ଝାରସୁଗୁଡ଼ା

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ସନ୍ୟାସୀପାଲି ଗ୍ରାମର ଦୀନବନ୍ଧୁ ମାଝି (୫୦)। ସ୍ଥାନୀୟ ଲୋକେ…

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ ପୁଅ…

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା ଜିଲା ଭେଷଜ ନୀରିକ୍ଷଣ ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ଜିଲାର ବିଭିନ୍ନ ଔଷଧ…

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ…

ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା…

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦ ତାରିଖରେ ମୃତ୍ୟୁ ଘଟିଥିଲା। ବୃଦ୍ଧ ନନ୍ଦଲାଲ୍‌ଙ୍କ ନିକଟରୁ ସୁନାଚେନ୍‌ ଓ ୧୦ ହଜାର ଟଙ୍କା…

ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା

ଝାରସୁଗୁଡା ଅଫିସ୍‌,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାର ଅନାଥଙ୍କୁ ସୁରକ୍ଷା ଦେବା ପାଇଁ ଆଗେଇ ଆସିଛନ୍ତି।…

ଗାଈ ଗୋଠରେ ବଜ୍ରପାତ

ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ ମୃତ୍ୟୁ ଘଟିଛି। ଗାଁ ଲୋକଙ୍କ କହିବା ମୁତାବକ, ଏକ ମହୁଳ ଗଛ ମୂଳରେ ଗାଈ…

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ…

ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର ନାବାଳକ ପୁଅଙ୍କୁ ବାଡିରେ ମାଡ଼ ମାରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରଲା…

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ କରିବା ପାଇଁ ଜିଲାରେ ୧୭ଟି ସ୍କ୍ବାର୍ଡ ଗଠନ କରାଯାଇଛି। ଏଥିରେ ମାଜିଷ୍ଟ୍ରେଟ୍‌, ପ୍ରଶାସନିକ ଅଧିକାରୀ…

ଗାଡ଼ି ଯାଞ୍ଚ ବେଳେ ଗୁଳି ଭର୍ତ୍ତି ବନ୍ଧୁକ ସହ ଚାଳକ ଗିରଫ

ଝାରସୁଗୁଡା ଅଫିସ୍‌,୨୮।୫: ଝାରସୁଗୁଡା ଜିଲା ବନ୍ଧବାହାଲ ଫାଣ୍ଡି ଅଧିକାରୀ ଅଶୋକ ଦାସ ଶୁକ୍ରବାର ସନ୍ଧ୍ୟାରେ ଲକ୍‌ଡାଉନ ପାଇଁ ସ୍ଥାନୀୟ ସ୍ବାଧୀନ କମ୍ପ୍ଲେକ୍ସ ନିକଟରେ ଯାନବାହାନ ଯାଞ୍ଚ କରୁଥିଲେ। ସେତିକିବେଳେ ଜଣେ ବାଇକ୍‌ ଚାଳକ ପହଞ୍ଚି ଥିଲେ। ପୋଲିସ ଯାଞ୍ଚ ବେଳେ ତାଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?