ଝାରସୁଗୁଡ଼ା

ଜାମତରା ଲିଙ୍କ୍‌ରେ ଝାରସୁଗୁଡ଼ାର ସାଇବର୍‌ ଅପରାଧି

ଝାରସୁଗୁଡ଼ା ଅଫିସ,୧୦ା୯: ଝାରସୁଗୁଡ଼ା ପୋଲିସ ଆଉ ଏକ ଆନ୍ତଃ ରାଜ୍ୟ ସାଇବର୍‌ କ୍ରାଇମ୍‌ ରହସ୍ୟ ଉନ୍ମୋଚନ କରିଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫଙ୍କ ମଧ୍ୟରେ ପଶ୍ଚିମବଙ୍ଗର ମୂଳବାସିନ୍ଦା ଝାରସୁଗୁଡ଼ା କାଳୀମନ୍ଦିର ରୋଡ୍‌ରେ…

ରାଜ୍ୟ ସାରା ବୁଲିିବୁଲି ଲୁଟୁଥିଲେ

ଝାରସୁଗୁଡ଼ା ଅଫିସ,୯ା୯: ଝାରସୁଗଡ଼ା ପୋଲିସ ୨ ଆନ୍ତଃ ଜିଲା ଲୁଟେରାଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ବତୀଗାଁର ବିକ୍ରମ ବିଶ୍ୱାଳ(୩୫) ଓ ଢେଙ୍କାନାଳ ଚାନ୍ଦମାରୀ ସାହିର ଅଜୟ ବେହେରା(୪୬)। ଏମାନଙ୍କ…

୨୧ ହଜାର ଟଙ୍କା ସହ ଧରାପଡ଼ିଲେ

ଝାରସୁଗୁଡା ଅଫିସ, ୬।୯: ଝାରସୁଗୁଡା ଟାଉନ ଥାନା ଅନ୍ତର୍ଗତ ପୁରୁଣାବସ୍ତି ଶୁଖୁଆ ଗୋଦାମ ନିକଟରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ସୋମବାର ଚଢାଉ କରି ୬ଜୁଆଡିଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ତେଲିଭଟାର ସୌରଭ ଅହମ୍ମଦ(୨୭), ପାୱାର…

ବାଜା ବଜେଇ ୪ ଅଲିମ୍ପିଆନଙ୍କୁ ଗାଁକୁ ନେଲେ

ଝାରସୁଗୁଡ଼ା ଅଫିସ,୨୧ା୮: ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ଗୌରବ ଆଣିଥିବା ରାଜ୍ୟର ୪ଜଣ ଖେଳାଳି ପୁରୁଷ ହକି ଦଳର ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ ଓ ମହିଳା ହକି ଦଳର ଦୀପ୍‌ ଗ୍ରେସ୍‌ ଏକ୍କା, ନମିତା ଟପ୍ପୋ ନିଜ ଜନ୍ମମାଟି ସୁନ୍ଦରଗଡ଼…

ଦୁର୍ଘଟଣାରେ ଗଲା ଶିଶୁକନ୍ୟାଙ୍କ ଜୀବନ, ଟ୍ରକ ଜାଳି ଦେଲେ ଲୋକେ

ଝାରସୁଗୁଡ଼ା ଅଫିସ,୨୦।୮: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ରାସ୍ତାର ଛତ୍ରିଆକଣ୍ଟା ଗ୍ରାମ ନିକଟରେ ଶୁକ୍ରବାର ରାତିରେ ଏକ ମାଲବୋଝେଇ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ୫ ବର୍ଷୀୟା ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ। ମୃତକ…

ସିଲିଣ୍ଡରରେ ପାଣି ପୂରାଇ ଲୁଟୁଥିଲେ ଗ୍ୟାସ

ଝାରସୁଗୁଡ଼ା ଅଫିସ,୧୮ା୮: ପରିବହନ ଗାଡ଼ିରୁ ଗ୍ୟାସ୍‌ ସିଲିଣ୍ଡର ବାହାର କରି ପାଣିଭର୍ତ୍ତି ସିଲିଣ୍ଡର ବୋଝେଇ କରି ରପ୍ତାନି କରାଯାଉଥିଲା। ଏଭଳି ଅଭିନବ ଉପାୟରେ ଗ୍ୟାସ୍‌ ଚୋରି ଘଟଣାର ରହସ୍ୟ ଉନ୍ମୋଚନ କରିଛି ଝାରସୁଗୁଡ଼ା ପୋଲିସ। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ…

