ଝାରସୁଗୁଡ଼ା

ଅନୁପ ସାଏ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ମଙ୍ଗଳବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ ଜେଲ କର୍ତ୍ତୃପକ୍ଷ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ…

ଝାରସୁଗୁଡା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ

ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି ସୂଚନା…

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିବ ବିମାନ

ଝାରସୁଗୁଡ଼ା ଅଫିସ,୨୧ା୮: ପଶ୍ଚିମ ଓଡ଼ିଶା ପାଇଁ ଖୁସି ଖବର। ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆସନ୍ତା ଅକ୍ଟୋବର ୨୫ ପରେ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ। ଏ ନେଇ ଝାରସୁଗୁଡ଼ା ବିମାନ ବନ୍ଦରର ନିର୍ଦ୍ଦେଶକ କିଶୋର ସେନାପତି ସୂଚନା ଦେଇଛନ୍ତି।…

ଝାରସୁଗୁଡ଼ାରେ ନୂଆଁଖାଇ ପାଳନ କଟକଣା କୋହଳ: ଜାଣନ୍ତୁ କ’ଣ ରହିଛି ନିର୍ଦ୍ଦେଶାବଳୀ

ଝାରସୁଗୁଡ଼ା ଅଫିସ,୧୪ା୮: ଆସନ୍ତା ୨୩ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ କରାଯିବ। ତେବେ ଏଥର ନୂଆଁଖାଇ ରବିବାର ପଡୁଥିବାରୁ ଏହିଦିନ ଶଟ୍‌ଡାଉନ୍‌ ନ କରିବା ପାଇଁ ଝାରସୁଗୁଡ଼ା ଜିଲା ପ୍ରଶାସନକୁ ବିଭିନ୍ନ ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଥିଲା। ସେହିପରି…

ଝାରସୁଗୁଡ଼ାରେ ଧଳା କୁଆ

ଝାରସୁଗୁଡ଼ା ଅଫିସ,୧୩।୮: ଝାରସୁଗୁଡ଼ା ସହରର ମୁଙ୍ଗାପଡାସ୍ଥିତ ଦିପ୍ତେଓ ସୋନିଙ୍କ ଘର ନିକଟରେ ଏକ ବିରଳ ଧଳା କୁଆ ବସିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। କୁଆ ଦୀର୍ଘ ସମୟ ଧରି ବସି ରହିବା ଓ ଉଡି ନ ପାରିବାରୁ ଦିପ୍ତେଓ ତାକୁ ଉଦ୍ଧାର…

ଝାରସୁଗୁଡାରୁ ଗୋଟିଏ ଦିନରେ ସର୍ବାଧିକ ୬୭ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲାରୁ ମଙ୍ଗଳବାର ଗୋଟିଏ ଦିନରେ ସର୍ବାଧିକ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୭ରେ…

ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲରେ ଶିଶୁକନ୍ୟା ଜନ୍ମ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ସୋମବାର ରାତିରେ ଜଣେ ପ୍ରସୁତି ମହିଳା ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି। ଏ ନେଇ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ପ୍ରସୁତି ମହିଳାଜଣଙ୍କ କରୋନାରେ ଆକ୍ରାନ୍ତ…

ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨ ଜଣବିଭିନ୍ନ…

‘ଏମ୍‌ପି ସୁରେଶ ପୂଜାରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କ୍ୱାରାଣ୍ଟାଇନ୍‌ରେ ରୁହନ୍ତୁ’

ଝାରସୁଗୁଡ଼ା ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କ କରୋନା ପଜିଟିଭ୍‌ ଆସିଥିବା ଶନିବାର ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଏଥିପାଇଁ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତେବେ ଝାରସୁଗୁଡ଼ା ଗସ୍ତରେ ଆସିଥିବା ଜିଲାପାଳ…

ନୂଆଁଖାଇ ଭେଟ୍‌ଘାଟକୁ ନା

ଝାରସୁଗୁଡ଼ା,୭ା୮: ଆସନ୍ତା ୨୨ ତାରିଖରେ ଗଣେଶ ପୂଜା ଓ ୨୩ରେ ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅଛି। ତେବେ କୋଭିଡ୍‌ ସମୟରେ କିଭଳି ଏହି ପର୍ବ ସବୁ ପାଳନ କରାଯିବ। ଏଥିପାଇଁ ଲୋକେ ପ୍ରଶାସନର ନିଷ୍ପତ୍ତିକୁ ଅପେକ୍ଷା କରି…

୬ ଶ୍ରମିକ କରୋନା ପଜିଟିଭ୍‌ ଚିହ୍ନଟ: ଶିଳ୍ପ ପ୍ରତିଷ୍ଠାନ ବନ୍ଦ ଦାବି ଜୋର୍‌ ଧରିଲା

ଝାରସୁଗୁଡ଼ା ଅଫିସ,୬ା୮: ଝାରସୁଗୁଡ଼ା ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯିବ ସହ ସାପ୍ତାହିକ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। କିନ୍ତୁ…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ

ଲଖନପୁର,୪।୮(ଡି.ଏନ୍‌.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍‌ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍‌, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା ଆଦି ଯୋଦ୍ଧାମାନଙ୍କୁ ରାଖୀ ବାନ୍ଧିବା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି । କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?