୨ ଯୁବକଙ୍କ ସହ ବାଇକ୍ରେ ଘରକୁ ଫେରୁଥିଲେ ରାସ୍ତାରେ…
ଝାରସୁଗୁଡ଼ା,୨୧।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ବ୍ଲକ ଅନ୍ତର୍ଗତ ମରକୁଟାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଯୁବକ ଆହତ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ସଲେଟିକ୍ରା ଗାଁର ଝସକେତନ ନାଏକ(୨୮)। ସୂଚନା ମତେ ସଲେଟିକ୍ରା ଗାଁର…
ଝାରସୁଗୁଡ଼ାରୁ ଲକ୍ଷ୍ନୌ ଉଡ଼ିଲା ବିମାନ
ଝାରସୁଗୁଡ଼ା,୧।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଶନିବାର ଷ୍ଟାର ଏୟାର ବିମାନ ସେବା ଆରମ୍ଭ ହୋଇଛି। ୭୬ଜଣ ଯାତ୍ରୀଙ୍କୁ ଧରି ଷ୍ଟାର ଏୟାରର ଏକ ଫ୍ଲାଇଟ ଝାରସୁଗୁଡାରୁ ଲକ୍ଷ୍ନୌ ଉଡାଣ ଭରିଛି। ଏହି ସେବା ଆସନ୍ତା ମାର୍ଚ୍ଚ…
ନବ ଦାସ ହତ୍ୟା ଘଟଣାକୁ ନେଇ ବଡ଼କଥା କହିଦେଲେ ଦୀପାଳି
ଝାରସୁଗୁଡ଼ା,୧୬।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ…
ପ୍ରଚ୍ଛଦପଟରେ ଦୀପାଳି-ଟଙ୍କଧର ବିବାଦ
ଝାରସୁଗୁଡ଼ା,୧୫।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଚନା ଚାଲିଛି। କୃଷ୍ଣପ୍ରିୟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସକାଶେ ଜିଲା ପ୍ରଶାସନ ନ ଶୁଣିବାରୁ ସୁଲେଇ ପଞ୍ଚାୟତ ସମିତି…
ନବ ଦାସଙ୍କ ପୁଅଙ୍କୁ ନେଇ ତେଜିଲା ରାଜନୀତି
ଝାରସୁଗୁଡ଼ା,୧୧।୧(ଆଶିଷ ରଞ୍ଜନ ଦାଶ)”ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ନେଇ ସ୍ଥାନୀୟ ରାଜନୀତି ଜୋର ଧରିଛି। ଜିଲାର କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟକୁ ନେଇ ୧୪ ସରପଞ୍ଚ…
ଭୋଟ ଦେବାକୁ ଆସିଲେନି ସମିତି ସଭ୍ୟ କି ସରପଞ୍ଚ: ଫେରିଗଲେ ନିର୍ବାଚନ ଅଧିକାରୀ
ଝାରସୁଗୁଡା,୧୦।୧: ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଆଜି ଅନୁଷ୍ଠିତବେଳେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୧୦ଟାରେ ଅନାସ୍ଥା ଭୋଟିଂ ଆରମ୍ଭ ହୋଇଥିଲା। କିନ୍ତୁ ସମିତି ସଭ୍ୟ କି ସରପଞ୍ଚ ଭୋଟ ଦେବାକୁ ଆସିନାହାନ୍ତି।…
ଆଜି କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ
ଝାରସୁଗୁଡ଼ା,୧୦।୧(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଶୁକ୍ରବାର ହେବ। ଏହି ପରିପ୍ରେକ୍ଷୀରେ ଗୁରବାର ସକାଳେ ସମିତି ସଭ୍ୟ, ସରପଞ୍ଚ ଲୁଚି ଥିବା ସନ୍ଦେହରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ…
ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ
ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ…
ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ
ଝାରସୁଗୁଡ଼ା,୨୫।୧୧: ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ ଭାଇଙଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। ତେବେ କେଉଁ କାରଣ ପାଇଁ…
କାରଖାନାରେ ଅଘଟଣ: ଷ୍ଟ୍ରକ୍ଚର ପଡ଼ି ଚାଲିଗଲା ୨ ଶ୍ରମିକଙ୍କ ଜୀବନ, ୫ ଗୁରୁତର
ଝାରସୁଗୁଡ଼ା,୧୭।୯: ଝାରସୁଗୁଡ଼ା ଜିଲା ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କାରଖାନାରେ ଷ୍ଟ୍ରକ୍ଚର ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ କାରଖାନାରେ ଭର୍ତ୍ତି କରାଯାଇଛି।…
ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼
ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ। ଶୁକ୍ରବାର ମଧ୍ୟାହ୍ନରେ ଏପରି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଶାନ୍ତିନଗର ଅଞ୍ଚଳରେ। ଗୁଳି ମାଡ଼ରେ…
ଲାଲପଥର ଜଳ ପ୍ରପାତରେ ନାବାଳକ ନିଖୋଜ
ଝାରସୁଗୁଡ଼ା,୧।୯: ଝାରସୁଗୁଡ଼ା ଜିଲା ଲାଲପଥର ଜଳ ପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ଜଳ ପ୍ରପାତରେ ଗାଧୋଇବା ବେଳେ ପାଣି ବୁଡି ନାବାଳକ ଜଣକ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ନାବାଳକ ଜଣକ ବେଲପାହାଡ଼ ରେହେମତ ନଗରର ଅଞ୍ଚଳର ବୋଲି ଜଣାପଡିଛି।…
Archives


