ଝାରସୁଗୁଡ଼ା

ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ

ବେଲପାହାଡ଼,୨୮ା୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉକ୍ତ ପ୍ରକ୍ରିୟା ଡିସେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟ ପାଇଁ ୨୬ଟି ବିଦ୍ୟାଳୟରେ ବୁଥ୍‌ ଖୋଲାଯାଇଛି। ଏହାର ପରିଚାଳନା ପାଇଁ ଶିକ୍ଷକ ଓ ପୌରକର୍ମଚାରୀମାନଙ୍କୁ…

ଓଏଫ୍‌ଡିସି ସବ୍‌ଡିଭିଜନାଲ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ଲଖନପୁର,୨୬ା୧୧(ଡି.ଏନ୍‌.ଏ.):ଓଡିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲଙ୍କ ଗତ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ ମୃତକଙ୍କ ଝିଅ ତନୁଜା ଝାରସୁଗୁଡ଼ା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗକୁ…

ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ: ଫିନାଇଲ ପିଇ ସାନ ଝିଅଙ୍କ ଆତ୍ମହତ୍ୟା ଉଦ୍ୟମ

ଲଖନପୁର,୨୫।୨୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲ୍‌ଙ୍କ ମଙ୍ଗଳବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ଏନେଇ ତାଙ୍କ ଝିଅ ଝାରସୁଗୁଡା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗରେ ସେ ଦର୍ଶାଇଛନ୍ତି ବିଭାଗୀୟ…

ଓପିଜିସି ପ୍ରକଳ୍ପ ଫାଟକ ସମ୍ମୁଖରେ ବିକ୍ଷୋଭ

ଲଖନପୁର,୧୬।୨୦(ଡି.ଏନ୍‌.ଏ): ୧୧ଦଫା ଦାବି ନେଇ ଓପିଜିସିର ଅଧିକାରୀ ଓ କର୍ମଚାରୀମାନେ ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ଓ ବନହରପାଲିସ୍ଥିତ ଇବ ଥର୍ମାଲ ପ୍ରକଳ୍ପ ଫାଟକ ସମ୍ମୁଖରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଧ୍ୟାହ୍ନ ଭୋଜନ ସମୟରେ ୧୫ ମିନିଟ୍‌ ଏହି ଆନ୍ଦୋଳନ ହୋଇଛି।…

ଦୀର୍ଘ ୭ ମାସ ପରେ ଖୋଲିଲା ଆହାର କେନ୍ଦ୍ର

ବେଲପାହାଡ଼,୨ା୧୧(ଡି.ଏନ୍‌.ଏ.): ଦୀର୍ଘ ୭ ମାସ ଧରି କରୋନା ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ବେଲପାହାଡ଼ ଆହାରକେନ୍ଦ୍ର ସୋମବାରରୁ ପୁନଃ ଖୋଲିଛି। ଏହି ଅବସରରେ ଝାରସୁଗୁଡ଼ା ଉପଜିଲାପାଳ ଶିବ ଟପ୍ପୋ, ବେଲପାହାଡ଼ ପୌରପରିଷଦର ପୂର୍ବତନ ପୌରାଧ୍ୟକ୍ଷ ପର୍ଶୁରାମ ସାହୁ, କାଉନସିଲର କୈଳାସ ଚନ୍ଦ୍ର…

ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଡେପୁଟୀ କଲେକ୍ଟର ଗିରଫ

ଲଖନପୁର,୨୯।୯(ଡି.ଏନ.ଏ): ସ୍ତ୍ରୀଙ୍କୂୁ ନିର୍ଯାତନା ଦେବା ଅଭିଯୋଗରେ ବୌଦ୍ଧ ଡେପୁଟୀ କଲେକ୍ଟର ଶରତ କୁମାର ବାଗଙ୍କୁ ଝାରସୁଗୁଡା ଟାଉନ ଥାନା ପୋଲିସ ଗିରଫ କରିଛି। ଏହାପରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ କୈଳାଶ ଆଚାର୍ଯ୍ୟ କହିଛନ୍ତି। ଗତ…

ଓପିଜିସି ପ୍ରକଳ୍ପରେ ଦୁର୍ଘଟଣା ଘଟଣା: ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଲେ ଗଞ୍ଜାମର ଠିକା ଶ୍ରମିକ, କ୍ଷତିପୂରଣ ଦାବି

ଲଖନପୁର,୧୮।୯(ଡି.ଏନ୍‌.ଏ.)- ଓଡ଼ିଶା ବିଦ୍ୟୁତ ଉପ୍ତାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୩ୟ ୟୁନିଟ ଇଏସ୍‌ପି ହପର୍‌ ଖସି ପଡିବା ଫଳରେ ଗରମ ପାଉଁଶ ପଡି ୬ଜଣ ଠିକା ଶ୍ରମିକ ପୋଡି ଯାଇ ଆହତ ହୋଇଥିଲେ । ଗତ ୫ତାରିଖରେ…

ଓପିଜିସି ପ୍ରକଳ୍ପରେ ଅଘଟଣ: ଗରମ ପାଉଁଶ ପଡ଼ି ୬ ଶ୍ରମିକ ଆହତ

ଲଖନପୁର,୬ା୯: ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ରାତିରେ ଦୁର୍ଘଟଣା ଘଟି ୬ ଠିକାଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଇବ୍‌ଥର୍ମାଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକତ୍ସା କରାଯାଇଥିଲା। ଏଥିମଧ୍ୟରୁ ୩ ଶ୍ରମିକଙ୍କ…

ଓପିଜିସିର ପ୍ରଥମ ୟୁନିଟ୍‌ ବନ୍ଦ: ୨୧୦ ମେଗାୱାଟ ବିଦ୍ୟୁତ୍‌ ଉପ୍ତାଦନ ବାଧାପ୍ରାପ୍ତ

ଲଖନପୁର,୪।୯(ଡି.ଏନ୍‌.ଏ.): ଓଡ଼ିଶା ବିଦ୍ୟୁତ୍‌ ଉପ୍ତାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ ଥର୍ମାଲ ପ୍ରଥମ ୟୁନିଟକୁ ଗୁରୁବାର ବନ୍ଦ କରାଯାଇଛି। ଯାନ୍ତ୍ରିକ ତ୍ରୁଟି ଲାଗି ପ୍ରକଳ୍ପ କର୍ତ୍ତୃପକ୍ଷ ଗୁରୁବାର ବିଳମ୍ବିତ ରାତିରେ ସମ୍ପୃକ୍ତ ୟୁନିଟକୁ ବନ୍ଦ କରିଦେଇଛନ୍ତି। ଫଳରେ ଏଥିରୁ ଉପ୍ତାଦନ ହେଉଥିବା ୨୧୦…

ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ

ଲଖନପୁର, ୨।୯(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବୁଧବାର ଏକସଙ୍ଗେ ଚଢାଉ କରାଯାଇଛି। ଏଥି ମଧ୍ୟ ବ୍ରଜରାଜନଗର ପୌର କାର୍ଯ୍ୟାଳୟ, ଝାରସୁଗୁଡା ମଙ୍ଗଳ…

ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ…

ଅନୁପ ସାଏଙ୍କୁ କରୋନା

ଝାରସୁଗୁଡ଼ା ଅଫିସ,୨୬।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା। ଏନେଇ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜେଲ୍‌ ଅଧିକ୍ଷକ ଏନ୍‌.କେ. ତେହରିଆ ବୁଧବାର ସ୍ପଷ୍ଟ କରିଛନ୍ତି। ପ୍ରକାଶ ଯେ, ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାସ ଏବଂ ତାଙ୍କ ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?