ଝାରସୁଗୁଡ଼ା

ଝାରସୁଗୁଡ଼ାରୁ ଭୁବନେଶ୍ୱର, କୋଲକାତାକୁ ବିମାନ ସେବା ଆରମ୍ଭ

ଝାରସୁଗୁଡା ଅଫିସ,୧।୬: ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର ଠାରୁ ଭୁବନେଶ୍ୱର ଓ କୋଲକାତାକୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ଗତ ମେ’ ୨୫ରୁ ଏଠାରେ ବିମାନ ସେବା ଆରମ୍ଭ ହୋଇଥିଲେ ସୁଦ୍ଧା କେବଳ ଦିଲ୍ଲୀ ଓ ହାଇଦ୍ରାବାଦକୁ ସ୍ପାଇସ…

ଝାରସୁଗୁଡ଼ାରେ ଇନ୍ସପେକ୍ଟରଙ୍କ ଅଦଳବଦଳ

ଝାରସୁଗୁଡା ଅଫିସ,୩୦ା୫-ଝାରସୁଗୁଡା ଏସ୍‌ପି ରାହୁଲ ପିଆର ଜିଲାରେ କାର୍ଯ୍ୟରତ ଇନ୍ସପେକ୍ଟରଙ୍କ ମଧ୍ୟରେ ଅଦଳ ବଦଳ କରିଛନ୍ତି। ଚିଠି ସଂଖ୍ୟା ୫୩୪ରେ ସେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ଇନ୍ସପେକ୍ଟର ନଳିତା ମୋଦିଙ୍କୁ ବ୍ରଜରାଜ ନଗର ଥାନା ଅଧିକାରୀ…

ବିଉଟି ପାର୍ଲର ଖୋଲିବାକୁ ଦାବି

ଝାରସୁଗୁଡା ଅଫିସ,୨୮।୫- ଓଡିଶା ବିଉଟି ଆସୋସିଏଶନ ଝାରସୁଗୁଡା ଜିଲା ଶାଖା ପକ୍ଷରୁ ଗୁରୁବାର ସହରର ସମସ୍ତ ବିଉଟି ପାର୍ଲର ଖୋଲିବାକୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବିମଲା ରୋଚବାନି ଓ ସମ୍ପାଦିକା ମମତା ପଟୁଆଙ୍କ ନେତୃତ୍ୱରେ ଅନ୍ୟ କର୍ମକର୍ତ୍ତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ…

ଚିକିତ୍ସା ଅବହେଳାରୁ ନବଜାତକର ମୃତ୍ୟୁ ଅଭିଯୋଗ: ଡାକ୍ତରଖାନାରେ ଉତ୍ତେଜନା

ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁବାର ଚିକିତ୍ସା ଅବହେଳା ଯୋଗୁ ଜଣେ ନବଜାତକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଅଭିଯୋଗ ଅନୁସାରେ ଲଖନପୁର ବ୍ଲକ…

ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଲା

ଝାରସୁଗୁଡା ଅଫିସ,୨୬।୫: ଝାରସୁଗୁଡ଼ା ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବେଲପାହାଡ଼ ଅଞ୍ଚଳର ହୋଇଥିବା ବେଳେ ଗତ ୨୧ ତାରିଖରେ ମୁମ୍ବାଇରୁ ଫେରିଥିଲେ। ତାଙ୍କ ନିକଟରେ ଥଣ୍ଡା, କାଶ ଭଳି ଲକ୍ଷଣ ଦେଖାଯିବାରୁ ତାଙ୍କୁ ସ୍ଥାନୀୟ…

ପୋଲିସ ଭ୍ୟାନ୍‌ରେ ପ୍ରବାସୀ ମହିଳାଙ୍କ ପ୍ରସବ ଘଟଣା: ପଦାରେ ପଡ଼ିଲା ଜିଆର୍‌ପିର ଅପାରଗତା

ଝାରସୁଗୁଡା ଅଫିସ,୨୫ା୫- ଝାରସୁଗୁଡା ଜିଲା ପୋଲିସର ଏକ ପିସିଆର ଭ୍ୟାନରେ ରବିବାର ଜଣେ ପ୍ରବାସୀ ମହିଳା ଏକ ଶିଶୁକନ୍ୟା ପ୍ରସବ କରିବା ଘଟଣାରେ ଜିଆର୍‌ପିର ଅପାରଗତା ପଦାରେ ପଡ଼ିଛି। ଜିଆର୍‌ପି ପକ୍ଷରୁ କେବଳ ଏକ ଆମ୍ବୁଲାନ୍ସ ଡକାଇ ଥାନା ଅଧିକାରୀ ଚୁପ୍‌ହୋଇ…

ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ

ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା ଦେଇଛନ୍ତି।…

ବିସ୍ଥାପିତଙ୍କ ଆନ୍ଦୋଳନ, କୋଇଲା ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୨୪।୫(ଡି.ଏନ୍‌.ଏ) ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଲଖନପୁର ଖୋଲାମୁହଁ କୋଇଲାଖଣି ଦ୍ୱାରା ବିସ୍ଥାପିତ ହୋଇଥିବା ଉବୁଡା ଗ୍ରାମର ୩ ପରିବାର ଚାକିରି ଓ କ୍ଷତିପୂରଣ ଦାବିରେ ଖଣି ପରିସରରେ ଶନିବାର ସକାଳ ସାଢେ ୭ଟାରୁ ଅପରାହ୍ନ ସାଢେ ୪ଟା ପର୍ଯ୍ୟନ୍ତ ଆନ୍ଦୋଳନ…

ଲକ୍‌ଡାଉନରେ ନିର୍ଯାତିତ ଠିକା ଶ୍ରମିକ

ଲଖନପୁର,୨୪।୫(ଡି.ଏନ୍‌.ଏ) ମହାମାରୀ କରୋନାକୁ ନେଇ ସାରାଦେଶରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଏହାର ପ୍ରଭାବ କଳକାରଖାନା ଉପରେ ପଡିଛି । ଏଥିରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଯେମିତି ପ୍ରଭାବିତ ନ ହେବେ ଏଥିପାଇଁ ସରକାର କେତେକ ନିର୍ଦ୍ଦେଶନାମା ଜାରି କରିଛନ୍ତି…

ଝାରସୁଗୁଡାରେ ୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ବର୍ଷର ଶିଶୁ ସଂସ୍ପର୍ଶରେ ଆସି ବର୍ଷକର ଶିଶୁ କନ୍ୟା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୨୩।୫: ଝାରସୁଗୁଡା ଜିଲାରେ ଶନିବାର ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବର୍ଷକର ଶିୁଶୁ ହୋଇଥିବା ବେଳେ ଅନ୍ୟ ଜଣକ ୪୦ବର୍ଷୀୟ ବ୍ୟକ୍ତି। ଏନେଇ ଜିଲାପାଳ ସରୋଜ କୁମାର ସାମଲ…

ଗର୍ଭବତୀଙ୍କୁ ଗାଡ଼ିଭଡ଼ା କରି ଘରକୁ ପଠାଇଲା ପୋଲିସ  

ଝାରସୁଗୁଡ଼ା ଅଫିସ,୨୨ା୫-କରୋନା ଭୂତାଣୁ ସହ ଲଢ଼େଇ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ କରାଯାଇଛି। ଏପରିସ୍ଥିତିରେ ବାହାରେ କାର୍ଯ୍ୟ କରୁଥିବା ଲୋକେ ନିଜ ନିଜ ଘରକୁ ଫେରୁଛନ୍ତି। ତେବେ ଏକ ଦମ୍ପତି ମହାରାଷ୍ଟ୍ର ରାଜ୍ୟ ମଲାଡରୁ ୪ ଦିନ ହେବ ବିଭିନ୍ନ ଗାଡିକୁ…

ଝାରସୁଗୁଡ଼ାରେ ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୨୨।୫-ଝାରସୁଗୁଡ଼ା ଜିଲାକୁ ପୁଣି ଥରେ କରୋନା ଫେରିଛି । ପୂର୍ବରୁ ବ୍ରଜରାଜନଗର ଓ ଲଖନପୁର ଅଞ୍ଚଳରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏବେ ସେମାନେ ସୁସ୍ଥ ହୋଇସାରଛନ୍ତି। ଶୁକ୍ରବାର କିନ୍ତୁ ଝାରସୁଗୁଡା ସହର ମଙ୍ଗଳବଜାର ଅଞ୍ଚଳର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?