ଝାରସୁଗୁଡ଼ା

ଅନୁପ ସାଏଙ୍କ ଡ୍ରାଇଭରଙ୍କୁ ମିଳିଲା ଜାମିନ

ବ୍ରଜରାଜନଗର, ୭ା୧୦(ଡି.ଏନ.ଏ.): ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଞ୍ଚଳରେ ମା’ କଳ୍ପନା ଦାଶ ଏବଂ ଝିଅ ବବ୍‌ଲି ଡବଲ ମର୍ଡର ଘଟଣାରେ ଗିରଫ ମୁଖ୍ୟ ଅଭିଯୁକ୍ତ ପୂର୍ବତନ ବିଧାୟକ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ବୁଧବାର ଛତିଶଗଡ଼ ବିଲାସପୁର…

ପ୍ରକଳ୍ପରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଉତ୍ତେଜନା

ଝାରସୁଗୁଡ଼ା ଅଫିସ,୬।୧୦ ଝାରସୁଗୁଡ଼ା ଜିଲା ବଡମାଲସ୍ଥିତ ଏସ୍‌ଏମ୍‌ସି ଆଇରନ ରୋଲିଂ ମିଲ ପ୍ରକଳ୍ପରେ ବୁଧବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକ ଜଣଙ୍କ ହେଲେ ଝାଡଖଣ୍ଡ ବାରାକୋଟାର ବନମାଳା ବୋଇପାଇ(୨୦)। ପ୍ରକଳ୍ପ ପରିସରରେ ଏକ କ୍ରେନ୍‌…

ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ଦେଲେ

ଝାରସୁଗୁଡ଼ା ଅଫିସ,୪ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଗୁଚ୍ଛାପାଲି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ତାଙ୍କର ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତ ମହିଳା ହେଲେ ସୁନିତା ବେହେରା (୨୩)। ପୋଲିସ…

ବାର୍‌ହା ଶିକାର କରି ବିକୁଥିଲେ ମାଂସ

ଝାରସୁଗୁଡ଼ା ଅଫିସ,୩୦।୯: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କଣ୍ଢେଇକେଲା ଅଞ୍ଚଳରେ ବାର୍‌ହା ଶିକାର କରି ମାଂସ ବିକ୍ରି କରୁଥିବା ବେଳେ ୩ ଜଣ ଶିକାରୀଙ୍କୁ ବନ ବିଭାଗ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ମୁରଲିପାଲି ଗ୍ରାମର…

ଶିକ୍ଷକଙ୍କୁ ବୋକା ବନେଇ ନେଇଥିଲେ ୧୫ ଲକ୍ଷ

ଝାରସୁଗୁଡ଼ା ଅଫିସ,୨୮ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଏକ ଠକେଇ ଅଭିଯୋଗରେ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫକରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଶ୍ରୀପୁରା ଗ୍ରାମର ଲକ୍ଷ୍ମୀଧର ପୋଢ (୩୦)। ପୋଲିସ ତାଙ୍କ ନିକଟରୁ ନଗଦ ୪.୭ଲକ୍ଷ…

୭ ବର୍ଷ ପରେ ନାବାଳିକାଙ୍କୁ ମିଳିଲା ନ୍ୟାୟ

ଝାରସୁଗୁଡ଼ା ଅଫିସ,୨୮ା୯: ୭ ବର୍ଷ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲିଙ୍କୁ ମଙ୍ଗଳବାର ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କୋର୍ଟ। ଏଥି ସହ ଅଭିଯୁକ୍ତଙ୍କୁ ୨ ପୃଥକ୍‌ ଦଫାରେ ୫୦ ହଜାର ଟଙ୍କା…

ଧରା ପଡ଼ିଲେ ଜଣାଶୁଣା

ଝାରସୁଗୁଡା ଅଫିସ୍‌/ବ୍ରଜରାଜନଗର,୨୭।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ପୋଲିସ ସୋମବାର ଏକ ଜୁଆଆଡ୍ଡା ଉପରେ ଚଢାଉ କରି ୯ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରମେଶ ପ୍ରସାଦ, କୁନ୍ଦନ ସିଂହ, ରାଜ କିଶୋର ପ୍ରଧାନ, ରାଜେଶ୍ୱର ରାୟ, ହରେରାମ ପାଣ୍ଡେ,…

ତୃତୀୟ ଥରରେ ସଫଳତା

ଝାରସୁଗୁଡା ଅଫିସ, ୨୪।୯: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ)ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ଝାରସୁଗୁଡା ସରବାହାଲର ପରୀକ୍ଷାର୍ଥୀ ରୀନା ପ୍ରଧାନ ୧୯୪ ରାଙ୍କରେ ଉତିନ୍ନ ହୋଇଛନ୍ତି। ଏହା ପ୍ରକାଶ ପାଇବା ପରେ ଝାରସୁଗୁଡା ଜିଲାରେ ଖୁସିର ଲହରୀ ଖେଳି…

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ ଜିଲା ବିଜେପୁର ତାଳପଦର ଗ୍ରାମର ଯୁଧିଷ୍ଠିର ପ୍ରଧାନ(୩୬)। ତାଙ୍କ ନିକଟରୁ ପୋଲିସ ୨ମୋବାଇଲ୍‌, ୨ସିମ୍‌,…

ପୂରା ପରିବାର ଚାଲିଗଲେ: କାଲି ମା-ଦୁଇ ଝିଅଙ୍କର ମିଳିଥିଲା ମୃତଦେହ, ଆଜି କୂଅରୁ ମିଳିଲା ବାପାଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ାରେ ବୁଧବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ମା, ୨ ଝିଅଙ୍କୁ ହତ୍ୟା କରାଯାଇଥିଲା। ତଣ୍ଟିଚିପି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମୃତକଙ୍କ ମଧ୍ୟରେ…

ଗୋଟିଏ ପରିବାରର ମା’-ଝିଅଙ୍କ ସମେତ ୩ ଜଣଙ୍କୁ ହତ୍ୟା, ବେକରେ ରହିଛି ନଖ ଚିହ୍ନ

ଝାରସୁଗୁଡ଼ା ଅଫିସ,୨୨ା୯: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ା ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ମା-ଝିଅଙ୍କ ସମେତ ୩ ଜଣଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ମଧ୍ୟରେ ନାରାୟଣ ପୋଦାରଙ୍କ ସ୍ତ୍ରୀ ସୋନି ପୋଦାର(୩୦),ବଡ ଝିଅ ରାଧିକା(୫)…

ଚିକିତ୍ସା ଅଭାବରୁ ଚାଲିଗଲା ମା’ -ଶିଶୁଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୨୧ା୯: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ପ୍ରସବ ପରେ ଜଣେ ପ୍ରସୂତି ଓ ନବଜାତ ଶିଶୁର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲୋକେ ଚିକିତ୍ସା ଅବହେଳା ପାଇଁ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ କରି ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?