ଝାରସୁଗୁଡ଼ା

ଇବ ନଦୀରେ ବୁଡି ନାବାଳକଙ୍କ ସଲିଳ ସମାଧି

ଝାରସୁଗୁଡା ଅଫିସ, ୨୨।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଇବ୍‌ ନଦୀର ଓପିଏମ ଘାଟରେ ଜଣେ ନାବାଳକ ବୁଡ଼ି ସଲିଳ ସମାଧି ଘଟିଛି। ମୃତ ନାବାଳକ ଜଣକ ହେଲେ ସ୍ଥାନୀୟ ଲମଟିବାହାଲର ୧୫ ବର୍ଷୀୟ ରିଣ୍ଟୁ ପୋଇରା। ଏନେଇ ବ୍ରଜରାଜନଗର…

କରୋନା ନେଲା ମା’ପୁଅଙ୍କ ଜୀବନ

ଲଇକେରା,୧୭ା୫: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକର ମା’ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବ୍ଲକ ମୁଖ୍ୟାଳୟର ମା’ ବୁଇ ବେହେରା(୮୯) ଓ ପୁଅ ବିଜୟ ବେହେରା(୬୯)। ମା’ପୁଅ କରୋନା ସଂକ୍ରମିତ ହୋଇ ଗତ ୮…

ଅନାଥ ଆଶ୍ରମରୁ ୧୦ ପଜିଟିଭ୍‌ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୧୬।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହି ସଂକ୍ରମଣ ଜିଲାର ବିଭିନ୍ନ ଅନୁଷ୍ଠାନରେ ବ୍ୟାପିବାରେ ଲାଗିଛି । ଏଭଳି ଗୋଷ୍ଠୀ ସଂକ୍ରମଣକୁ ନେଇ ଜିଲା ପ୍ରଶାସନ ଚିନ୍ତାରେ ପଡ଼ିଛି। ଏଭଳି ସ୍ଥିତିରେ ଶନିବାର…

ଝାରସୁଗୁଡ଼ା ଉପକାରାଗାରର ୬୮ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଜିଲାରେ ପ୍ରତିଦିନ ୩ ଶହରୁ ୫ଶହ ପଜିଟିଭ୍‌ ଚିହ୍ନଟ ହୋଉଛନ୍ତି। ଫଳରେ ଜିଲା ପ୍ରଶାସନ ପାଇଁ ଏହା ଚିନ୍ତାର କାରଣ ପାଲଟିଛି। ଏଭଳି ସ୍ଥିତିରେ ଶନିବାର ଝାରସୁଗୁଡ଼ା…

ଆଖିବୁଜିଲେ ପୁଣି ଜଣେ କରୋନା ଯୋଦ୍ଧା

ଝାରସୁଗୁଡା ଅଫିସ, ୧୧।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏଥିମଧ୍ୟରେ ଆକ୍ରାନ୍ତମାନେ ମଧ୍ୟ ପ୍ରତିଦିନ ପ୍ରାଣ ହରାଉଛନ୍ତି । ଫଳରେ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ଏଭଳି ସ୍ଥିତିରେ…

ମୃତ କୋଭିଡ୍‌ ଆକ୍ରାନ୍ତଙ୍କ ମୋବାଇଲ ଫୋନ୍‌ , ଟଙ୍କା ଲୁଟ୍‌

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ ନାମରେ ପୁଣି ଅଭିଯୋଗ ଆଣିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ। ସୋମବାର ମୃତ କରୋନା ରୋଗୀ ମଧୁସୂଦନ ବିଶ୍ୱାଳଙ୍କ ଶଳା ଶେଖର ଖମାରୀ ଝାରସୁଗୁଡ଼ା ଟାଉନ ଥାନାରେ ହସ୍ପିଟାଲ୍‌ ମ୍ୟାନେଜର ଦେବ ନାୟକଙ୍କ…

ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍‌ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ଉକ୍ତ ଅଞ୍ଚଳରେ ଅପରାଧୀମାନେ ଅସାମାଜିକ କାର୍ଯ୍ୟ ଘଟାଇ ଚାଲିଛନ୍ତି। ଏଠାରେ…

ଯୁବତୀଙ୍କୁ ଗଣବଳାତ୍କାର: ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ୍‌,୭।୫: ଝାରସୁଗୁଡ଼ାରେ ପୁଣି ଲଜ୍ଜା । ଏକ ପରିତ୍ୟକ୍ତ କୋଠାରେ ଜଣେ ଯୁବତୀଙ୍କୁ ଗଣବଳତ୍କାର କରାଯାଇଛି। ବର୍ତ୍ତମାନ ଏହାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ୍‌ ହୋଇଛି। ଲକ୍‌ଡାଉନ୍‌ ସମୟରେ ପୋଲିସ୍‌ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ହେଲେ…

ପୋଲିସ ଅଧିକାରୀଙ୍କ ପ୍ରତାରଣା: ଷ୍ଟାଫ୍‌ନର୍ସଙ୍କ ଆତ୍ମହତ୍ୟା

ଝାରସୁଗୁଡ଼ା ଅଫିସ,୫ା୫: ଖାକିରେ ପୁଣି ଲାଗିଛି କଳଙ୍କର ଦାଗ। ଝାରସୁଗୁଡ଼ା ଜିଲାର ଜଣେ ପୋଲିସ ଅଧିକାରୀଙ୍କ ପ୍ରତାରଣା ସହି ନ ପାରି ମହିଳା ଷ୍ଟାଫ୍‌ନର୍ସ ଆତ୍ମହତ୍ୟା କରିଛନ୍ତି। ଏ ନେଇ ବନହରପାଲି ଥାନା ପୋଲିସ ଏକ ମାମଲା(ନଂ.୫୪/୨୧) ରୁଜୁ କରି ତଦନ୍ତ…

୩୯ ପୋଲିସ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୫ା୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହାକୁ ମୁକାବିଲା କରିବା ପାଇଁ କରୋନା ଯୋଦ୍ଧା ଭାବେ ଜିଲା ପୋଲିସ ପ୍ରଶାସନ ଦିନରାତି ଏକ କରିଦେଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ, କୋଭିଡ୍‌ ସଚେତନତା, ଆମାନିଆଙ୍କୁ ସାବାଡ୍‌…

ଝାରସୁଗୁଡ଼ା କୋଭିଡ୍‌ ହସ୍ପିଟାଲରେ ଆକ୍ରାନ୍ତଙ୍କ ମୃତ୍ୟୁ: ଟଙ୍କା ପାଇଁ ହତ୍ୟା ଅଭିଯୋଗ କରି ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ମୃତକଙ୍କ ପୁଅ

ଝାରସୁଗୁଡ଼ା ଅଫିସ,୧।୫ ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁବରଣ କରିଛନ୍ତି। ତାଙ୍କର ସ୍ବାଭାବିକ ମୃତ୍ୟୁ ହୋଇନାହିଁ। ଟଙ୍କା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ମୃତକଙ୍କ ପୁଅ ପ୍ରଶାନ୍ତ ବିଶ୍ୱାଳ…

ସିଲ୍‌ ହେଲା ମଦ ଦୋକାନ

ବ୍ରଜରାଜନଗର,୨୮।୪: ପ୍ରଶାସନ ପକ୍ଷରୁ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତି, ବ୍ୟବସାୟ ପ୍ରତିଷ୍ଠାନ ଉପରେ ବୁଧବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି କ୍ରମରେ ତହସିଲଦାର ଦିଲୀପ ପ୍ରଧାନ, ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri