ଝାରସୁଗୁଡ଼ା

ପଥର ଖାଦାନରେ ବିସ୍ଫୋରଣ

ଲଖନପୁର,୨୮।୨: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସେନାମାଲ ପଥର ଖାଦାନରେ ବିସ୍ଫୋରଣ ଘଟି ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଦିମାଲ ଗ୍ରାମର ହରେକୃଷ୍ଣ ଭୋଇ(୩୬)। ଖବର ପାଇ ବନହରପାଲି ଥାନା ଓ କୁମ୍ଭାରବନ୍ଧ ଫାଣ୍ଡି ପୋଲିସ ବେଲପାହାଡ ଜାହାଙ୍ଗୀର…

ଛତିଶଗଡ଼ କବ୍‌ଜାରେ ମହୁଲପାହାଡ଼

ଲଖନପୁର,୨୬।୨(ଡି.ଏନ୍‌.ଏ.): ଓଡିଶା-ଆନ୍ଧ୍ରପ୍ରଦେଶ ସୀମାରେ ଥିବା କୋରାପୁଟ ଜିଲା କୋଟିଆ ପଞ୍ଚାୟତକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ଦେଖାଦେଇଛି ସୀମା ବିବାଦ। ଏ ନେଇ ଚଳିତ ବିଧାନସଭାରେ ବିରୋଧୀ ଦଳଗୁଡିକ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଫଳରେ ରାଜ୍ୟ ସୀମାରେ ଥିବା ସୀମାନ୍ତବର୍ତ୍ତୀ ଗ୍ରାମବାସୀଙ୍କ…

ବେଲପାହାଡ଼ ପୌର ପରିଷଦ କର୍ମଚାରୀଙ୍କୁ କୋଭିଡ୍‌ ଟିକା

ବେଲପାହାଡ଼,୯।୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରପରିଷଦ କର୍ମଚାରୀଙ୍କ ପାଇଁ ମଙ୍ଗଳବାର କୋଭିଡ୍‌ ୧୯ ଟିକାକାରଣ ଆରାମ୍ଭ ହୋଇଛି । ଏଥିପାଇଁ ପୌର କାର୍ଯ୍ୟାଳୟରେ ପଞ୍ଜୀକାରଣ କକ୍ଷ, ପ୍ରତୀକ୍ଷା କକ୍ଷ, ଟିକାକରଣ କକ୍ଷ ଓ ଟିକାକରଣ ପରବର୍ତ୍ତୀ ପାର୍ଶ୍ୱ ପ୍ରତୀକ୍ଷା ପରିଚାଳନା କକ୍ଷର…

ଭିଜିଲାନ୍ସ ହାତରେ କୋଟିପତି ଅବକାରୀ ଏସ୍‌ଆଇ

ସମ୍ବଲପୁର,୧ା୨(ବ୍ୟୁରୋ): ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅବକାରୀ ବିଭାଗରେ କାର୍ଯ୍ୟରତ ଏସ୍‌ଆଇ ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଅଧିକାରୀମାନେ ବେଲପାହଡ଼ ସ୍ଥିତ କାର୍ଯ୍ୟାଳୟ ସମେତ ସମ୍ବଲପୁର ଏସ୍‌ଆର୍‌ଆଇଟି କଲୋନୀ କଲ୍ୟାଣ ନଗରର ନିଜସ୍ବ…

ଧାନ ରଖି ରାଜପଥ ଅବରୋଧ କଲେ ଚାଷୀ

ଲଖନପୁର,୨୫।୧: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ସେବା ସମବାୟ ସମିତିର ଚାଷୀଙ୍କୁ ଟୋକନ ପ୍ରଦାନରେ ଅବହେଳା କରାଯାଇଛି। ଫଳରେ ସମିତିର ୧୭୨ଜଣ ଚାଷୀ ଧନ ବିକ୍ରି କରିବାରୁ ବଞ୍ଚିତ ହୋଇଛନ୍ତି । ଏନେଇ ଚାଷୀମାନେ ଚାଷୀ ସମବାୟ ବିଭାଗ, ଯୋଗାଣ…

ବର୍ଷେ ପରେ ମିଳିଲା ପରିଚୟ: ପରିବାର ସହ ଆସାମ ଗଲେ ମହିଳା

ଲଖନପୁର,୨୪।୧: ଝାରସୁଗଡ଼ା ଜିଲା କଣ୍ଟାପାଲିଠାରେ ଜିଲା ପ୍ରଶାସନ ତରଫରୁ ଜିଲା ଖଣିଜ ପାଣ୍ଠି ଅନୁଦାନରେ ଏକ ମାନସିକ ଅନଗ୍ରସର (ମହିଳା)ଙ୍କ ଥଇଥାନ ପାଇଁ ମିଶନ ଆଶ୍ରା ନାମକ ଏକ ଆଶ୍ରୟ ସ୍ଥଳୀ ଖୋଲାଯାଇଛି। ଏହି ଆଶ୍ରୟ ସ୍ଥଳୀକୁ ପରିଚାଳନା କରୁଛି ପିପୁଲ୍‌ସ…

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି…

୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ

ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜନ୍ମମୃତ୍ୟୁ ପଞ୍ଜୀକରଣ ପାଇଁ ୧୧ ଟଙ୍କା…

ବିଷ ପିଇଲେ ପ୍ରେମୀଯୁଗଳ

ଲଖନପୁର,୧୬ା୧(ଡି.ଏନ୍‌.ଏ.): ପାରିବାରିକ ସ୍ବୀକୃତି ନ ମିଳିବାରୁ ଶେଷରେ ଆମତ୍ହତ୍ୟା ଭଳି ଚରମ ନିଷ୍ପତ୍ତି ନେଇ ବିଷପାନ କରିଥିଲେ ପ୍ରେମୀଯୁଗଳ। ହେଲେ ଏଥିରେ ପ୍ରେମିକଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରେମିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ କୋଭିଡ୍‌…

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୩ା୧(ଡି.ଏନ୍‌.ଏ.): ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ…

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ଼ ଏମ୍‌ପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri