ଝାରସୁଗୁଡ଼ା

ଆସନ୍ତା ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ ପରୀକ୍ଷା: ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୪।୫- ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଦେଶ ତଥା ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ…

ସୁସ୍ଥ ହେଲେ ଝାରସୁଗୁଡାର ୨ କରୋନା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୧୧ା୫: ଝାରସୁଗୁଡା ଜିଲାର ୨ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସୋମବାର ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍‌ କରି ଜଣାଇଛି। ପଶ୍ଚିମବଙ୍ଗରୁ ବ୍ରଜରାଜନଗର ଆସିଥିବା ଜଣେ ଯୁବତୀଙ୍କଠାରେ କରୋନା ଭୂତାଣୁ ଥିବା…

ଛଟେଇ ଆରମ୍ଭ କଲେଣି ଠିକା ସଂସ୍ଥା

ଝାରସୁଗୁଡା ଅଫିସ,୯ା୫: ଝାରସୁଗୁଡାରେ ଏବେ ଠିକା ସଂସ୍ଥାଗୁଡିକ ଛଟେଇ ଆରମ୍ଭ କଲେଣି। ଫଳରେ ବାହାର ଅଞ୍ଚଳରୁ ଆସୁଥିବା ଶ୍ରମିକ ଏବେ ଘର ମୁହାଁ ହେଲେଣି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ଛଟେଇ ହୋଇଥିବା ଶ୍ରମିକ ଘରକୁ ଯିବା ପାଇଁ ବସ୍‌…

କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି। ତେବେ ଇତି ମଧ୍ୟରେ କୋହଳ କଟକଣା…

ସାଇକେଲରେ ବାରାଣସୀରୁ ଗଞ୍ଜାମ ଯାତ୍ରା: ରାସ୍ତାରେ ଅଟକାଇ କ୍ୱାରାଣ୍ଟାଇନ୍‌ରେ ରଖିଲା ବନହରପାଲି ଥାନା ପୋଲିସ

ଲଖନପୁର,୮।୫(ଡି.ଏନ୍‌.ଏ.)- ସାରା ବିଶ୍ୱରେ ମହାମାରୀ କରୋନା ଆଲୋଡନ ସୃଷ୍ଟି କରିଛି। ଏହି ସଂକ୍ରମଣକୁ ନିୟନ୍ତ୍ରଣ କରିବାପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିମଧ୍ୟରେ ଯାନବାହାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ପ୍ରବାସୀ ଓଡିଆମାନେ ନିଜ ରାଜ୍ୟକୁ ଫେରିବାପାଇଁ ବ୍ୟାକୁଳ…

କ୍ୱାରାଣ୍ଟାଇନ ସେଣ୍ଟରରୁ ଖସି ପାଲାଇଥିଲେ ଯୁବକ, ଧରିଲା ପୋଲିସ

ଝାରସୁଗୁଡ଼ା ଅଫିସ,୫।୫: ଝାରସୁଗୁଡ଼ା ସହର ବିଟିଏମ୍‌ ଛକସ୍ଥିତ ଏକ କ୍ବାରାଣ୍ଟାଇନ ସେଣ୍ଟରରୁ ସୋମବାର ସକାଳେ ଜଣେ ଯୁବକ ଖସି ପଲାଇଥିଲେ। ତେବେ ସୋମବାର ବିଳମ୍ବିତ ରାତିରେ ଝାରସୁଗୁଡା ପୋଲିସ ତାଙ୍କୁ ବଢ଼େଇମୁଣ୍ଡା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି। ସେ ହେଲେ ଅସିଦ…

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌ ଆସିଥିବା ଜଣାପଡିଥିଲା। ଏହାର ୪ ଦିନ ପରେ ଜିଲାର ଲଖନପୁର ବ୍ଲକ ଅଂଚଳରେ…

ରାଜସ୍ଥାନ କୋଟାରୁ ଝାରସୁଗୁଡ଼ାରେ ପହଞ୍ଚିଲେ ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍‌ ଯୋଗେ ରବିବାର ଝାରସୁଗୁଡାରେ ଆସି ପହଞ୍ଚିଛନ୍ତି। ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍କ୍ରିନିଂ କରାଯାଇଥିବା ବେଳେ କ୍ୱାରାଣ୍ଟାଇନରେ…

ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦

ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ  ମଧ୍ୟରୁ  ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା ଜିଲାର…

ବ୍ରଜରାଜନଗର କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ପ୍ରଶାସନ ନିର୍ଦ୍ଦେଶକୁ ମାନୁନାହାନ୍ତି ଲୋକେ: ଅମାନିଆଙ୍କୁ ଆମ୍ବୁଲାନ୍ସରେ ଉଠାଇ ନେଉଛି ପୋଲିସ

ଝାରସୁଗୁଡ଼ା ଅଫିସ,୨।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମରେ ଗତ ବୁଧବାର ଜଣେ ଯୁବତୀଙ୍କୁ କରୋନା ପଜିଟିଭ୍‌ ହୋଇଥିବା ଜଣାପଡିଥିଲା। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ବ୍ରଜରାଜନଗର ମୁନିସିପାଲିଟିର ବୁଢ଼ୀଜାମ ଅଞ୍ଚଳ ସମେତ ବିଭିନ୍ନ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ…

ଯାନ୍ତ୍ରୀକ ତ୍ରୁଟି ଯୋଗୁ ଓପିଜିସିର ପ୍ରଥମ ୟୁନିଟ୍‌ ବନ୍ଦ, ୨୧୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୨।୫(ଡି.ଏନ୍‌.ଏ.)-ଓଡିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲି ସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ୪ଟି ୟୁନିଟ୍‌ ରହିଛି। ଏଥିମଧ୍ୟରୁ ୧ମ ୟୁନିଟ୍‌ରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଫଳରେ ଗତ ଶୁକ୍ରବାର ମଧ୍ୟାହ୍ନ ୧ଟା ୬ମିନିଟ୍‌ରୁ ସମ୍ପୁକ୍ତ ୟୁନିଟ୍‌ ବନ୍ଦ ରହିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri