ଓପିଜିସି ପ୍ରକଳ୍ପ ଫାଟକ ସମ୍ମୁଖରେ ବିକ୍ଷୋଭ
ଲଖନପୁର,୧୬।୨୦(ଡି.ଏନ୍.ଏ): ୧୧ଦଫା ଦାବି ନେଇ ଓପିଜିସିର ଅଧିକାରୀ ଓ କର୍ମଚାରୀମାନେ ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ଓ ବନହରପାଲିସ୍ଥିତ ଇବ ଥର୍ମାଲ ପ୍ରକଳ୍ପ ଫାଟକ ସମ୍ମୁଖରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଧ୍ୟାହ୍ନ ଭୋଜନ ସମୟରେ ୧୫ ମିନିଟ୍ ଏହି ଆନ୍ଦୋଳନ ହୋଇଛି।…
ଦୀର୍ଘ ୭ ମାସ ପରେ ଖୋଲିଲା ଆହାର କେନ୍ଦ୍ର
ବେଲପାହାଡ଼,୨ା୧୧(ଡି.ଏନ୍.ଏ.): ଦୀର୍ଘ ୭ ମାସ ଧରି କରୋନା ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ବେଲପାହାଡ଼ ଆହାରକେନ୍ଦ୍ର ସୋମବାରରୁ ପୁନଃ ଖୋଲିଛି। ଏହି ଅବସରରେ ଝାରସୁଗୁଡ଼ା ଉପଜିଲାପାଳ ଶିବ ଟପ୍ପୋ, ବେଲପାହାଡ଼ ପୌରପରିଷଦର ପୂର୍ବତନ ପୌରାଧ୍ୟକ୍ଷ ପର୍ଶୁରାମ ସାହୁ, କାଉନସିଲର କୈଳାସ ଚନ୍ଦ୍ର…
ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଡେପୁଟୀ କଲେକ୍ଟର ଗିରଫ
ଲଖନପୁର,୨୯।୯(ଡି.ଏନ.ଏ): ସ୍ତ୍ରୀଙ୍କୂୁ ନିର୍ଯାତନା ଦେବା ଅଭିଯୋଗରେ ବୌଦ୍ଧ ଡେପୁଟୀ କଲେକ୍ଟର ଶରତ କୁମାର ବାଗଙ୍କୁ ଝାରସୁଗୁଡା ଟାଉନ ଥାନା ପୋଲିସ ଗିରଫ କରିଛି। ଏହାପରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଏସ୍ଡିପିଓ କୈଳାଶ ଆଚାର୍ଯ୍ୟ କହିଛନ୍ତି। ଗତ…
ଓପିଜିସି ପ୍ରକଳ୍ପରେ ଦୁର୍ଘଟଣା ଘଟଣା: ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଲେ ଗଞ୍ଜାମର ଠିକା ଶ୍ରମିକ, କ୍ଷତିପୂରଣ ଦାବି
ଲଖନପୁର,୧୮।୯(ଡି.ଏନ୍.ଏ.)- ଓଡ଼ିଶା ବିଦ୍ୟୁତ ଉପ୍ତାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ ତାପଜ ବିଦ୍ୟୁତ୍ କେନ୍ଦ୍ରର ୩ୟ ୟୁନିଟ ଇଏସ୍ପି ହପର୍ ଖସି ପଡିବା ଫଳରେ ଗରମ ପାଉଁଶ ପଡି ୬ଜଣ ଠିକା ଶ୍ରମିକ ପୋଡି ଯାଇ ଆହତ ହୋଇଥିଲେ । ଗତ ୫ତାରିଖରେ…
ଓପିଜିସି ପ୍ରକଳ୍ପରେ ଅଘଟଣ: ଗରମ ପାଉଁଶ ପଡ଼ି ୬ ଶ୍ରମିକ ଆହତ
ଲଖନପୁର,୬ା୯: ଓଡ଼ିଶା ବିଦ୍ୟୁତ୍ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ୍ ତାପଜ ବିଦ୍ୟୁତ୍ କେନ୍ଦ୍ରରେ ଶନିବାର ରାତିରେ ଦୁର୍ଘଟଣା ଘଟି ୬ ଠିକାଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଇବ୍ଥର୍ମାଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକତ୍ସା କରାଯାଇଥିଲା। ଏଥିମଧ୍ୟରୁ ୩ ଶ୍ରମିକଙ୍କ…
ଓପିଜିସିର ପ୍ରଥମ ୟୁନିଟ୍ ବନ୍ଦ: ୨୧୦ ମେଗାୱାଟ ବିଦ୍ୟୁତ୍ ଉପ୍ତାଦନ ବାଧାପ୍ରାପ୍ତ
ଲଖନପୁର,୪।୯(ଡି.ଏନ୍.ଏ.): ଓଡ଼ିଶା ବିଦ୍ୟୁତ୍ ଉପ୍ତାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ ଥର୍ମାଲ ପ୍ରଥମ ୟୁନିଟକୁ ଗୁରୁବାର ବନ୍ଦ କରାଯାଇଛି। ଯାନ୍ତ୍ରିକ ତ୍ରୁଟି ଲାଗି ପ୍ରକଳ୍ପ କର୍ତ୍ତୃପକ୍ଷ ଗୁରୁବାର ବିଳମ୍ବିତ ରାତିରେ ସମ୍ପୃକ୍ତ ୟୁନିଟକୁ ବନ୍ଦ କରିଦେଇଛନ୍ତି। ଫଳରେ ଏଥିରୁ ଉପ୍ତାଦନ ହେଉଥିବା ୨୧୦…
ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ
ଲଖନପୁର, ୨।୯(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବୁଧବାର ଏକସଙ୍ଗେ ଚଢାଉ କରାଯାଇଛି। ଏଥି ମଧ୍ୟ ବ୍ରଜରାଜନଗର ପୌର କାର୍ଯ୍ୟାଳୟ, ଝାରସୁଗୁଡା ମଙ୍ଗଳ…
ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍ଡାଉନ୍
ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ…
ଅନୁପ ସାଏଙ୍କୁ କରୋନା
ଝାରସୁଗୁଡ଼ା ଅଫିସ,୨୬।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା। ଏନେଇ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜେଲ୍ ଅଧିକ୍ଷକ ଏନ୍.କେ. ତେହରିଆ ବୁଧବାର ସ୍ପଷ୍ଟ କରିଛନ୍ତି। ପ୍ରକାଶ ଯେ, ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାସ ଏବଂ ତାଙ୍କ ଝିଅ…
ଅନୁପ ସାଏ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ମଙ୍ଗଳବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ ଜେଲ କର୍ତ୍ତୃପକ୍ଷ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ…
ଝାରସୁଗୁଡା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ
ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍କରି ସୂଚନା…
ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିବ ବିମାନ
ଝାରସୁଗୁଡ଼ା ଅଫିସ,୨୧ା୮: ପଶ୍ଚିମ ଓଡ଼ିଶା ପାଇଁ ଖୁସି ଖବର। ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆସନ୍ତା ଅକ୍ଟୋବର ୨୫ ପରେ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ। ଏ ନେଇ ଝାରସୁଗୁଡ଼ା ବିମାନ ବନ୍ଦରର ନିର୍ଦ୍ଦେଶକ କିଶୋର ସେନାପତି ସୂଚନା ଦେଇଛନ୍ତି।…
Archives


