ଼ କରି ଫେରାର

ଝାରସୁଗୁଡ଼ା ଅଫିସ୍‌, ୧୭।୧୦: ଝାରସୁଗୁଡା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧି ସୋନୁ ଘୋଷଙ୍କ ନାବାଳକଙ୍କ ପୁଅ ରବିବାର ପୁଣି ଜଣେ ଯୁବକଙ୍କୁ ଛୁରାମାଡ କରିଛନ୍ତି। ଫଳରେ ଯୁବକ ଜଣଙ୍କ ଆହତ ହୋଇ ପ୍ରଥମେ ମଣ୍ଡଲିଆ ସ୍ଥିତ ଏମ୍‌ସିଏଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ।…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ ବିଭାଗୀୟ…

କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଖୁସି ଖବର

ଝାରସୁଗୁଡ଼ା ଅଫିସ,୧୧ା୧୦: ଝାରସୁଗୁଡ଼ା ଜିଲାରେ କୋଭିଡ୍‌ରେ ଦୁଇ କରୋନା ଯୋଦ୍ଧା ଖବରଦାତା ଅମଜଦ୍‌ ବାଦଶାହା ଓ ଆଦିତ୍ୟ ସାହୁଙ୍କ ମୃତ୍ୟୁ ଘଟିଥିଲା। ସରକାରଙ୍କ ଘୋଷଣା ଅନୁଯାୟୀ ଉଭୟ ଖବରଦାତାଙ୍କ ପରିବାରକୁ ସହାୟତା ବାବଦରେ ୧୫ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି…

୨ ଭାଇ ଚଲାଉଥିଲେ ନକଲି ବିଦେଶୀ ମଦ କାରଖାନା

ଝାରସୁଗୁଡ଼ା ଅଫିସ,୧୦ା୧୦: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓ ବେଲପାହାଡ଼ ଅଞ୍ଚଳରେ ନକଲି ବିଦେଶୀ ମଦ ତିଆରି ଚାଲିଥିବା ନେଇ ଗୁଇନ୍ଦା ବିଭାଗ ସୂତ୍ରରୁ ଖବର ମିଳିଥିଲା। ସ୍ଥାନୀୟ ଅବକାରୀ ବିଭାଗକୁ ନ ଜଣାଇ ସମ୍ବଲପୁର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ସ୍କ୍ବାଡ୍‌…

ହୀରାକୁଦ ଜଳଭଣ୍ଡାରରେ ଗଲା ମତ୍ସ୍ୟଜୀବୀଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୯ା୧୦: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଛଡାରମା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରେ ଶନିବାର ଡଙ୍ଗାରୁ ଖସିପଡି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଙ୍ଗାଲି ଥାନା କଦମ୍ବଡିହି ଗ୍ରାମର ଜଗତ ଡନସେନା (୫୦)। ପୋଲିସ ମୃତଦେହ ଜବତ…

ଝାରସୁଗୁଡ଼ାରେ ଦ୍ୱିତୀୟ ଏନ୍‌ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର

ଝାରସୁଗୁଡ଼ା ଅଫିସ,୮ା୧୦: ଆକାଶ ବାହିନୀ ଦିବସ ଅବସରରେ ଶୁକ୍ରବାର ଝାରସୁଗୁଡ଼ାରେ ରାଜ୍ୟର ୨ୟ ଏନ୍‌ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହୋଇଛି। ସ୍ଥାନୀୟ ମାଳିମୁଣ୍ଡାସ୍ଥିତ ଷ୍ଟାଡିୟମରେ ଏହାର ଏକ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯାଇଛି। ରାଜ୍ୟ ଏନ୍‌ସିସି ଡେପୁଟି ଡାଇରେକ୍ଟର ଜେନେରାଲ…

ଅନୁପ ସାଏଙ୍କ ଡ୍ରାଇଭରଙ୍କୁ ମିଳିଲା ଜାମିନ

ବ୍ରଜରାଜନଗର, ୭ା୧୦(ଡି.ଏନ.ଏ.): ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଞ୍ଚଳରେ ମା’ କଳ୍ପନା ଦାଶ ଏବଂ ଝିଅ ବବ୍‌ଲି ଡବଲ ମର୍ଡର ଘଟଣାରେ ଗିରଫ ମୁଖ୍ୟ ଅଭିଯୁକ୍ତ ପୂର୍ବତନ ବିଧାୟକ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ବୁଧବାର ଛତିଶଗଡ଼ ବିଲାସପୁର…

ପ୍ରକଳ୍ପରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଉତ୍ତେଜନା

ଝାରସୁଗୁଡ଼ା ଅଫିସ,୬।୧୦ ଝାରସୁଗୁଡ଼ା ଜିଲା ବଡମାଲସ୍ଥିତ ଏସ୍‌ଏମ୍‌ସି ଆଇରନ ରୋଲିଂ ମିଲ ପ୍ରକଳ୍ପରେ ବୁଧବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକ ଜଣଙ୍କ ହେଲେ ଝାଡଖଣ୍ଡ ବାରାକୋଟାର ବନମାଳା ବୋଇପାଇ(୨୦)। ପ୍ରକଳ୍ପ ପରିସରରେ ଏକ କ୍ରେନ୍‌…

ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ଦେଲେ

ଝାରସୁଗୁଡ଼ା ଅଫିସ,୪ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଗୁଚ୍ଛାପାଲି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ତାଙ୍କର ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତ ମହିଳା ହେଲେ ସୁନିତା ବେହେରା (୨୩)। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?