ଦେଶୀ ବନ୍ଧୁକ ଧରି ଅବାଧରେ ବୁଲୁଥିଲେ; ବାନ୍ଧିଲା ବ୍ରଜରାଜନଗର ଥାନା ପୋଲିସ

ଝାରସୁଗୁଡା ଅଫିସ, ୧୦।୮: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଜବତ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ରାଜପୁର ଗ୍ରାମର ମନୋଜ କିଷାନ(୩୪)। ଏନେଇ…

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ନାବାଳକ ପୁଅର ଛୁରା ମାଡରେ ଜଣେ ଗୁରୁତର

ଝାରସୁଗୁଡ଼ା ଅଫିସ,୪।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ନାବାଳକ ପୁଅ ଓ ତାଙ୍କ ସହଯୋଗୀଙ୍କ ଛୁରା ମାଡରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ହେଲେ ଚୂନାଭଟାର ପିଙ୍କୁ…

ଭାଇ ବାହାଘର ପାଇଁ ଶପିଂ ମଲ୍‌ରୁ କରିଥିଲେ ଚୋରି, ଏବେ ଏମିତି ପଡ଼ିଲେ ଧରା

ଝାରସୁଗୁଡ଼ା ଅଫିସ,୩୦ା୭: ସହରରେ ଥିବା ଏକ ଶପିଂ ମଲ୍‌ରୁ ରବିବାର ରାତିରେ ନଗଦ ଲକ୍ଷାଧିକ ଟଙ୍କା ସହ କେତେକ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିଲା। ଏନେଇ ମଲ୍‌ ମ୍ୟାନେଜର୍‌ ସମୀର ବିଶ୍ବାଳ ଗତ ସୋମବାର ଝାରସୁଗୁଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ…

ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢାଉ

ଝାରସୁଗୁଡା ଅଫିସ, ୨୦।୭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ପଲିଟେକନିକ କଲେଜର ମେକାନିକାଲ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ରାୟଙ୍କ ଝାରସୁଗୁଡା ଘର ସମତେ ୪ ସ୍ଥାନରେ ମଙ୍ଗଳବାର ଏକ ସଙ୍ଗେ ଭିଜିଲାନ୍ସ ଚଢାଉ ଜାରି ରହିଛି। ଚଢାଉ…

ସାଙ୍ଗ ନିକଟରେ ଲକ୍ଷାଧିକ ଟଙ୍କା ଥିବା ଜାଣି, ନୃଶଂସ ସାଜିଥିଲେ ଅଭିଯୁକ୍ତ

ଝାରସୁଗୁଡ଼ା ଅଫିସ,୧୮।୭ : ଝାରସୁଗୁଡା ବେହେରାମାଲ ଦୁର୍ଗା ମନ୍ଦିର ନିକଟ ଗଳିରେ ଗୁରୁବାର ବିପିନ ସାହା ନାମକ ଯୁବକଙ୍କୁ ହତ୍ୟାକରି ଅଭିଯୁକ୍ତ ଫେରାର ହୋଇଯାଇଥିଲା । ପୋଲିସ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି । ଏଥିରେ ସମ୍ପୃକ୍ତ ମୃତ ଯୁବକଙ୍କ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇ ଚାଲିଗଲେ ଅଭିଯୁକ୍ତ

ଝାରସୁଗୁଡ଼ା ଅଫିସ,୧୬ା୭: ଝାରସୁଗୁଡ଼ା ବେହେରାମାଲସ୍ଥିତ ମୁଡିମିଲ ଗଳିରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ରକ୍ତାକ୍ତ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ବିପିନ ସାହା(୩୨। ତଙ୍କ ଘର ସ୍ଥାନୀୟ ପୁରୁଣାବସ୍ତିରେ। ତାଙ୍କ ନିକଟରୁ ପୋଲିସ ୭୪ ହଜାର ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?