ଝାରସୁଗୁଡ଼ା

ଜଙ୍ଗଲରୁ ୧୧ କୁଇଣ୍ଟାଲ ପୋଚ ଧରି ନଷ୍ଟ କଲା ପୋଲିସ

ଲଇକେରା, ୨୮।୪ (ଡି.ଏନ.ଏ.)- କରୋନାର ଭୟାବହତା ନେଇ ସାରା ଦେଶ ଲକ ଡାଉନ ହୋଇଥିବା ବେଳେ ପ୍ରାୟତଃ ଦୋକାନ ବଜାର ଏବେ ବି ବନ୍ଦ ରହିଛି । ତେବେ ଏହାର ସୁଯୋଗ ନେଇ କିଛି ଅସାଧୁ ବ୍ୟକ୍ତି ଦେଶୀ ମଦ ପ୍ରସ୍ତୁତ…

ଲଇକେରାରେ ଆରମ୍ଭ ହେଲା ସ୍ବାବ୍‌ ନମୁନା ସଂଗ୍ରହ

ଲଇକେରା, ୨୮।୪ (ଡି.ଏନ.ଏ.): ଝାରସୁଗୁଡା ଜିଲା ଲଇକେରା ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ସୋମବାର ସ୍ବାବ୍‌ ସଂଗ୍ରହ କେନ୍ଦ୍ର ଆରମ୍ଭ କରାଯାଇଛି । ପ୍ରଥମ ଦିନରେ ଲଇକେରା, କୋଲାବିରା ଓ କିର୍ମିରା ଆଦି ୩ଟି ବ୍ଲକରୁ ୧୦ ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ…

ରାଶନକାର୍ଡ ଦାବି: ଝାରସୁଗୁଡ଼ା ପୌର କାର୍ଯ୍ୟାଳୟ ଘେରାଉ

ଝାରସୁଗୁଡା ଅଫିସ,୨୮।୪: କରୋନା ମୁକାବିଲା ନେଇ ଜାରି ହୋଇଥିବା ଲକ୍‌ଡାଉନ ସମୟରେ ରାଜ୍ୟର ରାଶନକାର୍ଡ ଧାରୀଙ୍କୁ ସରକାର ବିଭିନ୍ନ ସାମଗ୍ରୀ ପ୍ରଦାନ କରୁଛନ୍ତି। ତେବେ ଯେଉଁ ହିତାଧିକାରୀଙ୍କ ପାଖରେ ରାସନ କାର୍ଡ ନାହିଁ ସେମାନେ ଦୁଃଖରେ ରହିଛନ୍ତି। ପୂର୍ବରୁ ସେମାନେ କାର୍ଡ…

ପଶ୍ଚିମବଙ୍ଗ ଫେରନ୍ତା ସରକାରୀ କର୍ମଚାରୀଙ୍କୁ ବ୍ରଜରାଜନଗର ବଙ୍ଗଳାରେ ରଖିଲା ପ୍ରଶାସନ, ଲୋକଙ୍କ ବିରୋଧ ପରେ କ୍ୱାରାଣ୍ଟାଇନ ସେଣ୍ଟରକୁ ସ୍ଥାନାନ୍ତର

ଝାରସୁଗୁଡା ଅଫିସ,୨୭ା୪- ଓଡିଶାରେ ବଢ଼ୁଥିବା କରୋନା ପଜିଟିଭର ମୁଖ୍ୟ କାରଣ ପଶ୍ଚିମବଙ୍ଗ ଲିଙ୍କ୍‌ ଦର୍ଶାଯାଉଛି। ଏମିତି ଜଣେ କଲିକତାରୁ ଝାରସୁଗୁଡା ଫେରନ୍ତା ବ୍ୟକ୍ତିଙ୍କୁ ନେଇ ବ୍ରଜରାଜନଜରରେ ସୋମବାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ପରେ ଜିଲାପାଳ ସରୋଜ କୁମାର ସାମଲଙ୍କ ହସ୍ତକ୍ଷେପ…

ଲକ୍‌ ଡାଉନ୍‌ ସତ୍ତ୍ୱେ ଚାଲିଛି ଦେଶୀ ମଦ ବ୍ୟବସାୟ: ବଡମାଲ ଥାନାରେ ୧୫ ମାମଲା ରୁଜୁ, ୨୧ ଗିରଫ

ଝାରସୁଗୁଡା ଅଫିସ,୨୭ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଇଛି। ଏହି ଲକଡାଉନ ସମୟରେ ବିଷେଶ କରି ମଦ ଦୋକାନ ଓ ଦେଶୀ ମଦ ଭାଟିଗୁଡିକୁ ବନ୍ଦ କରି ରଖିବା ପାଇଁ ନିର୍ଦ୍ଦେଶ ରହିଛି। ତେବେ…

ଅକ୍ଷୟ ତୃତୀୟାରେ ପଞ୍ଚୁପୂଜା: ପାଣିପାଗ ପୂର୍ବାନୁମାନ ଜାଣିବାର ଅଭିନବ ପରମ୍ପରା

ଲଇକେରା,୨୭।୪(ଡି.ଏନ.ଏ.)-ଅକ୍ଷୟ ତୃତୀୟାରେ ଚାଷ ଅନୁକୂଳ ହୁଏ। ପରମ୍ପରା ଅନୁଯାୟୀ ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳର ଚାଷୀମାନେ ନିଜ ଘରେ ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ବିଲରେ ଧାନ ବୁଣି ଚାଷର ଶୁଭରମ୍ଭ କରିଥାନ୍ତି। ଏହିଦିନ ଅର୍ଥାତ୍‌ ଅକ୍ଷୟ ତୃତୀୟା ତିଥିରେ ଚାଷୀ…

ପରିତ୍ୟକ୍ତ ଘରେ ରହୁଥିବା ଦମ୍ପତି ଗାଁକୁ ଫେରିଲେ

  ଲଖନପୁର,୨୫ା୪(ଡି.ଏନ୍‌.ଏ.)-ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳା ପାଇଁ କେତେକ ସ୍ଥାନରେ କରୋନା ସନ୍ଦିଗ୍ଧ ବ୍ୟକ୍ତିମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି ।  ଏଥିସହିତ ସେମାନେ ଗ୍ରାମବାସୀଙ୍କ ନିର୍ଯାତନାର ଶିକାର ହେଉଛନ୍ତି ।  ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା…

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବ

ଝାରସୁଗୁଡା ଅଫିସ,୨୪।୪: ସାରା ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରିଛି। ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର…

ଶିଳ୍ପ ଅନୁଷ୍ଠାନକୁ କାର୍ଯ୍ୟକ୍ଷମ କରିବାକୁ ଝାରସୁଗୁଡ଼ା ଜିଲା ପ୍ରଶାସନର ନୂତନ ଗାଇଡ୍‌ଲାଇନ

ଝାରସୁଗୁଡ଼ା ଅଫିସ,୨୪ା୪- ଝାରସୁଗୁଡ଼ା ଜିଲାରେ ଥିବା ସମସ୍ତ ବୃହତ୍‌, ମଧ୍ୟମ ଓ କ୍ଷୁଦ୍ରଶିଳ୍ପ ଅନୁଷ୍ଠାନ ତଥା ଖଣିଜ ଉପତ୍ାଦନ ପ୍ରତିଷ୍ଠାନ ନିମନ୍ତେ ଗୁରୁବାର ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ମୁଖ୍ୟ ତଥା ଜିଲାପାଳ ସରୋଜ କୁମାର ସାମଲ ଗାଇଡ୍‌ଲାଇନ ଜାରି କରିଛନ୍ତି।…

ସରକାରୀ ସହାୟତାରୁ ବଞ୍ଚିତ ପ୍ରକୃତ ନିର୍ମାଣ ଶ୍ରମକ, ହାତେଇଛନ୍ତି ସରକାରୀ କର୍ମଚାରୀ

ଲଖନପୁର,୨୩ା୪(ଡି.ଏନ୍‌.ଏ.) : କରୋନା ଭାଇରସ୍‌ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏଥିରେ ଗରିବ,ଅସହାୟ ଓ ନିର୍ମାଣ ଶ୍ରମିକ କାମଦାମ ନ ପାଇ ଘରେ ବସିରହିଛନ୍ତି। ଫଳରେ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ସରକାର…

ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।…

ଉଦ୍‌ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ

ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍‌ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ କିଶୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri