ଝାରସୁଗୁଡ଼ା

ତ୍ରିରଙ୍ଗା ପତାକାରେ ନାହିଁ ଅଶୋକ ଚକ୍ର ଚିହ୍ନ: ଖୋଲାଖୋଲି ସମ୍ଭିଧାନ

ଝାରସୁଗୁଡ଼ା,୨୬ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ରେଳଷ୍ଟେଶନ ପରିସରରେ ଉଡୁଥିବା ତ୍ରିରଙ୍ଗା ପତାକାରେ ଅଶୋକ ଚକ୍ର ଚିହ୍ନ ନାହିଁ। ଏହାକୁ ତୁରନ୍ତ ପରିବର୍ତ୍ତନ କରିବା ଝାରସୁଗୁଡାର ଟିମ୍‌ ସେଭ୍‌ ସଦସ୍ୟମାନେ ଝାରସୁଗୁଡ଼ା ରେଲୱେ ଷ୍ଟେଶନ ମାଷ୍ଟରଙ୍କୁ ବୁଧବାର ଅପରାହ୍ନରେ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ…

ଝାରସୁଗୁଡ଼ା ସାରସମାଲ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଚୋରି, କବାଟ ତାଡ଼ି ଲୁଟିନେଲେ ଲକ୍ଷାଧିକ….

ଝାରସୁଗୁଡା,୨୪।୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡ଼ା ସହର ଉପକଣ୍ଠ ସାରସମାଲ ସ୍ଥିତ ଅର୍ବାନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ କବାଟ ତାଡ଼ି ବ୍ୟାପକ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତମାନେ ମୁଖ୍ୟ ଫାଟକର ତାଲା ଭାଙ୍ଗି ଭିତରକୁ…

ଦିନକ ପରେ ଥିଲା କାଶୀରାମଙ୍କ ତୃତୀୟ ବିବାହ ବାର୍ଷିକୀ: ଲିଭିଗଲା ଜୀବନଦୀପ

ଝାରସୁଗୁଡା/ ଲଖନପୁର,(ଆଶିଷ ରଞ୍ଜନ ଦାଶ /ଗୌତମ ସାହୁ/)୨୩।୨:ଜାତୀୟ ରାଜପଥ ୪୯ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପାଞ୍ଚ ଜଣ ପୋଲିସ କର୍ମଚାରୀଙ୍କ ମଧ୍ୟରେ ରହିଛନ୍ତି ଲଖନପୁର ବ୍ଲକ ସରେଇପାଲି ଗ୍ରାମର କାଶୀରାମ ଭୋଇ। ବାପା ଟିକେଶ୍ୱର ଏବଂ ମାଁ…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ ବୋଲେରୋ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୫…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିଛନ୍ତି। ଦେଓ ସାକ୍ଷ୍ୟ ପ୍ରଦାନ ବେଳେ କହିଛନ୍ତି,…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ଗୋବିନ୍ଦ ଭୋଇ(୬୧)ଙ୍କ ସ୍ତ୍ରୀ ରୁକ୍ମିଣୀ ଭୋଇ(୫୫)। ଖବର ପାଇ ବ୍ରଜରାଜନଗର ଏସ୍‌ଡ଼ିପିଓ ଚିନ୍ତାମଣି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ ମୃତ୍ୟୁ ହୋଇଛି । ଆଉ କିଛି ଦିନ ପରେ ବିବାହ ହୋଇଥାନ୍ତା, ହେଲେ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି ଲରା ଟ୍ରେନ୍‌ଲାଇନରେ ରବିବାର ପୂର୍ବାହ୍ନରେ ଯାଉଥିବା ସମୟରେ ଏକ ଖାଲି ଟ୍ରେନ୍‌ ତାଙ୍କୁ…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର ଝାରସୁଗୁଡା ଗସ୍ତରେ ଆସିଛନ୍ତି । ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟରେ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି। ମୃତକ…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି ଉକ୍ତ ହୋଟେଲ ସମ୍ମୁଖରେ ଅଟକିଥିଲା। ସେତିକିବେଳେ ଶଟ୍‌ ସର୍କିଟ ଯୋଗୁ କାର୍‌ ଭିତରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ ବ୍ରଜରାଜନଗର ଏସଡିପିଓ ଚିନ୍ତାମଣି ପ୍ରଧାନ, ଥାନାଧିକାରୀ ଧବଳେଶ୍ୱର ସାହୁ ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?