ଝାରସୁଗୁଡ଼ା

କରୋନା ଲଢ଼େଇରେ ଆଉ ଜଣେ ଯୋଦ୍ଧା

ଝାରସୁଗୁଡ଼ା ଅଫିସ,୧୮ା୪- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏଥିପାଇଁ ସରକାର ସମଗ୍ର ଦେଶବାସୀଙ୍କ ସହଯୋଗ ଲୋଡୁଥିବା ବେଳେ ଏହି ଲଢ଼େଇରେ ସାମିଲ ହୋଇଛନ୍ତି ଝାରସୁଗୁଡ଼ାର ଡା.ସିଲଓ୍ବନ୍ତି ଜୋଜୋ ା ସମସ୍ତଙ୍କ ପାଖରେ ଜୋଜୋ…

ସିଲ୍‌ ମଦ ଦୋକାନ ଖୋଲି ସନ୍ଦେହରେ ଅବକାରୀ ବିଭାଗ

ଲଖନପୁର,୧୭।୪(ଡି.ଏନ୍‌.ଏ): କରୋନା ନିୟନ୍ତ୍ରଣକୁନେଇ ଲକ୍‌ଡାଉନ୍‌ ଜାରି ହୋଇଛି। କେଉଁସବୁ ଦୋକାନ ଖୋଲିବ, କେଉଁସବୁ ଦୋକାନ ଖୋଲିବ ନାହିଁ, କେତେ ସମୟ ଖୋଲିବ ଏସବୁକୁ ନେଇ ସରକାରୀ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାକୁ ତଦାରଖ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ୍‌ ପ୍ରଶାସନ…

ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ…

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର ସିଏସ୍‌ଆର ଓ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଅଗ୍ନିଶମ ବିଭାଗ ଝାରସୁଗୁଡାର ୨୨ଟି ପ୍ରମୁଖ ସ୍ଥାନକୁ…

ରେଡ୍‌ଜୋନ୍‌ର ୫୨ ହଜାର ପରିବାରର ସ୍କ୍ରିନିଂ ସରିଲା

ଝାରସୁଗୁଡା ଅଫିସ,୧୪ା୪: ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ଝାରସୁଗୁଡା ବ୍ଲକ, ବ୍ରଜରାଜନଗର ମ୍ୟୁନିସିପାଲଟି ଓ ଲଇକେରା ବ୍ଲକକୁ ରେଡ୍‌ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଉପରୋକ୍ତ ଅଞ୍ଚଳକୁ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ଅଞ୍ଚଳରୁ ଟ୍ରେନ୍‌ ଓ ବସ୍‌ ଯୋଗେ ଲୋକେ…

ସେଣ୍ଟ୍‌ ଡେଭିଡ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଝାରସୁଗୁଡା ଅଫିସ,୧୪।୪: କରୋନା ମୁକାବିଲା ପାଇଁ ଝାରସୁଗୁଡ଼ାସ୍ଥିତ ସେଣ୍ଟ୍‌ ଡେଭିଡ ସିଏନ୍‌ଆଇ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଚର୍ଚ୍ଚର ରେଭ. ଅଭିନାଦ ନାଗ ଓ ସାମୁଏଲ ସୋନା ପ୍ରମୁଖ ଡେପୁଟି…

କରୋନା ମୁକାବିଲା କାର୍ଯ୍ୟର ସମୀକ୍ଷା କଲେ ଡିଜିପି

ଝାରସୁଗୁଡା ଅଫିସ,୧୩ା୪-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ସୋମବାର ଦିନିକିଆ ଝାରସୁଗୁଡା ଗସ୍ତରେ ଆସିଥିଲେ। ଡିଜିପି ଅପରାହ୍ନ ୨ଟା ବେଳେ ଚାର୍ଟାର୍ଡ ବିମାନରେ ଆସି ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇ ଥିଲେ। ସେଠାରୁ କାର ଯୋଗେ ଜିଲା ପୋଲିସ କାର୍ଯ୍ୟାଳୟକୁ ଆସି କରୋନା ମୁକାବିଲା…

ଝାରସୁଗୁଡାରେ କୋଭିଡ-୧୯ ହସ୍ପିଟାଲ ପାଇଁ ଏମ୍‌ଓୟୁ ସ୍ବାକ୍ଷରିତ

ଝାରସୁଗୁଡା ଅଫିସ,୧୩ା୪: ଝାରସୁଗୁଡା ସହରରେ କୋଭିଡ-୧୯ ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ସହରର ମଙ୍ଗଲ ବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚକିିତ୍ସାଳୟ କୋଠାରେ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ…

ସୋମବାର ଝାରସୁଗୁଡ଼ା ଆସିବେ ଡିଜିପି

ଝାରସୁଗୁଡା ଅଫିସ,୧୨।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ( ଡିଜିପି) ଅଭୟ ସୋମବାର ଝାରସୁଗୁଡା ଜିଲା ଗସ୍ତରେ ଆସିବେ। ଏ ନେଇ ଝାରସୁଗୁଡା ଜିଲା ଆରକ୍ଷୀ ଅଧିକ୍ଷକ ଅଶ୍ୱିନୀ କୁମାର ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଏହି ଗସ୍ତ କାଳରେ ଅପରାହ୍ନ ୨ଟା ୩୦ରୁ…

ବନ୍ଧବାହାଲ ଏମ୍‌ସିଏଲ୍‌ ହସ୍‌ପିଟାଲର ଉନ୍ନତି କରାଯିବ

ଲଖନପୁର,୧୧।୪(ଡି.ଏନ୍‌.ଏ.): ବନ୍ଧବାହାଲସ୍ଥିତ ଏମ୍‌ସିଏଲ୍‌ କୋଭିଡ୍‌ ଚିକିତ୍ସାଳୟକୁ ଶନିବାର ପୂର୍ବାହ୍ନରେ ବରଗଡ ଏମ୍‌ପି ସୁରେଶ ପୂଜାରୀ ପରିଦର୍ଶନ କରଛନ୍ତି। ୫୦ ଶଯ୍ୟା ବିଶିଷ୍ଟ ଏହି ଚିକିତ୍ସାଳୟକୁ ୧୦୦ଶଯ୍ୟା ବିଶିଷ୍ଟ କରିବା, ବିଭିନ୍ନ ବିଭାଗର ଡାକ୍ତର ଓ ଆବଶ୍ୟକ ସ୍ବାସ୍ଥ୍ୟକର୍ମୀ ଆଦି ନିଯୁକ୍ତି କରିବାକୁ…

ଏମ୍‌ସିଏଲ୍‌ ପକ୍ଷରୁ ବିଶୋଧନ

ଲଖନପୁର,୧୧।୪(ଡି.ଏନ୍‌.ଏ): ଏମ୍‌ସିଏଲ୍‌ ତରଫରୁ କୁଶ୍ରାଲୋଇ, ଉବୁଡା, କର୍ଲାଯୋରୀ, ଖଲିଆପାଲି, ସୋଲଦିଆ, ଲଖନପୁର ସଦର ମହକୁମା, କିରାରମା, କୁଡାଲୋଇ, ଯୁରାବଗା, ଖଇରକୁନୀ ଓ ବନ୍ଧବାହାଲ ଆଦି ଗ୍ରାମରେ ବିଶୋଧନ କରାଯାଉଛି । ଏହା ସହିତ କମ୍ପାନୀ ତରଫରୁ ଏହିସବୁ ଗ୍ରାମବାସୀଙ୍କୁ ହ୍ୟାଣ୍ଡ୍‌ ସାନିଟାଇଜର୍‌…

କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri