ଝାରସୁଗୁଡ଼ା

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ ସ୍ତ୍ରୀ ଜୟ ସେନୀ(୪୦)। ସୂଚନାନୁଯାୟୀ, ଜୟସେନୀ ଅପରାହ୍ନରେ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ।...

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ସିଏଲ୍‌ ଲଖନପୁର କ୍ଷେତ୍ର ଅଧୀନ ବେଲପାହାଡ, ଲଖନପୁର ଆଦି ଖୋଲାମୁହଁ କୋଇଲା ଖଣି...

କୋଇଲା ବୋଝେଇ ଟ୍ରେନ୍‌ ଲାଇନଚ୍ୟୁତ: ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ /ଲଖନପୁର,୧୮।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ଲେଭଲ କ୍ରସିଂ ନିକଟରେ ବେଦାନ୍ତ କମ୍ପାନୀର ଏକ ମାଲବାହୀ ଟ୍ରେନ୍‌ ବୁଧବାର ସକାଳେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସୁନ୍ଦରଗଡ଼ ବସୁନ୍ଧରା କୋଇଲା ଖଣିରୁ କୋଇଲା ବୋଝେଇ କରି ଝାରସୁଗୁଡ଼ା ଯାଉଥିବା ବେଳେ...

ବିଦ୍ୟୁତ୍‌ ଖୁଣ୍ଟତଳୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୭।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ପଡ଼ାର ଏକ ବିଦ୍ୟୁତ୍‌ ଖୁଣ୍ଟତଳେ ପଡ଼ିଥିବା ଜଣେ ଯୁବକଙ୍କ କ୍ଷତବିକ୍ଷତ ଶରୀରକୁ ମଙ୍ଗଳବାର ସ୍ଥାନୀୟ ପୋଲିସ ଉଦ୍ଧାର କରିଛି। ସେ ହେଲେ ସ୍ଥାନୀୟ ଚୂନାଭଟା ପଡ଼ାର ଅଜୟ...

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧ ଲକ୍ଷ ଟଙ୍କା ଲୁଟି ନେଇଯାଇଥିଲେ। ଏହି ଘଟଣାରେ ପୋଲିସ ବେଲପାହାଡ଼ ଥାନାରେ...

ଝାରସୁଗଡ଼ାରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧୪।୯(ଡି.ଏନ୍‌.ଏ): ଝାରସୁଗଡ଼ା ଜିଲାର ବ୍ରଜରାଜନଗର ଛୁଆଲିବେରନାଠାରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭିର୍ତ୍ତି କରାଯାଇଛି।...

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ ଯନ୍ତ୍ରୀ ବିଶ୍ୱନାଥ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହକାରୀ...

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ...

ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୪ା୯(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ବାଚନମଣ୍ଡଳୀ ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିସତ୍ାଳୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଅବହେଳାରୁ ଗୋଟିଏ ପରେ ଗୋଟିଏ ରୋଗୀଙ୍କ ଜୀବନହାନି ହେବାରେ ଲାଗିଛି। ଏହାର...

ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

  ଲଖନପୁର,୧୪ା୯(ଡି.ଏନ୍‌.ଏ.): ଓପିଜିସିର ଇବ୍‌ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ କର୍ର୍ତ୍ତୃୃପକ୍ଷ ସମସ୍ୟାର ସମାଧାନ ପାଇଁ ଖାଲି ପ୍ରତିଶ୍ରୁତି ଉପରେ ପ୍ରତିଶ୍ରୁତି ଦେଇ...

ବର୍ଷାରେ ଘର ଭାଙ୍ଗିଲା, ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି

କିର୍ମିରା, ୧୩।୯ (ଡି.ଏନ୍‌.ଏ.)- ଝାରସୁଗୁଡା ଅନ୍ତର୍ଗତ କିର୍ମିରା ଗ୍ରାମରେ ବୁଧବାର ରାତିରୁ ବର୍ଷା ଲାଗି ରହିଥିବାରୁ ଗ୍ରାମର ଜଞ୍ଜ ନେଟୀ, ରୁକ୍ମଣୀ ଧୁରୁଆ, ଗଙ୍ଗା କଛରିଆଙ୍କ ଘର ଭାଙ୍ଗିଯାଇଛି। ଏହା ପୂର୍ବରୁ ବର୍ଷା ଯୋଗୁଁ ଧନମତୀ ଚାରଦିଆ, ବୁଟରୁ ବାଗଙ୍କ...

ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ଝାରସୁଗୁଡା ଜିଲା ଚନ୍ଦନୀମାଲ ଗ୍ରାମର ଜନୈକ ମହିଳା ଗୁରୁବାର କାମରେ ଯାଉଥିବାବେଳେ ଚିଚିନ୍ଦା ଗ୍ରାମ ବ୍ରିଜ୍‌ ନିକଟରେ ଏକ ନବଜାତ ଶିଶୁ କାନ୍ଦୁଥିବା ଶୁଣି ପାଖକୁ ଯାଇଥିଲେ। ସେଠାରେ ଏକ ସିମେଣ୍ଟ ବସ୍ତା ଉପରେ ନବଜାତ ଶିଶୁ ଶୋଇଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri