ଝାରସୁଗୁଡ଼ା

ପ୍ରେମୀଯୁଗଳଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ

ଝାରସୁଗୁଡ଼ା ଅଫିସ,୧୪ା୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡାର ଏକ ବନ୍ଦ କୋଠରିରୁ ପୋଲିସ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେମାନେ ହେଲେ ସୁବ୍ରତ କିଷାନ (୨୭) ଓ ସମ୍ବଲପୁର ଜିଲା ଠେଲକୋଲି ଥାନା ଗୁମକାରମା ଗ୍ରାମର…

ଯାତକ ମେଳ ନ ଖାଇବାରୁ ବିବାହ ଭାଙ୍ଗିଦେଲେ ପରିବାର ଲୋକେ, ଏମିତି ଚରମ ପଦକ୍ଷେପ ନେଲେ ପ୍ରେମୀଯୁଗଳ

ଝାରସୁଗୁଡା ଅଫିସ,୧୩।୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡ଼ା ଏକ ବନ୍ଦ କୋଠରୀ ଭିତରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବନହରପାଲି ଥାନାରେ…

ଓପିଜିସିର ୨ ୟୁନିଟ୍‌ ବନ୍ଦ: ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ବୁଢ଼ିପଦର ଗ୍ରୀଡ୍‌ରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେବା ପରେ ବନହରପାଲି ସ୍ଥିତି ଓ ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ୨ଟି ୟୁନିଟ୍‌ ଗୁରୁବାର ଅପରାହ୍ନ ୨ଟା ବନ୍ଦ ହୋଇଯାଇଛି। ଏହି ୟୁନିଟ୍‌ ଦ୍ୱୟ ବନ୍ଦ ହେବା ଫଳରେ ୪୨୦…

ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ବେଦାନ୍ତ ପ୍ରକଳ୍ପ ସମ୍ମୁଖରେ କାତିକେଲାବାସୀଙ୍କ ଆନ୍ଦୋଳନ

ଝାରସୁଗୁଡା ଅଫିସ, ୮।୪: ଝାରସୁଗୁଡା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ ପ୍ରକଳ୍ପ ଫାଟକ ସମ୍ମୁଖରେ କାତିକେଲାବାସୀ ଗୁରୁବାର ସକାଳ ୬ଟାରୁ ଧାରଣା ଦେଇଛନ୍ତି। ପାଉଁଶ ପୋଖରୀ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା କାତିକେଲାବାସୀ ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ଏହି ଆନ୍ଦୋଳନ କରିତିବା ଜଣାପଡ଼ିଛି।…

ଧରାପଡ଼ିଲା ଆଉ ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍‌

ଝାରସୁଗୁଡ଼ା ଅଫିସ,୭ା୪: କିଛିଦିନର ବ୍ୟବଧାନ ପରେ ଝାରସୁଗୁଡା ଜିଲା ପୋଲିସ ପୁଣି ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍‌ର ପର୍ଦ୍ଦାଫାଶ କରି ୩ଜଣଙ୍କୁ ଗିରଫ କରିଛି। ଗତ ଫେବୃୟାରୀ ମାସରେ ବେଲପାହାଡର ଯୁବତୀ ନୀତା ଛତରଙ୍କୁ କୌନ ବେନେଗା କରୋଡପତିରେ ୩୫ଲକ୍ଷ ଟଙ୍କା…

ପରିବା ଢାଳି ରାସ୍ତା ଅବରୋଧ

ଝାରସୁଗୁଡ଼ା ଅଫିସ,୭ା୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ୩ ସପ୍ତାହ ପାଇଁ ଜିଲାର ୭୭ ସାପ୍ତାହିକ ବଜାର ବନ୍ଦ ଘୋଷଣା କରିଛନ୍ତି। ଏହାକୁ ନେଇ ବ୍ୟବସାୟୀ ଓ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଝାରସୁଗୁଡା ବଜାରରେ ଏହାର ପ୍ରତିଫଳନ…

କୋଭିଡ୍‌ ଗାଇଡ୍‌ଲାଇନ ନ ମାନିବାରୁ ସିଲ୍‌ ହେଲା ୨ ଦୋକାନ

ଝାରସୁଗୁଡା ଅଫିସ୍‌,୪।୪: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କରାଯାଉଛି। ତଥାପି କେତେକ ଅମାନିଆ ନିୟମ ପାଳନ କରୁନାହାନ୍ତି। ଜିଲା ପ୍ରଶାସନ ଏହି ଦିଗରେ…

ନୂଆ ଷ୍ଟାଇଲରେ ମାଲିକଙ୍କ ଆଖି ଆଗରେ ଲୁଟ୍‌

ଝାରସୁଗୁଡା ଅଫିସ୍‌,୪।୪: ନିଜକୁ ଆୟକର ବିଭାଗ ଅଧିକାରୀ ପରିଚୟ ଦେଇ ଝାରସୁଗୁଡା ସହରରେ ଥିବା ଓମ୍‌ ସାଇରାମ ଜୁଏଲେରୀରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ କରିଛନ୍ତି। ଏ ନେଇ ଦୋକାନ ମାଲିକ ମୁରଲୀଧର ସାକୁନିଆ ଶନିବାର ଝାରସୁଗୁଡା ଟାଉନ୍‌ ଥାନାରେ…

ଆୟକର ଅଫିସର ପରିଚୟ ଦେଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୪।୪: ନିଜକୁ ଆୟକର ବିଭାଗର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଗତ ମଙ୍ଗଳବାର ଝାରସୁଗୁଡ଼ା ସହରର ଏକ ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ କରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଦୋକାନ ମାଲିକ…

କରୋନାର ସଙ୍ଗିନ ସ୍ଥିତି : ଝାରସୁଗୁଡ଼ା ଜିଲାର ୧୨ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଝାରସୁଗୁଡ଼ା ଅଫିସ, ୪।୪: ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାରେ ଏହାର ପ୍ରଭାବ ଦେଖାଦେଇଛି । ଶନିବାର ଜିଲାରେ ୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହି…

ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ ଏହି…

୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା ସଂକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?